ଇଶ୍ରାୟେଲୀୟମାନେ ମିଶର ପରିତ୍ଯାଗ କରିବା ପରେ ଶଲୋମନଙ୍କର ଇଶ୍ରାୟେଲ ଉପରେ ରାଜତ୍ବର ଚତୁର୍ଥ ବର୍ଷ ରେ ଓ ସିବ୍ ନାମକ ବର୍ଷର ଦ୍ବିତୀୟ ମାସ ରେ ସେ ସଦାପ୍ରଭୁଙ୍କ ସମ୍ମାନାର୍ଥେ 480 ବର୍ଷ ପର୍ୟ୍ଯନ୍ତ ମନ୍ଦିର ନିର୍ମାଣ କାର୍ୟ୍ଯ ଲାଗିଲା।
Cross references
430 ବର୍ଷପରେ ସେହି ଦିନରେ ସଦାପ୍ରଭୂଙ୍କ ସୈନ୍ୟ ସମୁହ ମିଶରରୁ ବିଦାୟ ନେଲେ।
ତେଣୁ ଠିକ୍ ସହେିଦିନ, ସଦାପ୍ରଭୁ ସମସ୍ତ ଇଶ୍ରାୟେଲ ଲୋକମାନଙ୍କୁ ମିଶରରୁ ଆଗଇେ ନେଲେ। ସୈନ୍ଯ ଶ୍ ରଣେୀବଦ୍ଧ ଲୋକମାନେ ମିଶର ପରିତ୍ଯାଗ କଲେ।
ଦ୍ବିତୀୟ ବର୍ଷର ଦ୍ବିତୀୟ ମାସ ପ୍ରଥମ ଦିନ ରେ ଇଶ୍ରାୟେଲର ଲୋକମାନେ ମିଶର ଛାଡିଲାପରେ, ସଦାପ୍ରଭୁ ସୀନଯ ମରୁଭୂମିରେ ସମାଗମ ତମ୍ବୁ ମଧିଅରେ ମଶାଙ୍କେୁ କହିଲେ,
ଇଶ୍ରାୟେଲ 300 ବର୍ଷ ହେଲା ହିଷ୍ବୋନ୍ ତା'ର ଉପନଗର ରେ, ପକ୍ସ୍ଟଣି ଆରୋଯର ଓ ତହିଁର ଉପନଗର ରେ, ଆଉ ଅର୍ନୋନ ତୀରସ୍ଥିତ ସମସ୍ତ ନଗର ରେ ବାସ କରୁ ଅଛନ୍ତି। ଏଥି ମଧିଅରେ ତୁମ୍ଭମାନେେ କାହିଁକି ସେସବୁ ଫରୋଇ ନ ଦଲେ?
ଶଲୋମନଙ୍କ ରାଜତ୍ବର ଚତୁର୍ଥ ବର୍ଷ ରେ ଓ ବର୍ଷର ଦ୍ବିତୀୟ ମାସ ସିବ୍ ମାସ ରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପିତ ହେଲା।
ଆଉ, ମାରେପୁତ୍ର ଶଲୋମନକୁ ତୁମ୍ଭ ପ୍ରତି ବିଶ୍ବସ୍ତ ହବୋ ନିମନ୍ତେ ସାହାୟ୍ଯ କର। ସର୍ବଦା ତୁମ୍ଭର ଆଜ୍ଞା, ବିଧି ଓ ଶାସନ ସକଳର ବାଧ୍ଯ ହବୋ ନିମନ୍ତେ ତାହାକୁ ସାହାୟ୍ଯ କର। ଶଲୋମନଙ୍କୁ ଏହି ସମସ୍ତ ବିଷଯ କରିବା ନିମନ୍ତେ ସାହାୟ୍ଯ କର ଓ ଏହି ପବିତ୍ର ମନ୍ଦିର ରେ ନିର୍ମାଣ କରିବା ନିମନ୍ତେ ମୁଁ ଯେଉଁ ଯୋଜନା କରିଅଛି, ସେଥି ରେ ତାହାକୁ ସାହାୟ୍ଯ କର।
ୟିରୁଶାଲମର ମାରେିଯା ପର୍ବତ ଉପରେ ଶଲୋମନ ସଦାପ୍ରଭୁଙ୍କର ମନ୍ଦିରର ନିର୍ମାଣ କାର୍ୟ୍ଯ ଆରମ୍ଭ କଲେ। ଏହି ମାରେିଯା ପର୍ବତ ଉପରେ ସଦାପ୍ରଭୁ ଶଲୋମନଙ୍କ ବାପା ଦାଉଦଙ୍କ ନିକଟରେ ଆବିର୍ଭାବ ହାଇେଥିଲେ। ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ଶଲୋମନ ସହେି ସ୍ଥାନ ଉପରେ ମନ୍ଦିର ନିର୍ମାଣ କଲେ। ସହେି ସ୍ଥାନଟି ୟିବୂଷୀଯ ଅରୁଣାହଃ ଗହମ ଦଳନ ସ୍ଥାନ ଥିଲା।
