ପ୍ରଥମ ରାଜାବଳୀ 5:10 · ଓଡ଼ିଆ ବାଇବେଲ
ତେଣୁ ହରୀମ ଶ ଲୋମନଙ୍କୁ ସମସ୍ତ ଏରସକାଠ ଓ ଶିଟୀମ କାଠ ଦେଲେ। ଯାହା ସେ ଦରକାର କଲେ।
Cross references
ବିଚାରକର୍ତାମାନଙ୍କ ବିବରଣ 6:3
ସମାନେେ ଏହିପରି କଲେ, କାରଣ ମିଦିଯନୀଯ ଓ ଅମାଲକେୀଯ ଓ ପୂର୍ବ ଦେଶିଯ ଗୋଷ୍ଠୀମାନେ ସର୍ବଦା ଆସି ସମାନଙ୍କେର ଫସଲ ନଷ୍ଟ କରି ଦେଉଥିଲେ।
ପ୍ରଥମ ରାଜାବଳୀ 5:1
ସୋରର ରାଜା ହୀରମ୍ ଦାଉଦଙ୍କର ସାଙ୍ଗ ଥିଲେ। ଯେତବେେଳେ ସେ ଶୁଣିବାକୁ ପାଇଲେ ଯେ, ତାଙ୍କ ପିତା ଦାଉଦ୍ଙ୍କ ପରେ ଶ ଲୋମନ ନୂଆ ରାଜା ରୂପେ ଅଭିଷିକ୍ତ ହାଇେଛନ୍ତି, ସେ ତାଙ୍କ ବାର୍ତ୍ତାବାହାକମାନଙ୍କୁ ତାଙ୍କ ନିକଟକୁ ପଠାଇଲେ।
ଯିଶାଇୟ 19:11
ସିୟୋନର ଅଧିପତିମାନେ ନିତାନ୍ତ ନିର୍ବୋଧ। ଫାରୋର ଜ୍ଞାନୀ ଉପଦେଷ୍ଟାଗଣ କୁପରାମର୍ଶ ଦିଅନ୍ତି। ସହେି ଅଧିପତିଗଣ ନିଜକୁ ଜ୍ଞାନୀ ଏବଂ ବିଦ୍ବାନ ମନେ କରନ୍ତି। ସମାନେେ ପ୍ରାଚୀନ ବୈଭବଶାଳୀ ରାଜବଂଶର ଅଂଶ ଅଟନ୍ତି। ମାତ୍ର ପ୍ରକୃତ ରେ ସମାନେେ ଜ୍ଞାନୀ ନୁହଁନ୍ତି।'