Home Bibles ପ୍ରଥମ ରାଜାବଳୀ 3:2 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 3:2 · ଓଡ଼ିଆ ବାଇବେଲ

କିନ୍ତୁ ସେ ପର୍ୟ୍ଯନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମନ୍ଦିର ନିର୍ମାଣ କାର୍ୟ୍ଯ ଶଷେ ହାଇେ ନ ଥିଲା। ତେଣୁ ଲୋକମାନେ ନାନା ଉଚ୍ଚସ୍ଥାନ ରେ ବଳିଦାନ କରୁଥିଲେ।

Cross references

ଲେବୀୟ ପୁସ୍ତକ 17:3

ଯଦି କହେି ଗାଈ କି ମଷେ କି ଛାଗ ଛାଉଣୀ ମଧିଅରେ ବା ଛାଉଣୀ ବାହା ରେ ବଧ କରେ,

ଲେବୀୟ ପୁସ୍ତକ 17:5

ଏଣୁ ଇଶ୍ରାୟେଲର ସନ୍ତାନଗଣ ନିଜ ନିଜର ଯେଉଁ ବଳି କ୍ଷେତ୍ରକୁ ନିଅନ୍ତି, ସେ ସମସ୍ତ ସମାଗମ ତମ୍ବୁର ଦ୍ବାର ରେ ଯାଜକ ନିକଟକୁ ଆଣିବେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଉତ୍ସର୍ଗ କରିବେ।

ଲେବୀୟ ପୁସ୍ତକ 26:30

ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳ ସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ୟ୍ଯ ପ୍ରତିମା ସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣଙ୍କ ଦହେ ଉପରେ ତୁମ୍ଭମାନଙ୍କ ମୃତଦହେ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ।

ଦିତୀୟ ବିବରଣ 12:2

ତୁମ୍ଭମାନେେ ଯେଉଁ ଗୋଷ୍ଠୀଯମାନଙ୍କୁ ଅଧିକାର କରିବ, ସମାନଙ୍କେର ଉଚ୍ଚ ପର୍ବତଗଣ ଉପରେ ଓ ଉପପର୍ବତ ସମକ୍ସ୍ଟହ ଉପରେ ଓ ପ୍ରେତ୍ୟକକ ସତଜେ ବୃକ୍ଷ ତଳେ, ଯେଉଁସବୁ ସ୍ଥାନ ରେ ନିଜ ନିଜ ଦବେତାମାନଙ୍କୁ ପୂଜା କଲେ, ସହେି ସକଳ ସ୍ଥାନ ନିଶ୍ଚଯ ବିନଷ୍ଟ କରିବ।

ପ୍ରଥମ ଶାମୁୟେଲ 9:12

ୟକ୍ସ୍ଟବତୀମାନେ ଉତ୍ତର ଦେଲେ, ହିଁ, ସେ ଏଠା ରେ ଅଛନ୍ତି, ଏଇ ରାସ୍ତାର ଅଳ୍ପ ଆଗ ରେ ଅଛନ୍ତି। ସେ ଆଜି ସହରକକ୍ସ୍ଟ ଆସିଛନ୍ତି। ଲୋକମାନେ ଦଳ ଦଳ ହାଇେ ଆସି ତାଙ୍କୁ ପବିତ୍ରପୀଠ ରେ ଦର୍ଶନ କରୁଛନ୍ତି।

ପ୍ରଥମ ରାଜାବଳୀ 5:3

ଆପଣ ଜାଣନ୍ତି ମାରେପିତା ଦାଉଦ ସଦାପ୍ରଭୁ ତାଙ୍କ ପରମେଶ୍ବରଙ୍କ ନିମନ୍ତେ ଗୋଟିଏ ମନ୍ଦିର ନିର୍ମାଣ କରିପାରିଲେ ନାହିଁ। ସେ କରିବାକୁ ଅସମର୍ଥ ହେଲେ, କାରଣ ତାଙ୍କ ଚତୁର୍ଦ୍ଦିଗ ରେ ଘରେି ରହିଥିବା ଶତୃମାନଙ୍କ ସହିତ ବାସ ସର୍ବଦା ୟୁଦ୍ଧ ରେ ବ୍ଯସ୍ତ ଥିଲେ ଓ ସଦାପ୍ରଭୁ ଶତୃଗଣଙ୍କୁ ତାଙ୍କ ହସ୍ତ ରେ ପରାସ୍ତ କରାଇବେ ବୋଲି ଅପେକ୍ଷା କରି ରହିଥିଲେ।

ପ୍ରଥମ ରାଜାବଳୀ 14:23

ସମାନେେ ମଧ୍ଯ ପ୍ରେତ୍ୟକକ ଉଚ୍ଚ ପର୍ବତ ରେ ଓ ପ୍ରେତ୍ୟକକ ସବୁଜ ବୃକ୍ଷ ମୂଳ ରେ ନିଜ ନିଜ ପାଇଁ ଉଚ୍ଚସ୍ଥଳୀ, ସ୍ତମ୍ଭ ଓ ଆଶରେୀ ସ୍ତମ୍ଭମାନ ନିର୍ମାଣ କଲେ।

