Home Bibles ☰ Books ପ୍ରଥମ ରାଜାବଳୀ 3:4 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 3:4 · ଓଡ଼ିଆ ବାଇବେଲ

ଶ ଲୋମନ ବଳିଦାନ ନିମନ୍ତେ ଗିବିଯୋନକୁ ଗଲେ, କାରଣ ତାହା ବଡ ଉଚ୍ଚସ୍ଥଳୀ ଥିଲା। ସେ ସହେି ୟଜ୍ଞବଦେୀ ଉପରେ ଏକ ସହସ୍ର ହାମବେଳି ଉତ୍ସର୍ଗ କଲେ।

Cross references

ଯିହୋଶୂୟ 9:3

ଯିରୀହାେ ପ୍ରତି ଓ ଅଯ ପ୍ରତି ଯିହାଶୂେୟ ଯାହା କରିଥିଲେ ଓ କିପରି ପରାସ୍ତ କରିଥିଲେ, ସେ ବିଷଯ ରେ ଗିବଯୋନର ଲୋକମାନେ ଶୁଣିଲେ।

ଯିହୋଶୂୟ 10:2

ତେଣୁ ଆଦୋନିଷଦେକ୍ ଏବଂ ତାଙ୍କର ଲୋକମାନେ ଖକ୍ସ୍ଟବ୍ ଭୟଭୀତ ହେଲେ। ଗିବିଯୋନ ଅଯ ପରି େଛାଟ ସହର ନ ଥିଲା। ଏହା ଏକ ବଡ ସହର ଥିଲା। ଏହା ଏକ ରାଜଧାନୀ ତକ୍ସ୍ଟଲ୍ଯ ବୃହତ୍ ନଗର ଥିଲା ଏବଂ ସହେି ସହରର ଲୋକମାନେ ଯୋଦ୍ଧା ଥିଲେ। ତେଣୁ ରାଜା ବହକ୍ସ୍ଟତ ଭୟ କରି ୟାଇଥିଲେ।

ପ୍ରଥମ ରାଜାବଳୀ 8:63

ରାଜା ଶଲୋମନ ଓ ଇଶ୍ରାୟେଲର ସଦାପ୍ରଭୁଙ୍କ ସମ୍ମାନାର୍ଥେ ଲୋକମାନେ 22,000 ଗାଈ ଓ 1,20,000 ମଷେ ସହଭାଗିତାର ବଳି ନିମନ୍ତେ ଉତ୍ସର୍ଗ କଲେ। ଏହି ରୂପେ ରାଜା ଓ ସମଗ୍ର ଇଶ୍ରାୟେଲ ଲୋକେ ସଦାପ୍ରଭୁଙ୍କ ମନ୍ଦିର ରେ ଉତ୍ସର୍ଗ କଲେ।

ପ୍ରଥମ ରାଜାବଳୀ 9:2

ସଦାପ୍ରଭୁ ଯେପରି ଶଲୋମନଙ୍କୁ ଗିବିଯୋନ ରେ ଦର୍ଶନ ଦଇେଥିଲେ, ସହେିପରି ଦ୍ବିତୀୟ ଥର ତାଙ୍କୁ ଦର୍ଶନ ଦେଲେ।

ପ୍ରଥମ ବଂଶାବଳୀ 16:39

ଦାଉଦ, ସାଦୋକ ଯାଜକ ଓ ତାଙ୍କ ସହିତ ଗିବିଯୋନସ୍ଥିତ ଉଚ୍ଚ ସ୍ଥାନ ରେ ସଦାପ୍ରଭୁଙ୍କ ତମ୍ବୁ ସମ୍ମୁଖ ରେ ସବୋକାର୍ୟ୍ଯ କରୁଥିବା ଅନ୍ୟ ଯାଜକମାନଙ୍କୁ ସଠାେରେ ଛାଡ଼ି ଗଲେ।

ପ୍ରଥମ ବଂଶାବଳୀ 21:29

ଗିବିଯୋନ ସହରର ଉଚ୍ଚସ୍ଥାନ ରେ ପବିତ୍ର ତମ୍ବୁ ଓ ହାମବେଳି, ନବୈେଦ୍ଯର ବଦେୀ ଥିଲା। ଇଶ୍ରାୟେଲର ଲୋକମାନେ ମରୁଭୂମିରେ ଥିବା ସମୟରେ ମାଶାେ ପବିତ୍ର ତମ୍ବୁ ନିର୍ମାଣ କରିଥିଲେ।

ଦିତୀୟ ବଂଶାବଳୀ 1:2

ଇଶ୍ରାୟେଲର ଲୋକମାନଙ୍କ ସହ ଶଲୋମନ କଥା ହେଲେ। ସେ 1,000 ସୈନ୍ଯ ବିଶିଷ୍ଟ ସୈନ୍ଯଦଳର ଦଳପତି ଓ 100 ସୈନ୍ଯ ବିଶିଷ୍ଟ ସୈନ୍ଯଦଳର ଦଳପତି ଓ ବିଚାରକର୍ତ୍ତା ଏବଂ ସମସ୍ତ ଇଶ୍ରାୟେଲର ନେତାମାନଙ୍କ ସହ ପୁଣି ପରିବାରଗୁଡ଼ିକର ମୁଖ୍ଯଙ୍କ ସହ କଥା ହେଲେ।

