ଏହିପରି ସେ ମନ୍ଦିର ନିର୍ମାଣ କାର୍ୟ୍ଯ ସମାପନ କଲେ ଓ ଏରସ କାଠର କଡି ଓ ପଟାଦ୍ବାରା ମନ୍ଦିରକୁ ଆଚ୍ଛାଦନ କଲେ।
Cross references
ଏହାପରେ ମାଶାେ ପବିତ୍ର ତମ୍ବୁର ଓ ୟଜ୍ଞବଦେୀର ଚତୁର୍ଦ୍ଦିଗ ରେ ପ୍ରାଙ୍ଗଣ ପ୍ରସ୍ତୁତ କଲେ ଓ ତମ୍ବୁର ପ୍ରବେଶ ପଥରେ ପରଦା ଟାଙ୍ଗିଲେ। ମାଶାେ ଏହିପରି କାର୍ୟ୍ଯମାନ ସମାପ୍ତ କଲେ।
ଏହିରୂପେ ଶଲୋମନ ମନ୍ଦିର ନିର୍ମାଣ କାର୍ୟ୍ଯ ସମାପନ କଲେ।
ପୁଣି ତାଙ୍କ ରାଜତ୍ବର ଏକାଦଶ ବର୍ଷ ରେ, ବୂଲ ନାମକ ବର୍ଷର ଅଷ୍ଟମ ମାସ ରେ ନିରୂପିତ ଆକୃତି ଅନୁସାରେ ସମୁଦାଯ ମନ୍ଦିରର ନିର୍ମାଣ କାର୍ୟ୍ଯ ସମାପ୍ତ ହେଲା। ଏହିରୂପେ ମନ୍ଦିର ନିର୍ମାଣ କରିବା ରେ ତାଙ୍କୁ ସାତବର୍ଷ ଲାଗିଲା।
ଏହିରୂଲପ ସଦାପ୍ରଭୁଙ୍କ ମନ୍ଦିରର ସମସ୍ତ କାର୍ୟ୍ଯ ରାଜା ଶଲଲାମନ ସଂପୂର୍ଣ କଲଲ।ସସ ମନ୍ଦିର ନିମନ୍ଲତ ଉତ୍ସର୍ଗିତ କରିଥିବା ସମସ୍ତ ସାମଗ୍ରୀ, ଯଥା: ରୂପା, ସୁନା ଓ ପାତ୍ରଗୁଡିକ ତାଙ୍କ ପ୍ରତି ଦାଉଦଙ୍କ ଦ୍ବାରା ସଦାପ୍ରଭୁଙ୍କ ମନ୍ଦିରରସକାଷାଗରସର ରଖିଲଲ।
ପୁଣି ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଯେଉଁ ୟଜ୍ଞବଦେୀ ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସହେି ୟଜ୍ଞବଦେୀ ଉପରେ ସେ ବର୍ଷ ରେ ତିନିଥର ଧୂପ ଜଳାଇଲେ, ହାମବେଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।