Home Bibles ☰ Books ପ୍ରଥମ ରାଜାବଳୀ 22:53 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 22:53 · ଓଡ଼ିଆ ବାଇବେଲ

ପୁଣି ସେ ଆପଣା ପିତାଙ୍କର ସମସ୍ତ କ୍ରିଯାନୁସା ରେ ବାଲର ଉପାସନା ଓ ସବୋ କଲେ ଓ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କୁ ବିରକ୍ତ କଲେ। ସଦାପ୍ରଭୁ ତା' ଉପରେ କୋରଧ କଲେ, ଯେପରି ତା'ର ପିତାଙ୍କ ଉପରେ କରିଥିଲେ।

Cross references

ବିଚାରକର୍ତାମାନଙ୍କ ବିବରଣ 2:1

ସଦାପ୍ରଭୁଙ୍କର ଦୂତ ଗିଲ୍ଗଲ୍ର ନଗରରକ୍ସ୍ଟ ବୋଖୀମକକ୍ସ୍ଟ ଆସିଲେ। ଏହି ସଦାପ୍ରଭୁଙ୍କର ଦୂତଙ୍କ ଇଶ୍ରାୟେଲବାସୀଙ୍କକ୍ସ୍ଟ ନିମ୍ନଲିଖିତ ବାର୍ତ୍ତା ଦେଲେ, ମୁ ତୁମ୍ଭମାନଙ୍କୁ ମିଶରରକ୍ସ୍ଟ ଆଣିଲି। ମୁ ଯେଉଁ ଭୂମି ତକ୍ସ୍ଟମ୍ଭଙ୍କକ୍ସ୍ଟ ଦଲେି, ତାହା ମୁ ପୂର୍ବପୁରୁଷଙ୍କ ନିକଟରେ ଶପଥ କରିଥିଲି। ମୁ କହିଲିକ ଯେ, ମୁ ତୁମ୍ଭମାନଙ୍କ ସହିତ ଚକ୍ସ୍ଟକ୍ତି କଦାପି କୌଣସି ସମୟରେ ଲଙ୍ଘନ କରିବି ନାହିଁ।

ପ୍ରଥମ ରାଜାବଳୀ 14:16

ୟାରବିଯାମ ନିଜେ ପାପସବୁ କରିଛି ଓ ଇଶ୍ରାୟେଲ ଲୋକମାନଙ୍କୁ ପାପ କରାଇଲେ। ତେଣୁ ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କୁ ପରାଜିତ କରିବାକୁ ଦବେେ।

ପ୍ରଥମ ରାଜାବଳୀ 16:7

ସଦାପ୍ରଭୁ ବାଶା ଓ ତା'ର ପରିବାରର ବିପକ୍ଷ ଭବିଷ୍ଯଦ୍ବକ୍ତା ହନାନିଯଙ୍କ ପୁତ୍ର ଯହେୂଙ୍କ ନିକଟକୁ ଏକବାର୍ତ୍ତା ପଠାଇଲେ। ବାଶା ଘୃଣିତ କାର୍ୟ୍ଯଦ୍ବାରା ସଦାପ୍ରଭୁଙ୍କୁ କୋର୍ଧିତ କଲେ। ୟାରବିଯାମର ପରିବାର ପୂର୍ବରୁ ଯାହା କରିଥିଲେ, ସେ ଠିକ୍ ସଇେ କାର୍ୟ୍ଯ କଲେ। ସଦାପ୍ରଭୁ ମଧ୍ଯ କୋରଧିତ ଥିଲେ କାରଣ ସେ ସମସ୍ତ ୟାରବିଯାମ ପରିବାରକୁ ହତ୍ଯା କଲେ।

ପ୍ରଥମ ରାଜାବଳୀ 16:30

ଆହାବ୍ ମଧ୍ଯ ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କଲେ। ସେ ତାଙ୍କ ପୂର୍ବବର୍ତ୍ତୀ ଅନ୍ୟ ରାଜାମାନଙ୍କଠାରୁ ଅଧିକ ଦୁଷ୍ଟାଚରଣ କଲେ।

ପ୍ରଥମ ରାଜାବଳୀ 21:25

ଆହାବ୍ ନିଜର ପତ୍ନୀ ଈଷବଲେ ଦ୍ବାରା ପ୍ରବର୍ତ୍ତିତ ହାଇେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ଯେତେ ମନ୍ଦକର୍ମ କଲେ, ସପରେି ଆଉ କହେି କରି ନଥିଲେ।

ପ୍ରଥମ ରାଜାବଳୀ 21:29

ଆହାବ୍ ତା'ର କୁକର୍ମ ବିଷଯ ରେ ଅନୁତାପ କରି ମାେ ସମ୍ମୁଖ ରେ ନିଜକୁ ନମ୍ର କଲା। ତୁମ୍ଭେ ଏହା ଦେଖୁଅଛ। ଏହି ହତେୁ ମୁଁ ବର୍ତ୍ତମାନ ତା'ର ଜୀବନ ରେ କିଛି ଅମଙ୍ଗଳ ଘଟାଇବାକୁ ଯାଉ ନାହିଁ। ତା'ର ପୁତ୍ର ରାଜା ହବୋ ପର୍ୟ୍ଯନ୍ତ ଅପେକ୍ଷା କରିବି ଏବଂ ତା'ପରେ ତା'ର ପରିବାର ପ୍ରତି ବିପର୍ୟ୍ଯଯ ଆଣିବି।

