ଶଲୋମନଙ୍କ ରାଜତ୍ବ କାଳ ରେ ଦାନଠାରୁ ବରେଶବୋ ପର୍ୟ୍ଯନ୍ତ ଯିହୁଦା ଓ ଇଶ୍ରାୟେଲର ସମସ୍ତ ଲୋକ ନିଜ ନିଜ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ମୂଳ ରେ ନିରାପଦ ରେ ଅବସ୍ଥାନ କରୁଥିଲେ।
Cross references
ଏଣୁ ଇଶ୍ରାୟେଲର ସମସ୍ତ ଲୋକ ଏକତ୍ରୀତ ହେଲେ। ସମାନେେ ସମସ୍ତେ ମିସ୍ପୀ ରେ ସଦାପ୍ରଭୁଙ୍କଠା ରେ ଏକତ୍ରୀତ ହେଲେ। ଇଶ୍ରାୟେଲୀୟମାନେ ଦାନଠାରକ୍ସ୍ଟ ବରେଶବୋ ପର୍ୟ୍ଯନ୍ତ ଓ ଗିଲିଯଦଠାରକ୍ସ୍ଟ ମଧ୍ଯ ଆସିଲେ।
ମାତ୍ର ମାରେ ମନ୍ତ୍ରଣା ଏହି ଯେ, ଦାନଠାରକ୍ସ୍ଟ ବରେଶବୋ ପର୍ୟ୍ଯନ୍ତ ସମକ୍ସ୍ଟଦାଯ ଇଶ୍ରାୟେଲୀୟମାନେ ସମକ୍ସ୍ଟଦ୍ର ଓ ତୀରସ୍ଥ ବାଲକ୍ସ୍ଟକା ତକ୍ସ୍ଟଲ୍ଯ ଅସଂଖ୍ଯ ହାଇେ ଆପଣଙ୍କ ନିକଟରେ ସଂଗୃହିତ ହକ୍ସ୍ଟଅନ୍ତକ୍ସ୍ଟ। ଆପଣ ସ୍ବଯଂ ୟକ୍ସ୍ଟଦ୍ଧକକ୍ସ୍ଟ ୟାଆନ୍ତକ୍ସ୍ଟ।
ତେଣୁ ସଦାପ୍ରଭୁ ଇଶ୍ରାୟେଲକକ୍ସ୍ଟ ମହାମାରୀ ପଠାଇଲେ। ଏହି ପ୍ରତକ୍ସ୍ଟ୍ଯଷରକ୍ସ୍ଟ ଆରମ୍ଭ ହାଇେ ନିର୍ଦ୍ଧିଷ୍ଟ ସମୟ ପର୍ୟ୍ଯନ୍ତ ଗ୍ଭଲକ୍ସ୍ଟ ରହିଲା। ତେଣୁ ଦାନଠାରକ୍ସ୍ଟ ବେର୍ଶବୋ ପର୍ୟ୍ଯନ୍ତ 70,000 ଲୋକ ମୃତକ୍ସ୍ଟ୍ଯବରଣ କଲେ।
ହିଜକିଯ କଥା ଶୁଣ ନାହିଁ।
ତୁମ୍ଭ ଦେଶ ରେ ଦୌରାତ୍ମ୍ଯର କଥା ଓ ତୁମ୍ଭର ସୀମା ମଧିଅରେ ଧ୍ବଂସ ଓ ବିନାଶର କଥା ଆଉ ଶୁଣାୟିବ ନାହିଁ। ତୁମ୍ଭେ ତୁମ୍ଭ ପ୍ରାଚୀର ସମୂହର ନାମ ପରିତ୍ରାଣ' ଓ ତୁମ୍ଭ ନଗରର ଦ୍ବାର ସମୂହର ନାମ ପ୍ରଶଂସା' ରଖିବ।
ସଦାପ୍ରଭୁ କହନ୍ତି, ଏପରି ଏକ ସମୟ ଆସୁଛି, ଯେଉଁ ସମୟରେ ଦାଉଦ ବଂଶ ରେ ଆମ୍ଭେ ଏକ ଧାର୍ମିକ ଶାଖା 'ଉତ୍ପନ୍ନ' କରିବା। ତହିଁରେ ସେ ରାଜା ହାଇେ ରାଜତ୍ବ କରିବେ। ସେ ନିଜର ଉତ୍ତମ ଜ୍ଞାନ ବଳ ରେ ଦେଶ ରେ ସୁବିଚାର ଓ ନ୍ଯାଯ ପ୍ରତିଷ୍ଠା କରିବେ।
ସହେି ସମୟରେ ଆମ୍ଭେ ଦାଉଦ ବଂଶ ରେ ଧର୍ମସ୍ବରୂପ ଏକ 'ଶାଖା' ଉତ୍ପନ୍ନ କରାଇବା। ସହେି 'ଶାଖା' ସେ ଦେଶ ରେ ନ୍ଯାଯ ଓ ଧାର୍ମିକତା ବିଚାର ପ୍ରତିଷ୍ଠା କରିବେ।
ତୁମ୍ଭେ କହିବ, 'ମୁଁ ପ୍ରାଚୀର ବିହୀନ ସହର ବିଶିଷ୍ଟ ଦେଶକୁ ଯିବି ; ସମାନେେ ଶାନ୍ତି ରେ ଅଛନ୍ତି, ସମାନେେ ଭାବନ୍ତି ସମାନେେ ନିରାପଦ ରେ ଅଛନ୍ତି, ସମାନଙ୍କେର ନଗରର ସୁରକ୍ଷା ପାଇଁ ଚତୁର୍ଦ୍ଦିଗ ରେ ପ୍ରାଚୀର ନାହିଁ କିମ୍ବା ସମାନଙ୍କେର ଅର୍ଗଳ କି କବାଟ ନାହିଁ। ତେଣୁ ଆମ୍ଭେ ସମାନଙ୍କେ ଦେଶ ବିପକ୍ଷ ରେ ଖଡ୍ଗ ଆଣିବା।
ପ୍ରେତ୍ୟକକ ବ୍ଯକ୍ତି ନିଜ ନିଜ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ତଳେ ବସିବେ ଓ କହେି ସମାନଙ୍କେୁ ଭୟଭୀତ କରାଇବେ ନାହିଁ। କାରଣ ସର୍ବଶକ୍ତିମାନ ସଦାପ୍ରଭୁ ଏହାହିଁ ଘଟିବ ବୋଲି କହିଲେ।
ସଦାପ୍ରଭୁ ସର୍ବଶକ୍ତିମାନ କୁହନ୍ତି, ସେତବେେଳେ ଲୋକମାନେ ଏକତ୍ର ବସିବେ ଓ ସମାନଙ୍କେର ବନ୍ଧୁ ଓ ପଡ଼ୋଶୀଙ୍କ ସହିତ ଆଳାପ କରିବେ। ସମାନେେ ଡିମ୍ବିରି ବୃକ୍ଷତଳେ ଓ ଦ୍ରାକ୍ଷାଲତା ତଳେ ବସିବାକୁ ପରସ୍ପରକୁ ନିମନ୍ତ୍ରଣ କରିବେ।