Home Bibles ☰ Books ପ୍ରଥମ ରାଜାବଳୀ 8:33 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 8:33 · ଓଡ଼ିଆ ବାଇବେଲ

ସମୟ ସମୟରେ ଇଶ୍ରାୟେଲର ଲୋକମାନେ ତୁମ୍ଭ ବିରୁଦ୍ଧ ରେ ପାପ କରିବେ ଓ ସେଥିପାଇଁ ଶତୃଦ୍ବାରା ପରାସ୍ତ ହବେେ। ଯଦି ତୁମ୍ଭ ନିକଟକୁ ଫରେି ଆସି ତୁମ୍ଭ ନାମର ପ୍ରଶଂସା ଉତ୍ସର୍ଗିକୃତ ଭାବରେ କରନ୍ତି ଓ ଏହି ମନ୍ଦିର ରେ ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି।

Cross references

ଲେବୀୟ ପୁସ୍ତକ 26:17

ମୁଁ ତୁମ୍ଭ ବିରୁଦ୍ଧ ରେ ୟିବି, ତୁମ୍ଭମାନେେ ତୁମ୍ଭମାନଙ୍କର ଶତୃମାନଙ୍କ ଦ୍ବାରା ପରାଜିତ ହବେ, ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି ସମାନେେ ତୁମ୍ଭମାନଙ୍କ ଉପରେ ଶାସନ କରିବେ ଓ କହେି ତୁମ୍ଭମାନଙ୍କ ପଛ ରେ ନ ଗୋଡ଼ାଇଲେ ହେଁ ତୁମ୍ଭମାନେେ ଦୌଡି ପଳାଇୟିବ।

ଲେବୀୟ ପୁସ୍ତକ 26:25

ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ୍ଗ ଆଣିବା, ତାହା ନିଯମ ଲଙ୍ଘନର ପ୍ରତିଫଳ ହବେ। ତୁମ୍ଭମାନେେ ନଗର ମଧିଅରେ ଏକତ୍ର ହେଲେ ଆମ୍ଭେ ତୁମ୍ଭମାନଙ୍କ ମଧ୍ଯକୁ ମହାମାରୀ ପଠାଇବା, ତହିଁରେ ତୁମ୍ଭମାନେେ ଶତୃ ହସ୍ତ ରେ ସମର୍ପିତ ହବେ।

ଲେବୀୟ ପୁସ୍ତକ 26:39

ପୁଣି ତୁମ୍ଭମାନଙ୍କ ମଧିଅରେ ଯେଉଁମାନେ ଅବଶିଷ୍ଟ ରହିବେ, ସମାନେେ ଦୁଃଖ ଭୋଗିବେ ଏବଂ ଶତୃର ଦେଶରୁ ଉଚ୍ଛଦେ ହବେେ ନିଜ ଅପରାଧ ଯୋଗୁଁ ଓ ଆପଣା ପୂର୍ବପୁରୁଷ ମାନଙ୍କର ଅପରାଧ ହତେୁ ସମାନେେ କଷ୍ଟ ଭୋଗ କରିବନୋହିଁା

ଲେବୀୟ ପୁସ୍ତକ 26:40

ମାତ୍ର ଲୋକମାନେ ସମାନଙ୍କେର ପାପ ସ୍ବକାର କରି ପାରନ୍ତି ଓ ସମାନେେ ସମାନଙ୍କେ ପୂର୍ବପୁରୁଷମାନଙ୍କର ଅପରାଧ ସ୍ବୀକାର କରିପାରନ୍ତି ଓ ସମାନେେ ଆମ୍ଭ ବିରୁଦ୍ଧ ରେ ପାପ କରିଛନ୍ତି ବୋଲି ସ୍ବୀକାର କରି ପାରନ୍ତି।

ଦିତୀୟ ବିବରଣ 28:25

ସଦାପ୍ରଭୁ ତୁମ୍ଭମାନଙ୍କୁ ତକ୍ସ୍ଟମ୍ଭ ଶତୃମାନଙ୍କ ହାତ ରେ ତୁମ୍ଭକୁ ପରାସ୍ତ କରାଇବେ। ତୁମ୍ଭେ ୟକ୍ସ୍ଟଦ୍ଧ କରିବା ପାଇଁ ଗୋଟିଏ ବାଟରେ ପଶିବ ମାତ୍ର ସାତଟି ବାଟରେ ପଳାଯନ କରି ଆସିବ। ତୁମ୍ଭମାନଙ୍କ ପ୍ରତି ଏପରି ଘଟଣାମାନ ସବୁ ଘଟିବ ଯେଉଁଥି ରେ ସମସ୍ତ ପୃଥିବୀବାସୀ ତାହା ଦେଖି ଭୟ କରିବେ।