ପରମେଶ୍ବରଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ନିମନ୍ତେ ଶଲୋମନ ଏହି ପ୍ରକାରର ମାପ ବ୍ଯବହାର କରିଥିଲେ। ଭିତ୍ତିମୂଳ ଷାଠିଏ ହାତ ଲମ୍ବ ଓ କୋଡ଼ିଏ ହାତ ପ୍ରସ୍ଥ ଥିଲା। ଶଲୋମନ ମନ୍ଦିରର ମାପ ନଲୋବଳକେୁ ପୁରୁଣା ମାପର ବ୍ଯବହାର କରିଥିଲେ।
ସମାନେେ ଏହି ଉତ୍ତର ଆମ୍ଭମାନଙ୍କୁ ଦେଲେ,
ତାପ ରେ ସେ ମାେତେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନକୁ କଢ଼ାଇ ନେଲେ। ସେ ତାହାର ପାଶର୍ବ କାନ୍ଥକୁ ମାପିଲେ। ଏହାର ଉଭୟ ପାଶର୍ବ ରେ ପ୍ରାଯ ଛଅ ହାତ ଲଖାଏଁେ ଥିଲା। ଆଉ ତମ୍ବୁର ପ୍ରସ୍ଥ ହିଁ ଏତିକି।
ତା'ପ ରେ ତାଙ୍କୁ କୁହ, ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, 'ଜଣେ ବ୍ଯକ୍ତି ଅଛନ୍ତି, ତାଙ୍କ ନାମ ଶାଖା, ସେ ତାଙ୍କ ସ୍ଥାନରୁ ଅଙ୍କୁରିତ ହବେେ ଏବଂ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ।
ଯେଉଁମାନେ ଦୂର ରେ ଅଛନ୍ତି ଆସିବେ ଏବଂ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ। ତା'ପ ରେ ତୁମ୍ଭମାନେେ ଜାଣିବ ଯେ ସଦାପ୍ରଭୁ ମାେତେ ତୁମ୍ଭମାନଙ୍କ ନିକଟକୁ ପ୍ ରରଣେ କରିଛନ୍ତି। ଏହିସବୁ ଘଟିବ ଯଦି ତୁମ୍ଭେ ମନ ଯୋଗ ସହକା ରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କର ଆଜ୍ଞା ପାଳନ କରିବ।
ଯୀଶୁ ଉତ୍ତର ଦେଲେ, ଏହି ମନ୍ଦିରକୁ ନଷ୍ଟ କରି ଦିଅ ଏବଂ ମୁଁ ଏହାକୁ ତିନି ଦିନ ମଧିଅରେ ପୁନର୍ବାର ନିର୍ମାଣ କରି ଦବେି।
କିନ୍ତୁ ଶଲୋମନ ତାହାଙ୍କ ପାଇଁ ଗୋଟିଏ ମନ୍ଦିର ନିର୍ମାଣ କଲେ।
ତୁମ୍ଭମାନେେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭମାନଙ୍କ ଶରୀର ପବିତ୍ର ଆତ୍ମାଙ୍କ ମନ୍ଦିର ଅଟେ। ପବିତ୍ର ଆତ୍ମା ଅନ୍ତର ରେ ଅଛନ୍ତି। ପବିତ୍ର ଆତ୍ମାଙ୍କୁ ତୁମ୍ଭମାନେେ ପରମେଶ୍ବରଙ୍କଠାରୁ ପାଇଛ। ତୁମ୍ଭମାନେେ ନିଜେ ନିଜର ନୁହଁ।
