Home Bibles ପ୍ରଥମ ରାଜାବଳୀ 5:8 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 5:8 · ଓଡ଼ିଆ ବାଇବେଲ

ତା'ପରେ ହୀରମ ଶଲୋମନଙ୍କ ନିକଟକୁ ଏହି ବାର୍ତ୍ତା ସହିତ ଏକ ବାର୍ତ୍ତାବହକୁ ପଠାଇଲେ। ରାଜା ଶଲୋମନ ଯାହା ଆଶା କରନ୍ତି, ମୁଁ ଶୁଣିଲି, ମୁଁ ଏରସବୃକ୍ଷ ଓ ଦବଦୋରୁ କାଠ ଦବୋପାଇଁ ଯାଉଛି, ତୁମ୍ଭର କାମ ପୂରଣ କରିବା ପାଇଁ।

Cross references

ଦିତୀୟ ଶାମୁୟେଲ 6:5

ଦାଉଦ ଓ ଇଶ୍ରାୟେଲର ସମସ୍ତ ଲୋକମାନେ ସଦାପ୍ରଭୁଙ୍କ ଆଗ ରେ ଦବଦୋରକ୍ସ୍ଟ କାଠ ରେ ତିଆରି ନାନା ପ୍ରକାର ବାଦ୍ଯୟନ୍ତ୍ର ବୀଣା ଓ ନବେଲ ଓ ଦାରା, ମନ୍ଦିରା ଓ କରତାଳି ବଜାଇ ନିଚକ୍ସ୍ଟ ଥିଲେ।

ପ୍ରଥମ ରାଜାବଳୀ 6:15

ମନ୍ଦିରର ଭିତର ପାଖ ପଥର କାନ୍ଥଗୁଡିକ ଏରସ କାଠର ପଟା ରେ ଆଚ୍ଛାଦିତ ହାଇେଥିଲା। ଗୋଟିଏ ବି ପଥର ଦଖାଗେଲା ନାହିଁ। କାନ୍ଥକୁ ଆଚ୍ଛାଦନ କରିଥିବା ଏରସ କାଠ ପଟାଗୁଡିକରେ ଫୁଲ ଓ ଲତାର ଛବି ଖାଦେନ କରାଗଲା।

ପ୍ରଥମ ରାଜାବଳୀ 6:34

ତତ୍ପରେ ସେ ଦବଦୋରୁ କାଠ ରେ ଦୁଇଟି କବାଟ କଲେ।

ଦିତୀୟ ବଂଶାବଳୀ 3:5

ବଡ଼ କଠାେରୀର କାନ୍ଥ ରେ ଶଲୋମନ ଦବଦୋରୁ କାଠର ଆସ୍ତରଣ ଦଇେ ତା' ଉପରେ ଶୁଦ୍ଧ ସୁବର୍ଣ୍ଣ ଆଚ୍ଛାଦନ କଲେ। ଏବଂ ସେଥି ରେ ଖଜୁରୀ ଗଛ ଓ ଜଞ୍ଜିରର ଛବି ଦେଲେ।

Interlinear

Choose Theme