ଦିତୀୟ ବିବରଣ 28:48

ତେଣୁ ସଦାପ୍ରଭୁ ଯେଉଁ ଶତୃମାନଙ୍କୁ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ପଠାଇବେ, ତୁମ୍ଭେ କ୍ଷକ୍ସ୍ଟଧା ରେ ଓ ତୃଷା ରେ ଓ ଉଲଙ୍ଗତା ରେ ଏବଂ ସବୁପ୍ରକାର ଅଭାବରେ ସମାନଙ୍କେର ଦାସକର୍ମ କରିବ। ଆଉ ଶତୃ ତୁମ୍ଭକୁ ବିନଷ୍ଟ କରିବା ୟାଏ ତକ୍ସ୍ଟମ୍ଭ କାନ୍ଧ ରେ ଲକ୍ସ୍ଟହାର ଜକ୍ସ୍ଟଆଳି ଦବେ।

ଯିହୋଶୂୟ 7:8

ହେ ସଦାପ୍ରଭୁ ଇଶ୍ରାୟେଲ ଶତୃଗଣଙ୍କ ଦ୍ବାରା ପରାଜିତ ହବୋ ପରେ ମୁ କ'ଣ କରିବି?

ଯିହୋଶୂୟ 7:11

ଇଶ୍ରାୟେଲୀୟ ଲୋକମାନେ ମାେ ବିରକ୍ସ୍ଟଦ୍ଧ ରେ ପାପ କରିଛନ୍ତି। ମୁ ସମାନଙ୍କେୁ ଯେଉଁ ନିଯମ ମାନିବାକକ୍ସ୍ଟ ଦଇେଥିଲି, ସମାନେେ ତାହାକକ୍ସ୍ଟ ଅମାନ୍ଯ କରୁଛନ୍ତି। ସମାନେେ କିଛି ଜିନିଷ ଆଣିଛନ୍ତି, ଯାହାକକ୍ସ୍ଟ ମୁ ଧ୍ବଂସ କରିବାକୁ କହିଥିଲି। ସମାନେେ ମାଠାେରକ୍ସ୍ଟ ଏହା ଗ୍ଭରେି କରିଛନ୍ତି। ତା'ପରେ ସମାନେେ ଏହାକକ୍ସ୍ଟ ଅସ୍ବୀକାର କଲେ। ଆଉ ସଗେୁଡିକୁ ନିଜର ସାମଗ୍ରି ସହିତ ରଖିଲେ।

ବିଚାରକର୍ତାମାନଙ୍କ ବିବରଣ 6:1

ପକ୍ସ୍ଟଣିଥରେ ଇଶ୍ରାୟେଲୀୟମାନେ ତାହା କଲେ, ଯାହା ସଦାପ୍ରଭୁ ମନ୍ଦ ବୋଲି ବିବଚେନା କଲେ। ତେଣୁ ସଦାପ୍ରଭୁ ସାତବର୍ଷ ପାଇଁ ମିଦିଯନୀଯମାନଙ୍କୁ ଇଶ୍ରାୟେଲୀୟମାନଙ୍କ ଉପରେ ଶାସନ କରିବାକୁ ଦେଲେ।

ପ୍ରଥମ ରାଜାବଳୀ 8:47

ସହେି ଦୂର ଦେଶ ରେ ବନ୍ଦୀରୂପେ ଥିବା ବେଳେ, ଯଦି ସମାନେେ ସମାନଙ୍କେର କୁକର୍ମ ପାଇଁ ସଠାେରେ ଅନୁତାପ କରନ୍ତି ଏବଂ ସ୍ବୀକାର କରନ୍ତି, 'ଆମ୍ଭେ ପାପ କଲୁ, ବିପଥଗାମୀ ହେଲୁ ଓ ଦୁଷ୍ଟ ହେଲୁ।'

ପ୍ରଥମ ରାଜାବଳୀ 8:48

ଯଦି ସହେି ବନ୍ଦୀମାନେ ସହେି ଦୂର ଦେଶ ରେ ସମାନଙ୍କେର ହୃଦଯ ସହକା ରେ ତୁମ୍ଭ ପ୍ରତି ଫରନ୍େତି। ପୁଣି ତୁମ୍ଭେ ସମାନଙ୍କେର ପୂର୍ବପୁରୁଷଗଣଙ୍କୁ ଦଇେଥିବା ଦେଶକୁ, ତୁମ୍ଭର ମନୋନୀତ ନଗରକୁ ତୁମ୍ଭ ସମ୍ମାନାର୍ଥେ ମୁଁ କରିଥିବା ମନ୍ଦିରକୁ ଫରେି ଆସନ୍ତି।

ଦିତୀୟ ରାଜାବଳୀ 17:7

ଏସବୁ ଘଟିବାର କାରଣ ହେଲା ଇଶ୍ରାୟେଲୀୟମାନେ ସଦାପ୍ରଭୁ ସମାନଙ୍କେ ପରମେଶ୍ବର ବିରୁଦ୍ଧ ରେ ପାପକର୍ମ କରିଥିଲେ। ଯେଉଁ ସଦାପ୍ରଭୁ ସମାନଙ୍କେୁ ମିଶରରୁ ଅଣାଇ ଥିଲେ ଓ ମିଶରର ରାଜା ଫାରୋଙ୍କ ହସ୍ତରୁ ସମାନଙ୍କେୁ ଉଦ୍ଧାର କରିଥିଲେ, ସମାନେେ ତାଙ୍କୁ ପୂଜା ନ କରି ଅନ୍ୟ ଦବେତାମାନଙ୍କୁ ପୂଜା କଲେ।

