Home Bibles ☰ Books ପ୍ରଥମ ରାଜାବଳୀ 7:8 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 7:8 · ଓଡ଼ିଆ ବାଇବେଲ

ରାଜା ଶସଲାମନଙ୍କର ବିଗ୍ଭର ଗୃହର ଅଗଣା ଉପଲର ଅବସ୍ଥିତ ଥିଲା। ଏହା ନିଯମ ପ୍ରଶସ୍ତଗୃହ ସଦୃଶ ନିର୍ମିତସହଲା।ସସ ମଧ୍ଯ ନିଜର ଭାର୍ୟ୍ଯା, ଫାଲରାର କନ୍ଯା ନିମନ୍ଲତସସହି ନିଯମ ପ୍ରଶସ୍ତଗୃହ ପରି ଏକ ଗୃହ ନିର୍ମାଣ କଲଲ।

Cross references

ପ୍ରଥମ ରାଜାବଳୀ 3:1

ତା'ପରେ ଶଲୋମନ ମିଶରର ରାଜା ସହିତ ଚୁକ୍ତି କରି ଫାରୋଙ୍କ କନ୍ଯାକୁ ବିବାହ କଲେ ଓ ତାକୁ ଦାଉଦ ନଗରକୁ ଆଣିଲେ। ସହେି ସମୟରେ ସେ ନିଜ ପାଇଁ ପ୍ରସାଦ ଓ ସଦାପ୍ରଭୁଙ୍କ ପାଇଁ ଏକ ମନ୍ଦିର ନିର୍ମାଣ କରୁଥିଲେ। ସେ ମଧ୍ଯ ୟିରୁଶାଲମର ଚତୁର୍ଦ୍ଦିଗ ରେ ଏକ ପ୍ରାଚୀର ନିର୍ମାଣ କରୁଥିଲେ।

ପ୍ରଥମ ରାଜାବଳୀ 9:24

ମାତ୍ର ଫାରୋର କନ୍ଯା ଦାଉଦ ନଗରରୁ ଆସି ଶଲୋମନଙ୍କ ଦ୍ବାରା ନିର୍ମିତ ବୃତତ୍ ପ୍ରାସାଦ ରେ ବାସ କଲେ। ତା'ପରେ ଶଲୋମନ ମିଲ୍ଲୋ ନିର୍ମାଣ କଲେ।

ଦିତୀୟ ରାଜାବଳୀ 20:4

ଯିଶାଇୟ ଗ୍ରାମର ମଧ୍ଯଭାଗକୁ ପରିତ୍ଯାଗ ପୂର୍ବରୁ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ଯ ଉପସ୍ଥିତ ହେଲା, ସଦାପ୍ରଭୁ କହିଲେ,

ଦିତୀୟ ବଂଶାବଳୀ 8:11

ଶଲୋମନ ଦାଉଦଙ୍କ ନଗରରୁ ଫାରୋଙ୍କର କନ୍ଯାଙ୍କୁ ତାଙ୍କ ନିମନ୍ତେ ସେ ନିର୍ମିତ କରିଥିବା ଗୃହକୁ ଆଣିଲେ। ଶଲୋମନ କହିଲେ, ମାରେ ସ୍ତ୍ରୀ ଇଶ୍ରାୟେଲର ରାଜା ଦାଉଦଙ୍କ ଗୃହ ରେ ବାସ କରିବ ନାହିଁ ାକାରଣ ଯେଉଁ ସ୍ଥାନ ରେ ସଦାପ୍ରଭୁ ପରମେଶ୍ବରଙ୍କର ବିଶଷେ ସିନ୍ଦୁକ ଥିଲା, ତାହା ପବିତ୍ର ସ୍ଥାନ ଅଟେ।

Interlinear

Choose Theme