ତୁମ୍ଭେ ତୁମ୍ଭର ନିବାସଭୂମି ସ୍ବର୍ଗ ରେ ଥାଇ ସମାନଙ୍କେର ପ୍ରାର୍ଥନା ଶୁଣ; ସହେି ବିଦେଶୀ ଲୋକମାନଙ୍କର ପ୍ରାର୍ଥନା ଅନୁସାରେ ସମାନଙ୍କେୁ ଫଳ ଦିଅ; ତାହାହେଲେ ସମାନେେ ଇଶ୍ରାୟେଲ ଲୋକପରି ତୁମ୍ଭକୁ ଭୟ ଓ ଭକ୍ତି କରିବେ। ଆଉ ମଧ୍ଯ ସବୁ ସ୍ଥାନ ରେ ସବୁଲୋକ ତୁମ୍ଭର ସମ୍ମାନ ଉଦ୍ଦେଶ୍ଯ ରେ ମୁଁ ଏହି ମନ୍ଦିର ନିର୍ମାଣ କରିଛି ବୋଲି ଜାଣିବେ।
Cross references
ତୁମ୍ଭେ ଆପଣା ପବିତ୍ର ନିବାସ ସ୍ବର୍ଗରକ୍ସ୍ଟ ଦୃଷ୍ଟିପାତ କର। ଏବଂ ତୁମ୍ଭର ଲୋକ ଇଶ୍ରାୟେଲକକ୍ସ୍ଟ ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି କୃତ ଆପଣା ଶପଥ ଅନକ୍ସ୍ଟସା ରେ ଯେଉଁ ଭୂମି ଆମ୍ଭମାନଙ୍କୁ ଦଇେଅଛ, ସହେି ଦକ୍ସ୍ଟଗ୍ଧମଧକ୍ସ୍ଟ ପ୍ରବାହୀ ଦେଶକକ୍ସ୍ଟ ଆଶୀର୍ବାଦ କର।'
ସଦାପ୍ରଭୁ ଏହିପରି କଲେ, କାରଣ ପୃଥିବୀସ୍ଥ ସମକ୍ସ୍ଟଦାଯ ଲୋକ ସଦାପ୍ରଭୁ ଶକ୍ତିଶାଳୀ ବୋଲି ଜାଣି ପାରିବେ, ସେଥିପାଇଁ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ସର୍ବଦା ଭୟ ଓ ସମ୍ମାନ କରିବ।
ଆଜି ସଦାପ୍ରଭୁ ତୁମ୍ଭକୁ ମାେ ହସ୍ତ ରେ ସମର୍ପି ଦବେେ। ଏବଂ ମୁ ତୁମ୍ଭକୁ ଆଘାତ କରିବି ଏବଂ ତୁମ୍ଭର ଶିରଚ୍ଛଦନେ କରିବି। ମୁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ଯଗଣର ଶରୀର ଆକାଶ ପକ୍ଷୀଗଣକକ୍ସ୍ଟ ଓ ପୃଥିବୀସ୍ଥ ବନ୍ଯପଶକ୍ସ୍ଟମାନଙ୍କୁ ଦବେି, ତହିଁରେ ଇଶ୍ରାୟେଲ ମଧିଅରେ ଏକ ପରମେଶ୍ବର ଅଛନ୍ତି ବୋଲି ସମକ୍ସ୍ଟଦାଯ ଜଗତ ଜାଣିବେ।
ତେଣୁ ସେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ବର, ମୁଁ ବିନଯ କରୁଛି। ଅଶୂରର ରାଜା ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତେଣୁ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ବର ଅଟ, ଏହା ପୃଥିବୀସ୍ଥ ସମୁଦାଯ ରାଜ୍ଯ ଜାଣିବେ।
