ମାତ୍ର ଇଶ୍ରାୟେଲ ସନ୍ତାନଗଣଙ୍କ ମଧ୍ଯରୁ ଶଲୋମନ କାହାରିକୁ ଦାସ କଲେ ନାହିଁ। ସମାନେେ ଯୋଦ୍ଧା, ରାଜଭୃତ୍ଯ, ଅଧିପତି ସନୋପତି, ରଥା ରୋହୀ ଓ ଅଶ୍ବାରୋହୀମାନଙ୍କ ଅଧ୍ଯକ୍ଷ ଥିଲେ।
Cross references
ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହାଇେଥାଏ ଓ ତୁମ୍ଭ ନିକଟରେ ନିଜକୁ ବିକ୍ରଯ କରେ, ତବେେ ତୁମ୍ଭେ ତାହାକୁ ବନ୍ଧା ଦାସପରି ପରିଶ୍ରମ କରାଇବ ନାହିଁ।
ଶାମକ୍ସ୍ଟଯଲେ କହିଲେ, ତକ୍ସ୍ଟମ୍ଭ ଉପରେ ୟିଏ ରାଜତ୍ବ କରିବ, ସେ ତୁମ୍ଭକୁ ଏ ପ୍ରକାର କରିବ। ସେ ତକ୍ସ୍ଟମ୍ଭ ପକ୍ସ୍ଟତ୍ରମାନଙ୍କୁ ତା'ର ସବୋ କରିବା ପାଇଁ ଓ ସୈନ୍ଯବାହୀନିର ସବୋ କରିବା ପାଇଁ ବାଧ୍ଯ କରିବ। ସମାନେେ ୟକ୍ସ୍ଟଦ୍ଧ ରେ ସନୋବାହିନୀର ୟୋଦ୍ଧା ଓ ରଥା ରୋହୀ ହବେ। ତକ୍ସ୍ଟମ୍ଭ ପକ୍ସ୍ଟତ୍ରମାନେ ରାଜାଙ୍କର ରଥ ଆଗେ ଆଗେ ଦୌଡିବେ।
ଏହିପରି ଶଲୋମନ ରାଜା ସମଗ୍ର ଇଶ୍ରାୟେଲ ଉପରେ ରାଜତ୍ବ କଲେ।
ଶଲୋମନ ଇଶ୍ରାୟେଲର ଲୋକମାନଙ୍କୁ କ୍ରୀତଦାସ ହବୋ ନିମନ୍ତେ ବାଧ୍ଯ କଲେ ନାହିଁ। ଇଶ୍ରାୟେଲର ଲୋକମାନେ ଶଲୋମନଙ୍କର ଦୁର୍ଦ୍ଦଷ ଯୋଦ୍ଧା ଥିଲେ। ସମାନେେ ଶ ଲୋମନଙ୍କର ସାମରିକ ବାହିନୀର ପଦାଧିକାରୀ ଥିଲେ। ସମାନେେ ଶଲୋମନଙ୍କର ୟୁଦ୍ଧ ରଥର ସନୋପତି ଥିଲେ।
ଦେଖ, ତାହା ଶଲୋମନଙ୍କର ଘାଡ଼ୋ ଗାଡ଼ି। ସଠାେ ରେ ଷାଠିଏ ଜଣ ଇଶ୍ରାୟେଲୀୟ ରଥକୁ ଘରେି ଅଛନ୍ତି।