ପ୍ରଥମ ରାଜାବଳୀ 15:14

ଆସା ଉଚ୍ଚସ୍ଥଳୀ ସବୁ ଧ୍ବଂସ କଲେ ନାହିଁ, ମାତ୍ର ସେ ୟାବଜ୍ଜୀବନ ସଦାପ୍ରଭୁଙ୍କ ପ୍ରତି ବିଶ୍ବସ୍ତ ରହିଲେ।

ପ୍ରଥମ ରାଜାବଳୀ 22:43

ୟିହୋଶାଫଟ୍ ଅତି ଉତ୍ତମ ଥିଲେ। ସେ ତାଙ୍କର ପିତା ଆସାଙ୍କର ପଥ ଅନୁସରଣ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯାହା ଯଥାର୍ଥ ତାହାହିଁ କଲେ। କିନ୍ତୁ ସେ ଉଚ୍ଚସ୍ଥଳୀଗୁଡିକୁ ଧ୍ବଂସ କଲେ ନାହିଁ। ସେ ସମୟରେ ଲୋକମାନେ ସହେି ଉଚ୍ଚସ୍ଥଳୀ ରେ ବଳିଦାନ ଉତ୍ସର୍ଗ କଲେ ଓ ଧୂପ ଜଳାଇଲେ।

ପ୍ରଥମ ରାଜାବଳୀ 22:44

ପୁଣି ଯିହାଶାଫେଟ୍ ଇଶ୍ରାୟେଲ ରାଜାଙ୍କ ସହିତ ଶାନ୍ତି ଚୁକ୍ତି କଲେ।

ଦିତୀୟ ରାଜାବଳୀ 12:4

ଅନନ୍ତର ଯୋୟାଶ୍ ଯାଜକମାନଙ୍କୁ କହିଲେ, ସଦାପ୍ରଭୁଙ୍କ ମନ୍ଦିର ରେ ଅଧିକ ଟଙ୍କା ରହିଛି, ଯାହାକୁ ଲୋକମାନେ ଆଣିଲେ। ସମାନେେ ଜନ ଗଣନା ସମୟରେ ବର ଦେଲେ। ସମାନେେ ସମାନଙ୍କେର ଅନୁସାରେ ମୁଦ୍ରା ଦେଲେ।

ପ୍ରଥମ ବଂଶାବଳୀ 17:4

ପରମେଶ୍ବର କହିଲେ, ୟାଅ ଓ ଏହିସବୁ ବିଷଯ ମାହେର ଦାସ ଦାଉଦକୁ ଜଣାଅ ; ସଦାପ୍ରଭୁ କହନ୍ତି, 'ଦାଉଦ, ଆମ୍ଭେ ଯେଉଁ ଗୃହ ରେ ବାସ କରିବା, ସହେି ଗୃହକୁ ନିର୍ମାଣ କରିବା ଲୋକ ତୁମ୍ଭେ ନୁହଁ।

ପ୍ରଥମ ବଂଶାବଳୀ 28:3

କିନ୍ତୁ ପରମେଶ୍ବର ମାେତେ କହିଲେ, 'ନା, ଦାଉଦ, ତୁମ୍ଭେ ମାେ ନାମ ରେ ଆଦୌ ମନ୍ଦିର ନିର୍ମାଣ କରିବ ନାହିଁ। ତୁମ୍ଭେ ତାହା କରିବ ନାହିଁ, କାରଣ ତୁମ୍ଭେ ଜଣେ ସୈନିକ ଓ ତୁମ୍ଭେ ଅନକେ ଲୋକଙ୍କୁ ହତ୍ଯା କରିଅଛ।'

ଦିତୀୟ ବଂଶାବଳୀ 15:17

ଯଦିଓ ଇଶ୍ରାୟେଲରୁ ଉଚ୍ଚସ୍ଥାନଗୁଡ଼ିକ ଧ୍ବଂସ କରାୟାଇ ନ ଥିଲା, କିନ୍ତୁ ଆସାଙ୍କର ଜୀବନ ସାରା ତାଙ୍କର ହୃଦଯ ସଦାପ୍ରଭୁଙ୍କ ପ୍ରତି ବିଶ୍ବସ୍ତ ଥିଲା।

ଦିତୀୟ ବଂଶାବଳୀ 33:17

ଲୋକମାନେ ଉଚ୍ଚସ୍ଥାନମାନଙ୍କ ରେ ବଳି ଉତ୍ସର୍ଗ କରିବାକୁ ଲାଗିଲେ। କିନ୍ତୁ ସମାନେେ କବଳେ ସଦାପ୍ରଭୁ ସମାନଙ୍କେର ପରମେଶ୍ବରଙ୍କ ନିକଟରେ ସହେି ବଳି ଉତ୍ସର୍ଗ କରୁଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:47

କିନ୍ତୁ ଶଲୋମନ ତାହାଙ୍କ ପାଇଁ ଗୋଟିଏ ମନ୍ଦିର ନିର୍ମାଣ କଲେ।

Interlinear

Choose Theme