ଦିତୀୟ ରାଜାବଳୀ 18:11

ଏହାପରେ ଅଶୂରର ରାଜା ଇଶ୍ରାୟେଲୀୟମାନଙ୍କୁ ବନ୍ଦୀ ରୂପେ ଅଶୂରକୁ ନଇେ ହଲହ ରେ, ହାବୋର ରେ, ଗୋଶନ ନଦୀ କୂଳ ରେ ଓ ମାଦୀଯମାନଙ୍କ ବିଭିନ୍ନ ନଗର ରେ ସମାନଙ୍କେୁ ରଖିଲେ।

ଦିତୀୟ ବଂଶାବଳୀ 6:24

ଯଦି ତୁମ୍ଭର ଇଶ୍ରାୟେଲର ଲୋକମାନେ ତୁମ୍ଭ ବିରୁଦ୍ଧ ରେ ପାପ କଲେ ଜଣେ ଶତ୍ରୁ ଆସି ହୁଏତ ସମାନଙ୍କେୁ ପରାସ୍ତ କରିପା ରେ। ଆଉ ତା'ପରେ, ଯଦି ଇଶ୍ରାୟେଲର ଲୋକମାନେ ତୁମ୍ଭ ନିକଟକୁ ଫରେି ଆସନ୍ତି ଓ ତୁମ୍ଭ ନିକଟରେ ପାପ ସ୍ବୀକାର କରନ୍ତି ଏବଂ ଏହି ମନ୍ଦିର ରେ ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି ଓ ତୁମ୍ଭର କରୁଣା ଭିକ୍ଷା କରନ୍ତି।

ଦିତୀୟ ବଂଶାବଳୀ 36:14

ଆହୁରି ମଧ୍ଯ ଯାଜକମାନଙ୍କର ନେତାଗଣ ଓ ଯିହୁଦାର ଲୋକମାନେ ଭୟଙ୍କର ପାପ କଲେ ଓ ସଦାପ୍ରଭୁଙ୍କ ନିକଟରେ ଆହୁରି ଅବିଶ୍ବସ୍ତ ହେଲେ। ସମାନେେ ଅନ୍ୟ ଦେଶମାନଙ୍କର ମନ୍ଦ ଦୃଷ୍ଟାନ୍ତକୁ ଅନୁକରଣ କଲେ। ସହେି ନେତାମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଅପବିତ୍ର କଲେ। ସଦାପ୍ରଭୁ ୟିରୁଶାଲମର ମନ୍ଦିରକୁ ପବିତ୍ର କରିଥିଲେ।

ଏଜ୍ରା 9:5

ସନ୍ଧ୍ଯାକାଳୀନ ବଳିଦାନ ସମୟରେ ମୁଁ ଉଠିଲି। ମାେ ଦହେ ରେ ଚିରାବସ୍ତ୍ର ଓ ଗ୍ଭଗୋ ଥିଲା। ମୁଁ ମାରେଆଣ୍ଠୁମାଡି ସଦାପ୍ରଭୁ ମାରେ ପରମେଶ୍ବରଙ୍କ ଆଡେ ହସ୍ତ ବିସ୍ତାର କରି କହିଲି,

ନିହିମିୟା 1:8

ତୁମ୍ଭେ ଯାହା ସବୁ କହିଛ ତାହା ମନେ ପକାଇବା ପାଇଁ ମୁଁ ତୁମ୍ଭକୁ ପଗ୍ଭରୁଛି, ତୁମ୍ଭେ ଆଦେଶ କରିଛ ଏବଂ ତୁମ୍ଭର ଦାସ ମାଶାଙ୍କେୁ କହିଥିଲ, ଯଦି ତୁମ୍ଭମାନେେ ପାପ କର ଆମ୍ଭେ ତୁମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧିଅରେ ଛିନ୍ନଭିନ୍ନ କରିବା।

ନିହିମିୟା 9:1

ସହେି ମାସ ଚବିଶ ଦିନ ରେ ଇଶ୍ରାୟେଲର ଲୋକମାନେ ଏକତ୍ରୀତ ହେଲେ। ସମାନେେ ଉପବାସ କରି ଦୁଃଖଦ ବସ୍ତ୍ର ପିନ୍ଧି ଏବଂ ସମାନଙ୍କେ ମୁଣ୍ତ ରେ କାଦୁଅ ବୋଳି ଏକତ୍ର ଠିଆ ହେଲେ।

Interlinear

Choose Theme