ତା'ପରେ ସେ ଭିତର ଅଗଣା ଗ୍ଭରିପଟେ କାନ୍ଥ ଦେଲେ। ପ୍ରେତ୍ୟକକ କାନ୍ଥ ତିନି ଧାଡି କଟା ପଥର ରେ ଓ ଏକଧାଡି ଏରସ କାଠର କଡି ରେ କରାଗଲା।
Cross references
ପବିତ୍ର ତମ୍ବୁ ପାଇଁ ଏକ ପ୍ରାଙ୍ଗଣ ତିଆରି କର। ସହେି ପ୍ରାଙ୍ଗଣର ଦକ୍ଷିଣ ଦିଗ ରେ ବଳା ଶୁଭ୍ର କ୍ଷୋମ ସୂତା ନିର୍ମିତ ପରଦା ରହିବା ଉଚିତ୍। ଏହାର ଲମ୍ବ ଏକ ଶହ ହାତ ହବୋ ଉଚିତ୍।
ଏହାପରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ। ପ୍ରାଙ୍ଗଣର ଦକ୍ଷିଣ ପାଶର୍ବ ରେ ବଳା ଶୁଭ୍ର କ୍ଷୋମସୂତ୍ର ରେ ଏକଶତ ହାତ ନିର୍ମିତ ପରଦା ନିର୍ମାଣ କଲେ।
ପ୍ରାସାଦ ଅଗଣାର, ମନ୍ଦିର ଅଗଣାର ଓ ନାଟ ମନ୍ଦିର ଚତୁପାଶର୍ବସର କାନ୍ଥ ଥିଲା।ସସହି କାନ୍ଥଗୁଡିକ ତିନିଧାଡି ପ୍ରସ୍ତର ଓ ଏକଧାଡି ଏରସ କଡି କାଠସର ନିର୍ମିତସହାଇ ଥିଲା।
ଶଲୋମନ ଯାଜକମାନଙ୍କ ପାଇଁ ବୃହତ୍ ପ୍ରାଙ୍ଗଣ ନିର୍ମାଣ କଲେ। ସେ ବୃହତ୍ ପ୍ରାଙ୍ଗଣ ନିମନ୍ତେ ଦ୍ବାର ନିର୍ମାଣ କଲେ ଏବଂ ସଗେୁଡ଼ିକୁ ପିତ୍ତଳ ରେ ଆଚ୍ଛାଦନ କଲେ।
ଶ ଲୋମନ ପ୍ରାଙ୍ଗଣର ମଧ୍ଯଭାଗ ରେ ବଦେୀକୁ ଧାର୍ମିକ କାର୍ୟ୍ଯ ପାଇଁ ସମର୍ପଣ କଲେ। ଏହି ପ୍ରାଙ୍ଗଣ ସଦାପ୍ରଭୁଙ୍କ ମନ୍ଦିରର ସମ୍ମୁଖ ରେ ଥିଲା। ସଠାେରେ ଶଲୋମନ ହାମବେଳି ଓ ସହଭାଗିତାର ନବୈେଦ୍ଯର ଚର୍ବି ଉତ୍ସର୍ଗ କଲେ। ଶଲୋମନ ପ୍ରାଙ୍ଗଣର ମଧ୍ଯଭାଗକୁ ବ୍ଯବହାର କଲେ, କାରଣ ସେ ଯେଉଁ ପିତ୍ତଳ ନିର୍ମିତ ୟଜ୍ଞବଦେୀ ନିର୍ମାଣ କରିଥିଲେ, ତାହା ହାମବେଳି, ଶସ୍ଯ ନବୈେଦ୍ଯ ଓ ଚର୍ବିକୁ ଏକା ବେଳେ ଧାରଣ କରିପାରୁ ନ ଥିଲା।
ତହିଁରେ ତିନିଧାନି ବଡ ଼ବଡ଼ ପ୍ରସ୍ତର ରେ ଓ ଏକଧାଡି ନୂତନ କଡିକାଠ ରେ ଗୁନ୍ଥା ଯାଉ। ଆଉ ରାଜଗୃହରୁ ତାର ବ୍ଯଯଭାର ଭରଣ କରାଯାଉ।
ତା'ପ ରେ ସେ ମାେତେ ଦକ୍ଷିଣ ଦ୍ବାର ନଇେ ଭିତର ପ୍ରାଙ୍ଗଣକୁ ଆଣିଲେ। ସେ ପୂର୍ବୋକ୍ତ ପରିମାଣାନୁସା ରେ ଦକ୍ଷିଣଦ୍ବାର ମାପିଲେ।
କିନ୍ତୁ ମନ୍ଦିରର ବାହାର ଅଗଣା ମାପ ନାହିଁ। ତାହାକୁ ସହେିପରି ଛାଡ଼ି ଦିଅ, କାରଣ ତାହା ଅଣୟିହୁଦୀୟ ଦେଶଗୁଡ଼ିକର ଲୋକମାନଙ୍କୁ ଦିଆଯାଇଛି। ସହେି ଲୋକମାନେ ବଯାଳିଶମାସ ପର୍ୟ୍ଯନ୍ତ ପବିତ୍ର ନଗରକୁ ପଦଦଳିତ କରିବେ।