Home Bibles ☰ Books ପ୍ରଥମ ରାଜାବଳୀ 9:2 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 9:2 · ଓଡ଼ିଆ ବାଇବେଲ

ସଦାପ୍ରଭୁ ଯେପରି ଶଲୋମନଙ୍କୁ ଗିବିଯୋନ ରେ ଦର୍ଶନ ଦଇେଥିଲେ, ସହେିପରି ଦ୍ବିତୀୟ ଥର ତାଙ୍କୁ ଦର୍ଶନ ଦେଲେ।

Cross references

ପ୍ରଥମ ରାଜାବଳୀ 3:5

ଶଲୋମନ ଗିବିଯୋନ ରେ ଥିଲା ବେଳେ, ସଦାପ୍ରଭୁ ରାତ୍ରି ରେ ସ୍ବପ୍ନ ରେ ତାଙ୍କୁ ଦର୍ଶନ ଦେଲେ। ପରମେଶ୍ବର ସ୍ବପ୍ନ ରେ କହିଲେ, ତୁମ୍ଭେ ଯାହା ଇଚ୍ଛା କରୁଛ ମାଗ, ଆମ୍ଭେ ତାହା ଦବୋ।

ପ୍ରଥମ ରାଜାବଳୀ 11:9

ଶ ଲୋମନଙ୍କ ଅନ୍ତଃକରଣ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କଠାରୁ ବିମୁଖ ହାଇେଥିଲା। ତେଣୁ ସଦାପ୍ରଭୁ ତାଙ୍କ ପ୍ରତି କୋର୍ଧ ହେଲେ। ଅତୀତ ରେ ସେ ଶଲୋମନ ରାଜାଙ୍କୁ ଦୁଇଥର ଦର୍ଶନ କଲେ।

ଦିତୀୟ ବଂଶାବଳୀ 1:7

ସହେି ରାତ୍ରି ରେ ପରମେଶ୍ବର ଶ ଲୋମନଙ୍କ ନିକଟକୁ ଆସିଲେ। ପରମେଶ୍ବର କହିଲେ, ଶଲୋମନ, ଆମ୍ଭେ ତୁମ୍ଭକୁ କ'ଣ ଦବୋ ବୋଲି ତୁମ୍ଭେ ଚାହଁ, ତାହା ଆମ୍ଭକୁ ମାଗ।

ଦିତୀୟ ବଂଶାବଳୀ 7:12

ଏହାପରେ ସଦାପ୍ରଭୁ ରାତ୍ରି ସମୟରେ ଶଲୋମନଙ୍କ ନିକଟକୁ ଆସିଲେ। ସଦାପ୍ରଭୁ ତାଙ୍କୁ କହିଲେ, ଶଲୋମନ, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ ଏବଂ ଆମ୍ଭେ ଏହି ସ୍ଥାନକୁ ମନ୍ଦିର ରୂପେ ମନୋନୀତ କରିଅଛୁ। ଯେଉଁଠା ରେ ଲୋକମାନେ ମାେତେ ନବୈେଦ୍ଯ ଉତ୍ସର୍ଗ କରିପାରିବେ।

Interlinear

Choose Theme