Home Bibles ☰ Books ପ୍ରଥମ ରାଜାବଳୀ 7:48 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 7:48 · ଓଡ଼ିଆ ବାଇବେଲ

ଶଲଲାମନ ସଦାପ୍ରଭୁଙ୍କ ମନ୍ଦିର ପାଇଁ ବହତ ସାମଗ୍ରୀ ସୁବର୍ଣ୍ଣର ପାଇଲଲ। ଏଗୁଡିକ ସଦାପ୍ରଭୁଙ୍କ ମନ୍ଦିର ନିମିତ୍ତ ତିଆରିସହଲା।ସସଗୁଡିକ ଯଥା:

Cross references

ଯାତ୍ରା ପୁସ୍ତକ 25:23

ଶିଟୀମ୍ କାଠ ରେ ଏକ ମଜେ ପ୍ରସ୍ତୁତ କର। ସହେି ମଜେଟି ଦୁଇ ହାତ ଲମ୍ବ ଏକ ହସ୍ତ ପ୍ରସ୍ଥ ଓ ଦେଢ ହାତ ଉଚ୍ଚ ହବେ।

ଯାତ୍ରା ପୁସ୍ତକ 30:1

ଶୁଟୀମ୍ କାଠ ରେ ଏକ ବଦେୀ ନିର୍ମାଣ କର। ତୁମ୍ଭେ ଏହି ବଦେୀକୁ ଧୂପ ଜଳାଇବା ପାଇଁ ବ୍ଯବହାର କରିବା ଉଚିତ୍।

ଯାତ୍ରା ପୁସ୍ତକ 30:3

ଏହି ବଦେୀର ଉପର ଏବଂ ଚତୁଃପାଶର୍‌ବକୁ ନିର୍ମଳ ସୁନା ରେ ଆଚ୍ଛାଦନ କର ଏବଂ ଚାରିଆଡେ ସୁନା କାନ୍ଥ ଦବେ।

ଯାତ୍ରା ପୁସ୍ତକ 37:10

ଏହାପରେ ସେ ଶିଟୀମ୍ କାଠ ରେ ଏକ ମଜେ ତିଆରି କଲେ। ଏହାର ଲମ୍ବ ଦୁଇହାତ, ଏକହାତ ଚଉଡା, ଦେଢହାତ ଉଚ୍ଚତା ଥିଲା।

ଯାତ୍ରା ପୁସ୍ତକ 37:25

ସେ ଏକ ଧୂପ ଜଳାଇବା ପାଇଁ ଗୋଟିଏ ବଦେୀ ତିଆରି କଲେ। ସେ ଏଥିପାଇଁ ଶିଟିମ୍ କାଠ ବ୍ଯବହାର କଲେ। ଏହି ବଦେୀଟି ଏକ ବର୍ଗାକାର, ଯାହାର ର୍ଦୈଘ୍ଯ ପ୍ରସ୍ଥ ଥିଲା ଏକ ହାତ ଓ ଉଚ୍ଚତା ଥିଲା ଦୁଇହାତ। ଶିଙ୍ଗଗୁଡିକ ତିଆରି ହାଇେଥିଲା ବଦେୀର ଅଂଶ ଭାବରେ।

ଯାତ୍ରା ପୁସ୍ତକ 39:36

ମଜେ, ତହିଁର ସକଳ ସାମଗ୍ରୀ ଓ ଦର୍ଶନୀଯ ରୋଟୀ।

ଯାତ୍ରା ପୁସ୍ତକ 39:38

ସ୍ବର୍ଣ୍ଣମଯ ୟଜ୍ଞବଦେୀ, ଅଭିଷକୋର୍ଥକ ତୈଳ, ଧୂପ ଓ ତମ୍ବୁର ପ୍ରବେଶ ଦ୍ବାର ନିମନ୍ତେ ପରଦା।

ଯାତ୍ରା ପୁସ୍ତକ 40:22

ଏହାପରେ ମାଶାେ ପରଦା ବାହା ରେ ସମାଗମ ତମ୍ବୁର ଉତ୍ତର ପାଶର୍‌ବ ରେ ମଜେ ରଖିଲେ।

ଯାତ୍ରା ପୁସ୍ତକ 40:26

ଏହାପରେ ମାଶାେ ସୁବର୍ଣ୍ଣ ୟଜ୍ଞବଦେୀକୁ ସମାଗମ ତମ୍ବୁ ମଧିଅରେ ରଖିଥିଲେ। ସେ ଏହି ୟଜ୍ଞବଦେୀକୁ ବିଚ୍ଛଦେ ବସ୍ତ୍ର ସମ୍ମୁଖ ରେ ରଖିଥିଲେ।

