ସୁବର୍ଣ୍ଣର ଫୁଲସବୁ, ଖାଣ୍ଟି ସୁନାର ଗ୍ଭମଚ ଓ ପାତ୍ରସବୁ ଯଥା, କଇଁଚି, କୁଣ୍ତସବୁ, ଅଙ୍ଗାରଧାନୀ ଏବଂ ଭିତର ପାଖର କବାଟ ପାଇଁ ଅର୍ଥାତ୍ ମହାପବିତ୍ର ସ୍ଥାନର ଓ ମନ୍ଦିରର ମୂଖ୍ୟ କୋଠରୀର କବାଟ ପାଇଁ ସୁବର୍ଣ୍ଣର କବ୍ଜା ନିର୍ମାଣ କଲେ।
Cross references
ଏହାର ଥାଳି, ବାଟି, ଜଗ୍ ଓ ପିଆଲା ଶୁଦ୍ଧ ସୁବର୍ଣ୍ଣ ରେ ନିର୍ମାଣ କର। ଜଗ୍ ଓ ପିଆଲାଗୁଡିକ ପଯେ ନବୈେଦ୍ଯ ପାଇଁ ବ୍ଯବହୃତ ହବେ।
ନିର୍ମଳ ସୁବର୍ଣ୍ଣ ରେ ତହିଁର ଚିମୁଟା ଓ ଅଙ୍ଗାରଧାନୀ ନିର୍ମାଣ କରିବ।
ଭସ୍ମ ରଖିବା ପାଇଁ ପାତ୍ର କର, କୋଦାଳ, ଗରା, କଣ୍ଟାଚାମୁଚ ଏବଂ କରଇେ କଂସାରୁ ତିଆରି କର। ସମସ୍ତ ପାତ୍ର ପିତ୍ତଳ ରେ ପ୍ରସ୍ତୁତ କରିବ।
ଆଉ ସେ ସାଦାପ୍ରଭୁଙ୍କ ସମ୍ମୁଖସ୍ଥ ୟଜ୍ଞବଦେୀରୁ ପ୍ରଜ୍ଜ୍ବଳିତ ଅଙ୍ଗାର ଉହ୍ନଇେ ରେ ପୂର୍ଣ୍ଣ କରି ଓ ମୁଠିଏ ଚୁର୍ଣ୍ଣ ସୁଗନ୍ଧିଧୂପ ନଇେ ବିଚ୍ଛଦେ ବସ୍ତ୍ର ରେ ଭିତରକୁ ୟିବ।
ଉପୟୁକ୍ତ ମାପ ଅନୁସାରେ ପ୍ରେତ୍ୟକକ ସୂର୍ଣ ଚାମଚ ରେ ବାର ଧୂମ୍ମପୂର୍ଣ ସୁଗନ୍ଧି ଥିଲା, ଏ ସମସ୍ତ ଚାମଚର ସୂର୍ଣ ଦଶ ଶକେଲ ଥିଲା।
ପୁଷ୍ପ, ଦୀପ ଓ ଚିମୁଟାସବୁ ନିର୍ମାଣ କରିବା ନିମନ୍ତେ ଶଲୋମନ ଶୁଦ୍ଧସୁନା ବ୍ଯବହାର କରିଥିଲେ।
ସହେିଦିନ 'ସଦାପ୍ରଭୁଙ୍କ ପବିତ୍ର' ଏପରିକି ଅଶ୍ବଗଣର ଘଣ୍ଟି ରେ ମଧ୍ଯ ଲଖାୟିବେ। ଆଉ ମଧ୍ଯ ସଦାପ୍ରଭୁଙ୍କ ମନ୍ଦିର ରେ ବ୍ଯବହୃତ ସମସ୍ତ ପାତ୍ର ୟଜ୍ଞବଦେୀର ଜଳପାତ୍ର ତୁଲ୍ଯ ହବେ।