ଅତୀତ ରେ ତୁମ୍ଭେ ଏହି କଥା ବୁଝି ନ ପାରି, ନିଜ ଇଚ୍ଛା ରେ ସହେି ସବୁ ମନ୍ଦ କାମ କରିଥିଲ କିନ୍ତୁ ଏବେ ତୁମ୍ଭେ ପରମେଶ୍ବରଙ୍କ ଆଜ୍ଞାକାରୀ ସନ୍ତାନ ଅଟ। ଅତଏବ ଅତୀତର ମନ୍ଦ ଜୀବନଯାପନ କର ନାହିଁ।
Cross references
ଏଣୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ କଥା ରେ କର୍ଣପାତ କର ଓ ଆଜି ମୁ ତାଙ୍କର ଯେଉଁ ସମସ୍ତ ଆଜ୍ଞା ବିଧି ତକ୍ସ୍ଟମ୍ଭଙ୍କକ୍ସ୍ଟ ଆଜ୍ଞା କରୁଅଛି। ତାହା ପାଳନ କର।
ପୂର୍ବରୁ ପରମେଶ୍ବର ଲୋକମାନଙ୍କର ଏହି ନିର୍ବୋଧତା ଉପେକ୍ଷା କରିଥିଲେ। ମାତ୍ର ବର୍ତ୍ତମାନ ସେ ସାରା ପୃଥିବୀର ଲୋକମାନଙ୍କୁ ଅନୁତାପ କରି ଫରେିଆସିବା ପାଇଁ ଆଦେଶ ଦିଅନ୍ତି।
ଅତଏବ ଆମ୍ଭେ ଯେତବେେଳେ ବାପ୍ତିଜିତ ହେଲୁ, ଆମ୍ଭେ ଯୀଶୁଖ୍ରୀଷ୍ଟଙ୍କ ଭିତ ରେ ସମାଧି ପ୍ରପ୍ତ ହାଇଗେଲୁ ଓ ତାହାଙ୍କ ମୃତ୍ଯୁର ଭାଗୀଦାର ହେଲୁ। ଖ୍ରୀଷ୍ଟଙ୍କ ସହିତ କବରସ୍ଥ ହବୋ ଦ୍ବାରା ଆମ୍ଭେ ପୁନରୁତ୍ଥିତ ହାଇେ ନୂତନ ଜୀବନ ଯାପନ କରିବା। ପରମପିତାଙ୍କର ଆଶ୍ଚର୍ୟ୍ଯ ଶକ୍ତି ଦ୍ବାରା ଯେପରି ଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହେଲେ, ସହେିଭଳି ଏହା ଘଟିଲା।
ଏହାପରେ ଏହି ସଂସାରର ରୀତି ଅନୁସାରେ ଆଚରଣ କର ନାହିଁ, ବରଂ ନୂତନ ଚିନ୍ତନ ମାର୍ଗ ରେ ନିଜର ଅନ୍ତରକୁ ପରିବର୍ତ୍ତିତ କର। ତବେେ ପରମେଶ୍ବର ତୁମ୍ଭମାନଙ୍କ ପାଇଁ କ'ଣ ଇଛା କରନ୍ତି, ତୁମ୍ଭମାନେେ ଜାଣିପାରିବ। ତୁମ୍ଭମାନେେ ଜାଣି ପାରିବ ଯେ, କେଉଁ ବିଷୟ ଗୁଡିକ ଭଲ, ପରମେଶ୍ବରଙ୍କୁ ପ୍ରିୟ ଓ ସିଦ୍ଧ।
ଅତୀତ ରେ ତୁମ୍ଭେ ସହେି ପାପ କାର୍ୟ୍ଯ ସହିତ ଜଡ଼ିତ ଥିଲ। ତୁମ୍ଭେ ସାଂସାରିକ ଜୀବନଯାପନ କରୁଥିଲ। ପୃଥିବୀ ରେ ମନ୍ଦ ଶକ୍ତିର ଶାସକକୁ ତୁମ୍ଭେ ଅନୁସରଣ କରୁ ଥିଲ। ସହେି ମନ୍ଦ ଶକ୍ତି ଏବେ ମଧ୍ଯ ପରମେଶ୍ବରଙ୍କୁ ଅମାନ୍ଯ କରୁଥିବା ଲୋକଙ୍କ ଭିତ ରେ କାମ କରୁଛି।
ସମାନେେ କିଛି ବୁଝନ୍ତି ନାହିଁ କି କିଛି ଜାଣନ୍ତି ନାହିଁ, କାରଣ ସମାନେେ ବୁଝିବା ପାଇଁ ମନା କରନ୍ତି। ସେଥିପାଇଁ ପରମେଶ୍ବର ପ୍ରଦତ୍ତ ଜୀବନ ସମାନେେ ପାଇ ପାରିବେ ନାହିଁ।
ମିଥ୍ଯାକଥା କହି କହେି ତୁମ୍ଭକୁ ପ୍ରତାରଣା ନ କରୁ। ଏ ବିଷୟ ରେ ସଚତନେ ରୁହ। ଯେଉଁମାନେ ଅବାଧ୍ଯ ହାଇେ ଏ ସମସ୍ତ ମନ୍ଦ କର୍ମ କରନ୍ତି, ସମାନଙ୍କେ ଉପରେ ପରମେଶ୍ବର କୋରଧାନ୍ବିତ ହୁଅନ୍ତି।
ଅତଏବ, ୟୌନ ପାପଗୁଡ଼ିକ କରିବା, ମନ୍ଦକର୍ମ କରିବା, କାମନାର ବାଶୀଭୂତ ହବୋ, ମନ୍ଦ ଇଚ୍ଛା ରଖିବା ଓ ସର୍ବଦା ଲୋଭୀ ହାଇେ ରହିବା, ଯାହା ଏକ ମିଥ୍ଯା ଦବେତାକୁ ପୂଜା କରିବା ସଦୃଶ, ସଭେିଳ ବିଷୟଗୁଡ଼ିକୁ ନିଜ ଜୀବନଠାରୁ ଦୂର ରେ ରଖ। ଏହିଭଳି ଇଚ୍ଛାଗୁଡ଼ଇକ ଥିବାର ଅର୍ଥ ହେଲା ଯେ, ଜଣେ ମିଥ୍ଯା ଦବେତାର ସବୋ କରୁଛି।
ଯେଉଁମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ, ସମାନେେ ନିଜ ଶରୀରର ଏପରି ବ୍ଯବହାର କରନ୍ତି।
ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।
ତୁମ୍ଭେ ଏପରି ଭାବରେ ନିଜକୁ ଶକ୍ତିଶାଳୀ କର, ଯେପରି ତୁମ୍ଭେ ପରମଶ୍ବରଙ୍କ ଇଚ୍ଛାନୁସା ରେ ଜୀବନଯାପନ କରିବ, ଲୋକମାନଙ୍କ ଇଚ୍ଛା ରେ, ମନ୍ଦକାର୍ୟ୍ଯ କରି ଜୀବନଯାପନ କରିବ ନାହିଁ।