ସହେି ମନ୍ଦିରର ପଶ୍ଚାତ୍ ଭାଗ ରେ ଭିତରକୁ କୋଡିଏ ହାତ ର୍ଦୈଘ୍ଯର ଏକ କଠାେରୀ ନିର୍ମିତ ହେଲା ଓ ତା'ର ଚଟାଣରୁ କାନ୍ଥର ଛାତ ପର୍ୟ୍ଯନ୍ତ ଏରସ କାଠର ପଟା ରେ ଆଚ୍ଛାଦିତ ହେଲା। ଏହା ମଧ୍ଯ କଠାେରୀଟି ମହାପବିତ୍ରସ୍ଥାନ ନାମ ରେ କଥିତ ହେଲା।
Cross references
ତୁମ୍ଭେ ଏହି ପାପାଚ୍ଛାଦନ ସହେି ସିନ୍ଦୁକ ଉପରେ ରଖିବ। ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଚୁକ୍ତିପତ୍ର ଦବୋ ତାହା ସହେି ସିନ୍ଦୁକ ମଧ୍ଯର ଥୋଇବ।
ପବିତ୍ର ତମ୍ବୁର ସହେି ପଛପଟେ ପ୍ରେତ୍ୟକକ ପାଖ କୋଣ ରେ ଦୁଇଖଣ୍ଡ ତକ୍ତା ରହିବ।
ସୁବର୍ଣ୍ଣ କଡା ରେ ସହେି ପରଦା ଟାଙ୍ଗି ଦିଅ। ତା'ପରେ ପରଦାର ପଛପଟ ନିଯମ-ସିନ୍ଦୁକ ରଖ। ସହେି ପରଦାଟି ପବିତ୍ର ସ୍ଥାନରୁ ମହାପବିତ୍ର ସ୍ଥାନକୁ ପୃଥକ କରିବା ଉଚିତ୍।
ତୁମ୍ଭେ ଆପଣା ଭ୍ରାତା ହାରୋଣଙ୍କୁ କୁହ, ଯେପରି ତାଙ୍କର ମୃତ୍ଯୁ ନ ହୁଏ, ଏଥିପାଇଁ ବିଚ୍ଛଦେ ବସ୍ତ୍ର ଭିତ ରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛଦକ ସମ୍ମୁଖ ରେ ପବିତ୍ର ସ୍ଥାନ ରେ ସର୍ବଦା ପ୍ରବେଶ କରିବେ ନାହିଁ। କାରଣ ଆମ୍ଭେ ପାପାଚ୍ଛାଦକ ଉପରେ ମେଘର ଦର୍ଶନ ଦବୋ।
ଶଲୋମନ ମନ୍ଦିର ମୂଖ୍ଯ ପାଶର୍ବ ରେ ଏକ ଧାଡି ରେ କଠାେରୀ ନିର୍ମାଣ କଲେ। ଏହା କଠାେରୀଗୁଡିକ ଗୋଟିଏ ଉପରେ ଆଉ ଗୋଟିଏ ରହିଲା। ସହେି ଧାଡିର କୋଠରିଗୁଡିକ ତିନି ମହଲା ଉଚ୍ଚ ଥିଲା।
ସଦାପ୍ରଭୁଙ୍କ ନିଯମ ସିନ୍ଦୁକ ସ୍ଥାପାନାର୍ଥେ ମନ୍ଦିରର ଭିତର ଭାଗ ରେ ଏକ କୋଠରୀ ପ୍ରସ୍ତୁତ କଲେ।
ତତ୍ପରେ ଯାଜକମାନେ ସଦାପ୍ରଭୁଙ୍କ ନିଯମ ସିନ୍ଦୁକକୁ ଯଥା ସ୍ଥାନ ରେ ଅର୍ଥାତ୍ ମନ୍ଦିରର ଗର୍ଭାଗାର ମହାପବିତ୍ର ସ୍ଥାନସ୍ଥ କିରୁବମାନଙ୍କ ପକ୍ଷତଳେ ରଖିଲେ।
ଏହାପରେ ଶଲେଶମନ ମହାପବିତ୍ର ସ୍ଥାନ ନିର୍ମାର କଲେ। ଏହା ମହାପବିତ୍ର ସ୍ଥଳର ର୍ଦୈଘ୍ଯ କୋଡ଼ିଏ ହାତ ଏବଂ ପ୍ରସ୍ଥ କୋଡ଼ିଏ ହାତ ଥିଲା। ଏହି ସ୍ଥାନ ମନ୍ଦିରର ଅବଶିଷ୍ଟ ସ୍ଥାନ ଭଳି ଥିଲା। ଏହି ମହାପବିତ୍ର ସ୍ଥଳର କାନ୍ଥ ରେ ଶଲୋମନ ଶୁଦ୍ଧ ସୁବର୍ଣ୍ଣ ଚଢ଼ାଇଲେ। ଏହି ସୁନାର ଓଜନ 20,580 କିଲୋଗ୍ରାମରୁ ଅଧିକ ଥିଲା।
ତା'ପ ରେ ସେ ତା'ର ର୍ଦୈଘ୍ଯ ମାପିଲେ। ଏହାର ର୍ଦୈଘ୍ଯ କୋଡ଼ିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଥିଲା। ଆଉ ସେ ଲୋକଟି ମାେତେ କହିଲା, ଏହା ମହାପବିତ୍ର ସ୍ଥାନ ଅଟେ।
ଆଉ ଏହି ପରିମିତ ଅଂଶରୁ ତୁମ୍ଭେ 25,000 ହାତ ର୍ଦୈଘ୍ଯ ଓ 10,000 ହାତ ପ୍ରସ୍ଥ ଭୂମି ମାପିବ। ଏହାରି ମଧିଅରେ ମନ୍ଦିର ଓ ମହାପବିତ୍ର ସ୍ଥାନ ହବେ।
ଦ୍ବିତୀୟ ପରଦା ପଛ ପଟ ରେ ଯେଉଁ ବଖରାଟି ଥିଲା ତାହାକୁ 'ମହାପବିତ୍ର ସ୍ଥାନ' କୁହାଯାଉଥିଲା।