Home Bibles ପ୍ରଥମ ରାଜାବଳୀ 22:50 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 22:50 · ଓଡ଼ିଆ ବାଇବେଲ

ଯିହାଶାଫେଟ୍ଙ୍କ ମୃତ୍ଯୁ ପରେ ସେ ତାଙ୍କର ପୂର୍ବପୁରୁଷଗଣଙ୍କ ସହିତ ଦାଉଦ ନଗର ରେ କବର ରେ ସମାହିତ ହେଲେ। ତାଙ୍କ ଅନ୍ତେ ତାଙ୍କ ପୁତ୍ର ଯିହାରୋମ୍ ରାଜା ହେଲେ।

Cross references

ପ୍ରଥମ ରାଜାବଳୀ 2:10

ତା'ପରେ ଦାଉଦଙ୍କର ମୃତ୍ଯୁ ହେଲା ଓ ସେ ଦାଉଦ ନଗର ରେ କବରପ୍ରାପ୍ତ ହେଲେ।

ପ୍ରଥମ ରାଜାବଳୀ 11:43

ତା'ପରେ ଶଲୋମନ ମୃତ୍ଯୁବରଣ କଲେ ଓ ପିତୃଲୋକଙ୍କ ସହିତ ନିଜ ପିତା ଦାଉଦ ନଗର ରେ କବର ପାଇଲେ। ତା'ପରେ ତାହାଙ୍କ ପୁତ୍ର ରିହବିଯାମ ରାଜା ହେଲ।

ପ୍ରଥମ ରାଜାବଳୀ 14:31

ରିହବିଯାମଙ୍କ ମୃତ୍ଯୁ ହେଲା ଓ ସେ ନିଜ ପିତୃଲୋକଙ୍କ ସହିତ କବର ପାଇଲା। ସେ ଦାଉଦ ନଗରର ପିତୃଲୋକଙ୍କ କବର ରେ କବର ପାଇଲା। ତାଙ୍କର ମାତା ଅମ୍ମୋନୀଯା ନଯମା ଥିଲେ। ତାଙ୍କ ପରେ ତାଙ୍କ ପୁତ୍ର ଅବିଯାମ ରାଜା ହେଲେ।

ପ୍ରଥମ ରାଜାବଳୀ 15:24

ଏହାପରେ ଆସା ମୃତ୍ଯୁବରଣ କଲେ ଓ ନିଜର ପିତୃପୁରୁଷଗଣଙ୍କ ସହିତ ଦାଉଦ ନଗର ରେ କବର ଦେଲେ। ତାଙ୍କ ମୃତ୍ଯୁପରେ ତାଙ୍କର ପୁତ୍ର ଯିହାଶାଫେଟ୍ ରାଜତ୍ବ କଲେ।

ପ୍ରଥମ ରାଜାବଳୀ 22:40

ଆହାବ୍ଙ୍କ ମୃତ୍ଯୁପରେ ସେ ତାଙ୍କର ପୂର୍ବ ପୁରୁଷଙ୍କ ସହିତ କବର ନେଲେ ଓ ତାଙ୍କ ଅନ୍ତେ ତାଙ୍କ ପୁତ୍ର ଅହସିଯ ତାଙ୍କ ପଦ ରେ ରାଜ୍ଯ କଲେ।

ଦିତୀୟ ରାଜାବଳୀ 8:16

ଆହାବ୍ଙ୍କ ପୁତ୍ର ୟୋରାମଙ୍କ ଶାସକ ଇଶ୍ରାୟେଲ ରେ ରାଜତ୍ବ କରିବାର ପଞ୍ଚମ ବର୍ଷ ରେ ୟିହୋଶାଫଟଙ୍କ ପୁତ୍ର ୟିହୋରାମ ଯିହୁଦାର ରାଜା ହେଲେ।

ଦିତୀୟ ବଂଶାବଳୀ 21:1

ଏହାପରେ ଯିହାଶାଫେଟ୍ ମୃତ୍ଯୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ସେ ଦାଉଦଙ୍କ ନଗର ରେ କବର ପାଇଲେ। ଯିହାଶାଫେଟ୍ଙ୍କ ସ୍ଥାନ ରେ ଯିହାରୋମ୍ ନୂତନ ରାଜା ହେଲେ।

ଦିତୀୟ ବଂଶାବଳୀ 21:5

ଯିହାରୋମ୍ ରାଜ୍ଯ ଶାସନ କରିବାକୁ ଆରମ୍ଭ କରିବା ସମୟରେ ତାଙ୍କୁ ବତିଶ ବର୍ଷ ବଯସ ହାଇେଥିଲା। ସେ ୟିରୁଶାଲମ ରେ ଆଠବର୍ଷ ରାଜତ୍ବ କଲେ।

Interlinear

Interlinear data is unavailable for this verse.

Choose Theme