Home Bibles ପ୍ରଥମ ରାଜାବଳୀ 3:25 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 3:25 · ଓଡ଼ିଆ ବାଇବେଲ

ପୁଣି ରାଜା କହିଲେ, ଏହି ଜୀବିତ ସନ୍ତାନଟିକୁ ଦୁଇଖଣ୍ତ କରି କାଟି ଜଣକୁ ଅଧେ ଓ ଅନ୍ୟ ଜଣକୁ ଅଧେ ଦଇଦେିଅ।

Cross references

ହିତୋପଦେଶ 25:8

ବିବାଦ କରିବାକୁ ହଠାତ୍ ବାହାରକୁ ୟାଅ ନାହିଁ। ଯଦି କହେି ତୁମ୍ଭକୁ ଭୁଲ୍ ବୋଲି ପ୍ରମାଣିତ କରେ, ତବେେ ତୁମ୍ଭେ ଲଜ୍ଜିତ ହବେ।

Interlinear

Choose Theme