ଦିତୀୟ ବଂଶାବଳୀ 1:3

ଏହାପରେ ଶଲୋମନ ଓ ତାଙ୍କ ସହିତ ସମଗ୍ର ସମାଜ ଏବଂ ଗିବିୟୋନର ପର୍ବତ ଶିଖରସ୍ଥ ପୂଜାସ୍ଥଳକୁ ଗଲେ। ପରମେଶ୍ବରଙ୍କ ସମାଗମ ତମ୍ବୁ ସଠାେରେ ଥିଲା। ଯେତବେେଳେ ସମାନେେ ମରୁ ପ୍ରାନ୍ତର ରେ ଥିଲେ ସଦାପ୍ରଭୁଙ୍କ ଦାସ ମାଶାେ ସହେି ତମ୍ବୁ ନିର୍ମାଣ କରିଥିଲେ।

ଦିତୀୟ ବଂଶାବଳୀ 1:6

ସମାଗମ ତମ୍ବୁର ସମ୍ମୁଖ ରେ ସଦାପ୍ରଭୁଙ୍କ ଆଗ ରେ ପିତ୍ତଳ ବଦେୀ ଆଡ଼କୁ ଶଲୋମନ ଗଲେ। ବଦେୀ ଉପରେ ଶଲୋମନ 1,000 ଗୋଟି ସମ୍ପୂର୍ଣ୍ଣ ହାମବେଳି ଅର୍ପଣ କଲେ।

ଦିତୀୟ ବଂଶାବଳୀ 7:5

ରାଜା ଶଲୋମନ 22,000 ବଳଦ ଓ 1,20,000 ମେଣ୍ଢା ଉତ୍ସର୍ଗ କଲେ। ରାଜା ଓ ସମସ୍ତ ଲୋକ ପରମେଶ୍ବରଙ୍କ ମନ୍ଦିରକୁ ସମର୍ପଣ କଲେ।

ଦିତୀୟ ବଂଶାବଳୀ 29:32

ସମ୍ମିଳିତ ଜନତା ଏହିପରି ଭାବରେ ହାମବେଳି ଉପହାର ସବୁ ଆଣିଲେ : ସତୁରି ବଳଦ, 100 ଗୋଟି ମଷେ ଓ 200 ଗୋଟି ମଷେଶାବକ। ଏହିସବୁ ପଶୁକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହାମବେଳି ଉପହାର ସ୍ବରୂପେ ଉତ୍ସର୍ଗ କରାଗଲା।

ଦିତୀୟ ବଂଶାବଳୀ 30:24

ଯିହୁଦାର ରାଜା ହିଜକିଯ ସମ୍ମିଳିତ ଜନତାକୁ 1 ,000 ବଳଦ ଓ 7,000 ମଷେକୁ ହତ୍ଯାକରି ଭୋଜନ କରିବା ନିମନ୍ତେ ପ୍ରଦାନ କଲେ। ନେତାମାନେ ସମ୍ମିଳିତ ଜନତାକୁ 1,000 ବଳଦ ଓ 10 ,000 ମଷେ ଦେଲେ। ଅନକେ ଯାଜକମାନେ ପବିତ୍ର ସବୋକାର୍ୟ୍ଯ ନିମନ୍ତେ ନିଜକୁ ପ୍ରସ୍ତୁତ କଲେ।

ଯିଶାଇୟ 40:16

ପୁଣି ଲିବାନୋନର ସମସ୍ତ ବୃକ୍ଷ ସଦାପ୍ରଭୁଙ୍କ ଜାଳ ପାଇଁ ୟଥେଷ୍ଟ ନୁହେଁ ଓ ତାହାର ସମସ୍ତ ପଶୁ ହାମବେଳି ପାଇଁ ୟଥେଷ୍ଟ ନୁହେଁ।

ମୀଖା 6:6

ଆମ୍ଭମାନେେ କ'ଣ ଆଣି ସଦାପ୍ରଭୁଙ୍କୁ ଭଟେିବା? କ'ଣ କରି ଆମ୍ଭେ ଉର୍ଦ୍ଧ୍ବସ୍ଥ ପରମେଶ୍ବରଙ୍କୁ ପ୍ରଣାମ କରିବା? କ'ଣ ହାମବେଳି ଓ ଏକବର୍ଷୀଯ ଗୋବତ୍ସ ନଇେ ଆମ୍ଭେ ସଦାପ୍ରଭୁଙ୍କୁ ଭଟେି ଦବୋ?

Interlinear

Choose Theme