ପରମେଶ୍ବରଙ୍କ ମନ୍ଦିର ଓ ମୂର୍ତ୍ତିଗୁଡ଼ିକ ମଧିଅରେ ଚୁକ୍ତି ହାଇେ ପାରିବ ନାହିଁ, କାରଣ ଆମ୍ଭେ ହେଉଛୁ ପରମେଶ୍ବରଙ୍କ ମନ୍ଦିର। ଯେପରି ପରମେଶ୍ବର କହିଛନ୍ତି :
ପ୍ ରରେିତ ଓ ଭବିଷ୍ଯଦ୍ବକ୍ତାମାନଙ୍କ ମୂଳଦୁଆ ଉପରେ ତୁମ୍ଭେ ନିଜେ ଏକ ଭବନ ହାଇେ ଠିଆ ହାଇେଛ। ପରମେଶ୍ବର ତା'ର ମାଲିକ ଅଟନ୍ତି। ଖ୍ରୀଷ୍ଟ ଯୀଶୁ ସହେି ଭବନର କଣର ପ୍ରଧାନ ପଥର ଅଟନ୍ତି।
ତୁମ୍ଭେ କବଳେ ତାଙ୍କ ଉପରେ ନିର୍ଭର କର। ଜୀବନ ଓ ଶକ୍ତି ତାଙ୍କଠାରୁ ଆ ସେ। ତୁମ୍ଭକୁ ସତ୍ଯର ଶିକ୍ଷା ଦିଆ ଯାଇଛି। ସହେି ସତ୍ଯ ଶିକ୍ଷା ଉପରେ ତୁମ୍ଭର ଦୃଢ଼ ଆସ୍ଥା ରହିଥିବା ଉଚିତ୍। ପରମେଶ୍ବରଙ୍କୁ ସବୁବେଳେ ଧନ୍ଯବାଦ ଦେଉଥାଅ।
କିନ୍ତୁ ଏବେ ଖ୍ରୀଷ୍ଟ ମହାୟାଜକ ରୂପେ ଆସିଅଛନ୍ତି। ଖ୍ରୀଷ୍ଟ ହେଉଛନ୍ତି ଆମ୍ଭ ପାଖ ରେ ଥିବା ସମସ୍ତ ଉତ୍ତମ ବିଷୟର ମହାୟାଜକ। କିନ୍ତୁ ଯୀଶୁ ଅନ୍ୟ ଯାଜକମାନଙ୍କ ଭଳି ତମ୍ବୁ ରେ ଆପଣା ସବୋକାର୍ୟ୍ଯ କରନ୍ତି ନାହିଁ। ଖ୍ରୀଷ୍ଟ ତାହା ଅପେକ୍ଷା ମହତ୍ତର ଓ ଶ୍ ରେଷ୍ଠ ସ୍ଥଳ ରେ ସବୋକାର୍ୟ୍ଯ କରନ୍ତି ଏବଂ ଏହି ସ୍ଥାନଟି ମଣିଷମାନେ ତିଆରି କରି ନାହାଁନ୍ତି।
ପରମେଶ୍ବରଙ୍କଠାରୁ ସହେି ପ୍ରତିଜ୍ଞା ପାଇଥିଲେ।। ଅବ୍ରହାମ ସୁଦୃଢ଼ ମୂଳଦୁଆ ଥିବା ନଗରୀ320 ର ଅପେକ୍ଷା ରେ ଥିଲେ। ପରମେଶ୍ବର ସ୍ବଯଂ ସହେି ନଗରୀଟିର ଯୋଜନା ଓ ନିର୍ମାଣ କରିଥିଲେ।
ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭମାନେେ ମଧ୍ଯ ଜୀବନ୍ତ ପଥର ଭଳି। ପରମେଶ୍ବର ଗୋଟିଏ ଆଧ୍ଯାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସହେି ମନ୍ଦିର ରେ ପରମେଶ୍ବରଙ୍କ ଦ୍ବାରା ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଗୃହୀତ ହବୋ ଭଳି ଆଧ୍ଯାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହବୋ ପାଇଁ, ନିଜକୁ ନିଯୋଜିତ କର।