ଲେବୀୟ ପୁସ୍ତକ 24:5

ଆଉ ତୁମ୍ଭେ ସରୁ ମଇଦା ନଇେ ତହିଁରେ ବାର ଗୋଟି ପିଠା ପ୍ରସ୍ତୁତ କରିବ, ପ୍ରେତ୍ୟକକ ପିଠା ଏକ ଐଫାର ଦୁଇ ଦଶମାଂଶ ହବେ।

ଦିତୀୟ ରାଜାବଳୀ 25:15

ପୁଣି ନବୂସରଦନ୍ ଅଙ୍ଗାରଧାନୀ, କୁଣ୍ତସବୁ, ଯାହା ସୁନାର ଥିଲା ତାକୁ ସୁନା କରି ଓ ଯାହା ରୂପାର ଥିଲା ତାକୁ ରୂପାର କରି ନଇଗେଲା।

ଦିତୀୟ ବଂଶାବଳୀ 4:8

ଶଲୋମନ ଦଶଟି ମଜେ ତିଆରି କରି ମନ୍ଦିର ରେ ରଖିଲେ। ମନ୍ଦିରର ଉଭୟ ଦକ୍ଷିଣ ଓ ବାମ ପାଶର୍‌ବ ରେ ପାଞ୍ଚଟି କରି ମଜେ ରଖାଗଲା। ଆଉ 100ଟି େଛାଟ ପ୍ରକ୍ଷାଳନ ପାତ୍ର ତିଆରି କରିବା ନିମନ୍ତେ ଶଲୋମନ ସୁନା ବ୍ଯବହାର କଲେ।

ଦିତୀୟ ବଂଶାବଳୀ 4:19

ଶଲୋମନ ପରମେଶ୍ବରଙ୍କ ମନ୍ଦିର ରେ ବ୍ଯବହାର ନିମନ୍ତେ ସବୁପାତ୍ର ତିଆରି କରିଥିଲେ। ଶଲୋମନ ଏକ ସ୍ବର୍ଣ୍ଣ ୟଜ୍ଞବଦେୀ ନିର୍ମାଣ କଲେ। ଉପସ୍ଥିତ ରୋଟୀକୁ ଅର୍ପଣ କରିବା ନିମନ୍ତେ ଏକ ମଜେ ନିର୍ମାଣ କଲେ।

ଆୟୁବ ପୁସ୍ତକ 28:1

ଏପରି ଖଣିସବୁ ଅଛି ଯେଉଁଠା ରେ ରୂପା ମିଳେ। ଏପରି ସ୍ଥାନସବୁ ଅଛି। ଯେଉଁଠା ରେ ସୁନାକୁ ତରଳାଇ ଶୁଦ୍ଧ କରାୟାଏ।

ଯିହିଜିକଲ 40:39

ଆଉ ତ୍ବରଣ ଦ୍ବାରର ଉଭୟ ପାଶର୍‌ବ ରେ ଦୁଇଟି ଲଖାଏଁେ ମଜେ ଥିଲା। ଏହିଠା ରେ ହାମବେଳି, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ନିମନ୍ତେ ପଶୁଗୁଡ଼ିକୁ ଉତ୍ସର୍ଗ କରାୟାଏ।

ଯିହିଜିକଲ 40:42

ଆଉ ହାମବେଳି ପାଇଁ କଟା ପ୍ରସ୍ତରର ଚାରି ମଜେ ଥିଲା। ତାହା ର୍ଦୈଘ୍ଯ ଦେଢ଼ହାତ, ପ୍ରସ୍ଥ ଦେଢ଼ହାତ ଓ ଉଚ୍ଚତା ଏକହାତ ଥିଲା। ତାହା ଉପ ରେ ହାମବେଳି ଓ ପ୍ରାଯଶ୍ଚିତାର୍ଥକ ବଳି ବଧ କରିବାର ଅସ୍ତ୍ର ରଖା ୟାଇଥିଲା।

ଯିହିଜିକଲ 41:22

ୟଜ୍ଞବଦେୀ କାଷ୍ଠ ନିର୍ମିତ ତିନିହାତ ଉଚ୍ଚ ଥିଲା ଓ ତାହାର ର୍ଦୈଘ୍ଯ ଦୁଇହାତ ଥିଲା। ଆଉ ତାହାର କଣସବୁ ତହିଁର ର୍ଦୈଘ୍ଯ। ତହିଁର ଚାରିପାଖ କାଷ୍ଠମଯ ଥିଲା। ପୁଣି ସେ ଆମ୍ଭକୁ କହିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ମଜେ ଏହି।

ଯିହିଜିକଲ 44:16

ସମାନେେ ମାରେ ପବିତ୍ର ସ୍ଥାନ ରେ ପ୍ରବେଶ କରିବେ। ସମାନେେ ମାେତେ ସବୋ କରିବା ପାଇଁ ମାେ ମଜେ ନିକଟକୁ ଆସିବେ ଓ ସମାନେେ ମାରେ ସବୋ ରେ ଯତ୍ନଶୀଳ ହବେ।

Interlinear

Choose Theme