Home Bibles ପ୍ରଥମ ରାଜାବଳୀ 8:5 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 8:5 · ଓଡ଼ିଆ ବାଇବେଲ

ରାଜା ଶଲୋମନ ଓ ଇଶ୍ରାୟେଲର ସମସ୍ତ ଲୋକେ ନିଯମ ସିନ୍ଦୁକ ସମ୍ମୁଖ ରେ ଏକତ୍ରୀତ ହେଲେ ଓ ଅନକେ ଗାଈ ଓ ମଷେ, ବଳିଦାନ କଲେ। ସମାନଙ୍କେର ସଂଖ୍ଯା ଅଗଣନ ଥିଲା।

Cross references

ଦିତୀୟ ଶାମୁୟେଲ 6:13

ଯେଉଁ ଲୋକମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ବହିଥିଲେ ସମାନେେ ଛଅ ପାହକ୍ସ୍ଟଣ୍ତ ଆସିଲା ପରେ ସଠାେରେ ଅଟକିଲେ ଓ ଦାଉଦ ସଠାେରେ ଏକ ଗୋରୁ ବଳି ଦେଲେ ଓ ଏକ ମାଟୋ ବାଛକ୍ସ୍ଟରୀ ମଧ୍ଯ ବଳି ଦେଲେ।

ପ୍ରଥମ ରାଜାବଳୀ 8:62

ଅନନ୍ତର ରାଜା ଓ ତାଙ୍କ ସହିତ ସମସ୍ତ ଇଶ୍ରାୟେଲ ସଦାପ୍ରଭୁଙ୍କ ସମ୍ମୁଖ ରେ ବଳିଦାନ ଉତ୍ସର୍ଗ କଲେ।

ପ୍ରଥମ ବଂଶାବଳୀ 16:1

ତା'ପରେ ସମାନେେ ନିଯମସିନ୍ଦୁକକୁ ବୋହି ଆଣିଲେ ଓ ତମ୍ବୁ ଭିତ ରେ ରଖିଲେ, ଯାହାକି ଦାଉଦ ପ୍ରସ୍ତୁତ କରିଥିଲେ। ଏହାପରେ ସମାନେେ ପରମେଶ୍ବରଙ୍କ ଆଗ ରେ ହାମବେଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।

Interlinear

Choose Theme