Home Bibles ପ୍ରଥମ ରାଜାବଳୀ 7:41 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 7:41 · ଓଡ଼ିଆ ବାଇବେଲ

2 ଗୋଟି ସ୍ତମ୍ଭ; 2 ଗୋଟି ଗୋଲାକାର ମଣ୍ତଳୀ, ସେହି ସ୍ତମ୍ଭ ଉପରିସ୍ଥ ଆବୃତ କରିବା ପାଇଁ;

Cross references

ପ୍ରଥମ ରାଜାବଳୀ 7:15

ହୀରମ ଦୁଇଟି ପିତ୍ତଳ ସ୍ତମ୍ଭ ନିର୍ମାଣ କଲଲ ଯାହାର ଉଚ୍ଚତା ଅଠର ହାତ ଓ ଗୋଲଲଇ ବାର ହାତ ଥିଲା। ସ୍ତମ୍ଭର ଭିତର ଫମ୍ଫା ଥିଲା ଓ ପିତ୍ତଳ ତିନି ଇଞ୍ଚି ବହଳର ଥିଲା।

ପ୍ରଥମ ରାଜାବଳୀ 7:22

ପୁଣିସସ ପୁଷ୍ପାକୃତି ମୁଣ୍ତାଳିକୁ ସ୍ତମ୍ଭର ମଥାନ ଉପଲର ରଖିଲା। ଏହିରୂଲପ ସ୍ତମ୍ଭ କାର୍ୟ୍ଯ ସମାପ୍ତସହଲା।

ଦିତୀୟ ବଂଶାବଳୀ 4:12

ହୂରମ ଦୁଇଟି ସ୍ତମ୍ଭ ଏବଂ ଦୁଇଟି ସ୍ତମ୍ଭର ଉପରିସ୍ଥ ଭାଗ ରେ ବିରାଟ କୁଣ୍ଡର ନିର୍ମାଣ କରିଥିଲେ। ଆହୁରି ହୂରମ ଏହି ଦୁଇଟି ସ୍ତମ୍ଭର ଉପରେ ଥିବା ଦୁଇଟି ବିରାଟ କୁଣ୍ଡକୁ ଘାଡ଼ୋଇବା ନିମନ୍ତେ କାରୁକାର୍ୟ୍ଯ ପୂର୍ଣ୍ଣ ଜାଲି ତିଆରି କରିଥିଲେ।

Interlinear

Choose Theme