Cross references
ଯିହୋଶୂୟ 18:20
ୟର୍ଦ୍ଦନ ଏହାର ପୂର୍ବ ସୀମା ଥିଲା। ବିନ୍ଯାମୀନଙ୍କର ପରିବାରବର୍ଗ ସମାନଙ୍କେର ଗୋଷ୍ଠୀ ଅନକ୍ସ୍ଟସା ରେ ତାହା ଅଧିକାର କଲେ।
ପ୍ରଥମ ରାଜାବଳୀ 1:8
ମାତ୍ର ସାଦୋକ ଯାଜକ, ଯିହାୟୋଦାରଦାର ପୁତ୍ର ବନାଯ, ନାଥନ ଭବିଷ୍ଯଦ୍ବକ୍ତା, ଶିମିଯି, ରଯେି ଓ ଦାଉଦଙ୍କର ସ୍ବତନ୍ତ୍ର ପ୍ରହପୀଗଣ ଅଦୋନିଯଙ୍କୁ ସମର୍ଥନ କରି ନ ଥିଲେ। ସମାନେେ ଦାଉଦଙ୍କର ବିଶ୍ବସ୍ତ ଥିଲେ।
ଯିଖରିୟ 12:13
ଲବେୀ ପରିବାରର ନିଜେ ନିଜେ ଏବଂ ସମାନଙ୍କେର ସ୍ତ୍ରୀଲୋକମାନେ ନିଜେ ନିଜେ, ଶିମିଯିର ପରିବାରମାନେ ନିଜେ ନିଜେ ଶାେକ କରିବେ ଏବଂ ତାଙ୍କର ସ୍ତ୍ରୀମାନେ ନିଜେ ନିଜେ ଶାେକ କରିବେ।