ପ୍ରଥମ ରାଜାବଳୀ 7:19 · ଓଡ଼ିଆ ବାଇବେଲ
ବାରଣ୍ତାର ଗ୍ଭରି ହାତ ବଶିଷ୍ଟ ସ୍ତମ୍ଭ ମଥାନସର ମୁଣ୍ତାଳି ପୁଷ୍ପ କର୍ମ ବିଶିଷ୍ଟ ଥିଲା।
Cross references
ପ୍ରଥମ ରାଜାବଳୀ 6:18
ସହେି ଗୃହର କାନ୍ଥଗୁଡିକ ଏରସ କାଠର କଳିକା ରେ ଆଚ୍ଛାଦିତ ହେଲା ଓ ପଥର ଦଖାଗେଲାନାହିଁ। ସହେି କାନ୍ଥଗୁଡିକୁ ଆଚ୍ଛାଦନ କରିଥିବା ପଟାଗୁଡିକରେ ଫୁଲ ଓ ଲତାର ଛବି ଖୋଦିତ କରାଗଲା।
ପ୍ରଥମ ରାଜାବଳୀ 6:32
ଏହିରୂପେ ସେ ଜିତ କାଠ ରେ ଦୁଇଟି କବାଟ କଲେ, ତହିଁ ଉପରେ କିରୁବ ଦୂତଗଣ, ଖଜୁର୍ର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖୋଦନ କଲେ ଓ ତାକୁ ସୁବର୍ଣ ରେ ମଣ୍ତନ କଲେ।
ପ୍ରଥମ ରାଜାବଳୀ 7:22
ପୁଣିସସ ପୁଷ୍ପାକୃତି ମୁଣ୍ତାଳିକୁ ସ୍ତମ୍ଭର ମଥାନ ଉପଲର ରଖିଲା। ଏହିରୂଲପ ସ୍ତମ୍ଭ କାର୍ୟ୍ଯ ସମାପ୍ତସହଲା।