ତବେେ ତୁମ୍ଭେ ଯେଉଁ ସ୍ବର୍ଗ ରେ ବାସ କର, ସଠାରୁେ ଥାଉ, ସହେି ବିଦେଶୀ ବ୍ଯକ୍ତିର କଥା ଶୁଣ ଓ ତାହାର ପ୍ରାର୍ଥନା ରେ ଉତ୍ତର ଦିଅ। ତବେେ ତୁମ୍ଭର ଲୋକ ଇଶ୍ରାୟେଲ ଯେପରି ତୁମ୍ଭକୁ ସମ୍ମାନ କରନ୍ତି, ସହେିପରି ସାରା ପୃଥିବୀର ଲୋକମାନେ ତୁମ୍ଭର ନାମକୁ ଜାଣିବେ, ଓ ତୁମ୍ଭକୁ ସମ୍ମାନ କରିବେ। ଆଉ, ମୁଁ ନିର୍ମାଣ କରିଥିବା ଏହି ମନ୍ଦିର ଯେ ତୁମ୍ଭ ନାମ ରେ ନାମିତ, ଏହା ପୃଥିବୀସ୍ଥ ସମସ୍ତ ଲୋକ ଜାଣିବେ।
ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ। ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।
ତା'ପରେ ପୃଥିବୀର ଲୋକେ ତୁମ୍ଭ୍ ବିଷଯରେ ଜାଣିବେ ଏବଂ ସମସ୍ତ ଜାତିଗଣ ତୁମ୍ଭର ଲୋକମାନଙ୍କୁ ରକ୍ଷା କରିବାର ତୁମ୍ଭର ଶକ୍ତିର କ୍ଷମତା ଜାଣିବେ।
ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ। ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭଟେି ଆଣନ୍ତୁ।
ହେ ପ୍ରଭୁ, ତୁମ୍ଭେ ପ୍ରେତ୍ୟକକ ଦେଶଗୁଡ଼ିକୁ ସୃଷ୍ଟି କରିଛ। ସମାନେେ ଆସିବେ ଓ ମଥାନତ ହାଇେ ତୁମ୍ଭ ସମ୍ମୁଖରେ ଛିଡ଼ା ହବେେ ଏବଂ ତୁମ୍ଭର ନାମକୁ ପ୍ରଶଂସା କରିବେ।
ଜାତିଗୁଡ଼ିକ ସଦାପ୍ରଭୁଙ୍କ ନାମରେ ଉପାସନା କରିବେ। ହେ ସଦାପ୍ରଭୁ, ପୃଥିବୀର ସମସ୍ତ ରାଜାଗଣ ତୁମ୍ଭର ମହିମାକୁ ଭୟ କରିବେ।
ହେ ସମସ୍ତ ଜାତିଗଣ, ସଦାପ୍ରଭୁଙ୍କର ପ୍ରଶଂସା କର। ହେ ସମସ୍ତ ଲୋକ, ସଦାପ୍ରଭୁଙ୍କର ପ୍ରଶଂସା କର।
କୌଣସି ବ୍ଯକ୍ତି ଅନ୍ୟକୁ ଆଘାତ କରିବ ନାହିଁ। ମାରେ ପବିତ୍ର ପର୍ବତ ରେ କୌଣସି ବ୍ଯକ୍ତି ଅନିଷ୍ଟ ଚିନ୍ତା କରିବ ନାହିଁ। କାରଣ ସଦାପ୍ରଭୁଙ୍କ ବିଷଯ ରେ ସମାନଙ୍କେ ପରିପୂର୍ଣ୍ଣ ଜ୍ଞାନ ହବେ। ସମୁଦ୍ର ଯେପରି ଜଳ ରେ ପରିପୂର୍ଣ୍ଣ ପୃଥିବୀ ସହେିପରି ସଦାପ୍ରଭୁ ବିଷଯକ ଜ୍ଞାନ ରେ ପରିପୂର୍ଣ୍ଣ ହବେ।
ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ବର୍ଗ ରେ ଉଚ୍ଚ ସ୍ବରମାନ ଶୁଣାଗଲା। ସମାନେେ କହିଲେ,