ଦିତୀୟ ରାଜାବଳୀ 1:2

ଏକଦା ଅହସିଯ ତାଙ୍କର ଶମରିଯାସ୍ଥିତ ଗୃହର ଛାତ ଉପରୁ ଝରକା ଦଇେ ପଡି ଆହତ ହେଲ। ସେ ସଙ୍ଗେ ସଙ୍ଗେ ଦୂତମାନଙ୍କୁ ଆଦେଶ ଦେଲେ, ୟାଅ, ମୁଁ ଏହି ଆଘାତରୁ ଆରୋଗ୍ଯ ଲାଭ କରିବି କି ନାହିଁ। ଏହା ଇକୋର୍ଣର ଯାଜକ ବାଲ-ସବୂବଙ୍କୁ ଅନୁସନ୍ଧାନ କରି ପଗ୍ଭର।

ଦିତୀୟ ରାଜାବଳୀ 3:2

ସେ ଏପରି କୁକର୍ମ କଲେ, ଯାହା ସଦାପ୍ରଭୁଙ୍କ ଦୃଷ୍ଟି ରେ ମନ୍ଦକାର୍ୟ୍ଯ ଥିଲା। ମାତ୍ର ସେ ତାଙ୍କର ପିତା ଓ ମାତାଙ୍କ ତୁଲ୍ଯ ନଥିଲେ। କାରଣ ତାଙ୍କ ପିତା ନିର୍ମାଣ କରିଥିବା ବାଲ୍ର ସ୍ତମ୍ଭଗୁଡିକୁ ଦୂର କରି ଦେଲେ।

ଦିତୀୟ ରାଜାବଳୀ 8:18

ୟିହୋରାମ ଇଶ୍ରାୟେଲ ରାଜାଗଣ ପରି ବାସ କଲେ ଏବଂ ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କଲେ। ସେ ଆହାବ ବଂଶାନୁସା ରେ ଚଳିଲେ କାରଣ ସେ ଆହାବ୍ଙ୍କ କନ୍ଯାକୁ ବିବାହ କରିଥିଲେ।

ଦିତୀୟ ବଂଶାବଳୀ 20:35

ପରେ, ଯିହୁଦାର ରାଜା ୟିହୋଶାଫଟ୍, ଇଶ୍ରାୟେଲର ରାଜା ଅହସିଯଙ୍କ ସହିତ ଏକ ଚୁକ୍ତି କଲେ। ଅହସିଯ ମନ୍ଦ କର୍ମ କଲେ।

ଗୀତସଂହିତା 106:29

ପରମେଶ୍ବର ସମାନଙ୍କେ ଉପରେ କୋର୍ଧ ପ୍ରକାଶ କଲେ। ତଣେୁ ସେ ସମାନଙ୍କେ ମଧ୍ୟରେ ମହାମାରୀ ପ୍ରଦର୍ଶନ ହେଲା।

ଯିଶାଇୟ 65:3

ସହେି ଲୋକମାନେ ଉଦ୍ୟାନ ରେ ବଳିଦାନ କରି ଓ ଆମ୍ଭ ସମ୍ମୁଖ ରେ ଗୁଡ଼ିଏ ଇଟା ଉପ ରେ ଧୂପ ଜଳାଇ କ୍ରମାଗତ ଭାବରେ ଆମ୍ଭକୁ ବିରକ୍ତ କରାନ୍ତି।

ଯିହିଜିକଲ 8:3

ତା'ପ ରେ ଆମ୍ଭେ ଦେଖିଲୁ, ସେ ଏକ ହସ୍ତ ପରି ଜଣାଯାଉଥିବା କିଛି ବିସ୍ତାର କରି ମାରେକେଶ ଧରିଲେ। ତା'ପ ରେ ପବନ ମାେତେ ଉଠାଇ ନଲୋ, ପୃଥିବୀ ଓ ଆକାଶର ମଧ୍ଯବର୍ତ୍ତୀ ସ୍ଥାନ ରେ ରଖି ଦଲୋ। ଏବଂ ପରମେଶ୍ବରଙ୍କର ଦର୍ଶନକ୍ରମେ ୟିରୁଶାଲମର ଭିତର ପ୍ରାଙ୍ଗଣର ଉତ୍ତରାମୁଖୀ ପ୍ରବେଶ ସ୍ଥାନର ଦ୍ବାର ନିକଟକୁ ମାେତେ ଆଣିଲେ। ସଠାେ ରେ ଏକ ମୂର୍ତ୍ତି ଥିଲା, ଯାହା ପରମେଶ୍ବରଙ୍କର କୋରଧର କାରଣ ହେଲା।

ଯିହିଜିକଲ 18:14

ଏବଂ କୁହ ତା'ର ମଧ୍ଯ ଗୋଟିଏ ପୁତ୍ର ଛି, ୟିଏକି ତା'ର ପିତା କରିଥିବା ସମସ୍ତ ପାପ ଦେଖେ ଏବଂ ଯଦିଓ ସେ ସଗେୁଡ଼ିକୁ ଦେଖେ ସେ ଠିକ୍ ସହେିପରି କାର୍ୟ୍ଯ କରେ ନାହିଁ।

Interlinear

Interlinear data is unavailable for this verse.

Choose Theme