Home Bibles ପ୍ରଥମ ରାଜାବଳୀ 9:28 · ଓଡ଼ିଆ ବାଇବେଲ
ପ୍ରଥମ ରାଜାବଳୀ 9:28 · ଓଡ଼ିଆ ବାଇବେଲ

ଆଉ ସମାନେେ ଓଫୀରକୁ ୟାଇ ସଠାରୁେ 420 ତାଳନ୍ତ ସୁନା ରାଜା ଶ ଲୋମନ ନିକଟକୁ ଆଣିଲେ।

Cross references

ଆଦି ପୁସ୍ତକ 10:29

ଓଫୀର, ହବୀଲା ଓ ୟୋବବ୍, ଏହି ସମସ୍ତ ୟକ୍ତଲର ସନ୍ତାନ।

ପ୍ରଥମ ରାଜାବଳୀ 10:11

ହୀରମଙ୍କର ଜାହାଜ ରେ ଓଫୀରରୁ ସୁନା ଆସିଥିଲା ସହେି ସବୁ ଜାହାଜ ରେ ମଧ୍ଯ ଓଫୀରରୁ ପ୍ରଚୁର ଚନ୍ଦନ କାଠ ଓ ରତ୍ନ ଆସିଲା।

ପ୍ରଥମ ରାଜାବଳୀ 10:14

ପ୍ରତିବର୍ଷ ରାଜା ଶଲୋମନଙ୍କ ନିକଟକୁ 666 ତୋଳା ସୁନା ଆସୁଥିଲା।

ପ୍ରଥମ ରାଜାବଳୀ 22:49

ଇଶ୍ରାୟେଲର ରାଜା ଆହାବ୍ଙ୍କ ପୁତ୍ର ଅହସିଯ ୟିହୋଶାଫଟଙ୍କୁ କହିଲେ, ମାରେ ନାବିକମାନେ ତୁମ୍ଭର ନାବିକମାନଙ୍କ ସହିତ ଜାହାଜ ରେ ଯିବେ, ମାତ୍ର ଯିହାଶାଫେଟ୍ ଏଥି ରେ ରାଜି ହେଲେ ନାହିଁ।

ପ୍ରଥମ ବଂଶାବଳୀ 1:23

ଓଫୀର, ହବୀଲା, ୟୋବବଙ୍କର ପିତା ଥିଲେ। ଏହି ସମସ୍ତ ବ୍ଯକ୍ତିଗଣ ୟକ୍ତନର ପୁତ୍ରଗଣ ଥିଲେ।

ପ୍ରଥମ ବଂଶାବଳୀ 29:4

ମୁଁ ଓଫୀରୁ ପ୍ରସ୍ତୁତ ତିନି ହଜାର ତାଳନ୍ତ ଶୁଦ୍ଧ ସୁବର୍ଣ୍ଣ ଦଇେଅଛି। ମୁଁ ସାତ ହଜାର ତାଳନ୍ତ ଶୁଦ୍ଧ ରେ ୗପ୍ୟ ଦଇେଅଛି। ଏହି ରେ ୗପ୍ୟ ମନ୍ଦିରର ଅଟ୍ଟାଳିକାଗୁଡ଼ିକର କାନ୍ଥର ଆବରଣ ନିମନ୍ତେ ଉଦ୍ଦିଷ୍ଟ।

ଦିତୀୟ ବଂଶାବଳୀ 8:18

ହୂରମ୍ ଶଲୋମନଙ୍କ ନିକଟକୁ ଜାହାଜ ସବୁ ପଠାଇଲେ। ହୂରମ୍ଙ୍କ ନିଜସ୍ବ ଲୋକମାନେ ଜାହାଜଗୁଡ଼ିକୁ ବାହିଲେ। ହୂରମ୍ଙ୍କ ଲୋକମାନେ ଦକ୍ଷ ନାବିକ ଥିଲେ। ହୂରମ୍ଙ୍କ ଲୋକମାନେ ଶଲୋମନଙ୍କର ଦାସମାନଙ୍କ ସହିତ ଓଫୀରକୁ ଗଲେ ଓ ସଠାରୁେ ରାଜା ଶଲୋମନଙ୍କ ନିମନ୍ତେ 450 ତାଳନ୍ତ ସୁନା ଆଣିଲେ।

ଦିତୀୟ ବଂଶାବଳୀ 9:10

ହୂରମ୍ଙ୍କ ଦାସ ଓ ଶଲୋମନଙ୍କ ଦାସମାନେ ଓଫୀରକୁ ସୁନା ଆଣିଲେ। ଆହୁରି ମଧ୍ଯ, ସମାନେେ ଆଲ୍ଗମ୍ କାଠ ଓ ବହୁମୂଲ୍ଯ ପଥରସବୁ ଆଣିଲେ।

ଆୟୁବ ପୁସ୍ତକ 22:24

ତୁମ୍ଭେ ତୁମ୍ଭର ସୁବର୍ଣ୍ଣକୁ ଧୂଳି ମାଟି ଛଡ଼ା କିଛି ନୁହେଁ ବୋଲି ଭାବ। ତୁମ୍ଭର ମୂଲ୍ଯବାନ ସୁନାକୁ ନଦୀର ପଥର ଖଣ୍ଡ ସଦୃଶ ବିଚାର କର।

ଆୟୁବ ପୁସ୍ତକ 28:16

ତୁମ୍ଭେ ଜ୍ଞାନକୁ ଓଫୀରର ସୁନା, ବହୁମୂଲ୍ଯ, ଗୋମଦେକ ଓ ନୀଳକାନ୍ତ ମଣି ବଦଳ ରେ କିଣିପାରିବ ନାହିଁ।

ଗୀତସଂହିତା 45:9

ତୁମ୍ଭ ବିବାହରେ ୟୋଗ ଦଇେଥିବା ସ୍ତ୍ରୀ ଲୋକମାନେ ରାଜକୁମାରୀ ଅଟନ୍ତି। ରାଜକୁମାରୀମାନେ ତୁମ୍ଭର ବଧୂ, ତୁମ୍ଭର ଦକ୍ଷିଣ ପାଶର୍‌ବରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଓ ପୋଷାକ ପିନ୍ଧି ଛିଡ଼ା ହାଇେଛନ୍ତି।

ଗୀତସଂହିତା 45:10

ହେ ରାଜକୁମାରୀ, ଶୁଣ। ୟଦି ତୁମ୍ଭେ ମନଦଇେ ଶୁଣ ସବୁ ବୁଝିପାରିବ ଓ ତୁମ୍ଭର ପରିବାରକୁ ଭୁଲିୟାଅ।

ଉପଦେଶକ 2:8

ମୁଁ ରୂପା ଓ ସୁନା ଏବଂ ନାନା ରାଜାର ଓ ନାନା ପ୍ରଦେଶର ବହୁତ ସମ୍ପତ୍ତି ସଂଗ୍ରହ କଲି, ମୁଁ ଗାଯକ ଓ ଗାଯିକା ଆଉ ମନୁଷ୍ଯ ତୁଷ୍ଟିକାରିଣୀ ଅନକେ ଉପପତ୍ନୀ ପାଇଲି।

ଯିଶାଇୟ 13:12

ଦୁଲର୍‌ଲଭ ସୁବର୍ଣ୍ଣ ପରି ଅଳ୍ପ, କେତକେ ଉତ୍ତମ ଲୋକ ରହିବେ ଓ ସମାନେେ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉଜ୍ଜ୍ବଳ ଭାବରେ ଦୀପ୍ତି ବିକାଶ କରିବେ।

Interlinear

Choose Theme