ପ୍ରଥମ ରାଜାବଳୀ 7:18 · ଓଡ଼ିଆ ବାଇବେଲ
ସସ ପ୍ରଲତ୍ୟକକ ଜାଲିର ସ୍ତମ୍ବର ଅଗ୍ରଭାଗକୁ ଆଚ୍ଛାଦନ କରିବା ପାଇଁ ଦୁଇଧାଡି ଡାଳିମ୍ବାକୃତି ନିର୍ମାଣ କଲଲ। ମୁଣ୍ତାଳିସର ମଧ୍ଯ ତଦ୍ରୁପ କଲା।
Cross references
ଯାତ୍ରା ପୁସ୍ତକ 28:14
ଦୁଇମାେଡା ହାଇେଥିବା ସୁବର୍ଣ୍ଣ ଜଞ୍ଜିର କରି ସହେି ଏଫୋଦ ରେ ଲଗାଇବ।
ଯାତ୍ରା ପୁସ୍ତକ 28:22
ବୁକୁପଟା ନିମନ୍ତେ ହାରଗୁଡିକ ତିଆରି କର। ଏହି ହାର ଶୁଦ୍ଧ ସୁବର୍ଣ୍ଣ ରେ ମାେଡା ୟାଇଥିବ।
ଯାତ୍ରା ପୁସ୍ତକ 28:24
ବୁକୁପଟା ସ୍ଥିତ ଦୁଇ ସୁବର୍ଣ୍ଣ କଡା ମଧିଅରେ ସହେି ଦୁଇଟି ସୁବର୍ଣ୍ଣ ହାର ଲଗାଇବ।
ଯାତ୍ରା ପୁସ୍ତକ 39:15
ତା'ପରେ ସମାନେେ ଶୁଦ୍ଧ ସୁବର୍ଣ୍ଣ ରେ ହାର ତିଆରି କଲେ ଏବଂ ବିଚାରାର୍ଥକ ବୁକୁପଟା ପାଇଁ ରଜ୍ଜୁ ପରି ୟୋଡିଲେ।
ଦିତୀୟ ରାଜାବଳୀ 25:17
ସଦାପ୍ରଭୁଙ୍କ ମନ୍ଦିରର ପିତ୍ତଳର ଦୁଇସ୍ତମ୍ଭ, ପ୍ରତ୍ୟେକ ସ୍ତମ୍ଭ ଆଠ ହାତ ଉଚ୍ଚର ଥିଲା ଓ ତା’ ଉପରେ ଥିବା ତିନି ହାତର ଉଚ୍ଚ ପିତ୍ତଳ ମୁଣ୍ତାଳି। ସର୍ବ ଉପରେ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା। ଉଭୟ ସ୍ତମ୍ଭ ସମାନ ଆକୃତି ଓ ସମାନ ପ୍ରକାରର ଥିଲା। ସଦାପ୍ରଭୁଙ୍କ ମନ୍ଦିର ପାଇଁ ଶଲୋମନ ବୃହତ୍ ଜଳାଶୟ ପିତ୍ତଳରେ ତିଆରି କରିଥିଲେ। ଏହି ସମସ୍ତ ପିତ୍ତଳ ନିର୍ମିତ ଜିନିଷଗୁଡ଼ିକ ବହୁତ ଭାରି ଓ ଓଜନ ଥିଲା।