Home Bibles ପିତରଙ୍କ ପ୍ରଥମ ପତ୍ 1:19 · ଓଡ଼ିଆ ବାଇବେଲ
ପିତରଙ୍କ ପ୍ରଥମ ପତ୍ 1:19 · ଓଡ଼ିଆ ବାଇବେଲ

ବରଂ ନିର୍ଦ୍ ଦୋଷ ପବିତ୍ର ମଷେଶାବକ ଖ୍ରୀଷ୍ଟଙ୍କର ବହୁମୂଲ୍ଯ ରକ୍ତ ଦ୍ବାରା ତୁମ୍ଭେ କିଣା ହାଇେଅଛ।

Cross references

ଯାତ୍ରା ପୁସ୍ତକ 12:5

ଯେଉଁ ମଷେ ଶାବକଟିକୁ ନବେ ତାହା ସଂପୂର୍ଣ୍ଣ ସ୍ବାସ୍ଥ୍ଯବାନ ଓ ଏହା ଏକ ବର୍ଷର ପୁରୁଷ ମଷେ ହବୋ ଆବଶ୍ଯକ। ଏହି ପଶୁଟି ଏକ ୟିବା ମଷେ କିମ୍ବା ଏକ ଛଳେି ଶାବକ ହବୋ ଦରକାର।

ଗଣନା ପୁସ୍ତକ 7:39

ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

ଯିଶାଇୟ 53:7

ସେ ଆହତ ହେଲେ ଓ ପ୍ରହାରିତ ହେଲେ, ତଥାପି ସେ ନମ୍ର ହାଇେ ନୀରବ ରହିଲେ। ବଧଭୂମିକୁ ନିଆ ଯାଉଥିବା ମଷେ ଶାବକ ତୁଲ୍ଯ ଓ ଲୋମ ଛଦନକୋରୀଙ୍କ ସମ୍ମୁଖ ରେ ନିରୀହ ମଷେ ତୁଲ୍ଯ ସେ ନିଜର ମୁଖ ଫିଟାଇଲେ ନାହିଁ।

ଦାନିଏଲ 9:24

ହେ ଦାନିୟେଲ, ପରମେଶ୍ବର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହବୋର ଲକ୍ଷ୍ଯ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହବୋ। ଏହାର ଲକ୍ଷ୍ଯ ଲୋକମାନଙ୍କୁ ପ୍ରାଯଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାଯୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡିକ ଓ ଭବିଷ୍ଯଦବାଣୀ ଓ ପବିତ୍ରସ୍ଥାନ ରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ଯ କରେ।

ଯିଖରିୟ 13:7

ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ହେ ଖଡ୍ଗ, ୟାଅ! ଏବଂ ମଷେପାଳକ ଆମ୍ଭର ଘନିଷ୍ଠ ବନ୍ଧୁଙ୍କୁ ଆଘାତ କର। ମଷେପାଳକଙ୍କୁ ଆଘାତ କର, ଯେପରି ମଷେପଲ ପଳାଯନ କରିବେ। ଆମ୍ଭେ ଆପଣା ହସ୍ତ ସହେି କ୍ଷୁଦ୍ରମାନଙ୍କ ବିରୁଦ୍ଧ ରେ ଉଠାଇବା।

ମାଥିଉଲିଖିତ ସୁସମାଚାର 20:28

ମନୁଷ୍ଯପୁତ୍ରଙ୍କ କ୍ଷେତ୍ର ରେ ତାହା ଏକାଭଳି। ମନୁଷ୍ଯପୁତ୍ର ଅନ୍ୟମାନଙ୍କଠାରୁ ସବୋ ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସବୋ କରିବା ପାଇଁ ଆସି ଅଛନ୍ତି। ମନୁଷ୍ଯପୁତ୍ର ଅନକେ ଲୋକଙ୍କ ମୁକ୍ତିର ମୂଲ୍ଯଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।

ମାଥିଉଲିଖିତ ସୁସମାଚାର 26:28

ଏ ଦ୍ରାକ୍ଷାରସ ମାରେରକ୍ତ। ମାରେ ରକ୍ତ ରେ ପରମେଶ୍ବରଙ୍କ ଠାରୁ ସେ ତାହାଙ୍କ ଲୋକମାନଙ୍କ ପାଇଁ କରିଥିବା ନୂଆ ଚୁକ୍ତି ଆରମ୍ଭ ହୁଏ। ଅନକେ ଲୋକଙ୍କର ପାପକୁ କ୍ଷମା କରିଦିଆୟିବା ପାଇଁ ଏ ରକ୍ତ ଦିଆ ଯାଉଛି।

ଯୋହନଲିଖିତ ସୁସମାଚାର 1:29

ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସିବାର ଦେଖିଲେ। ଯୋହନ କହିଲେ, ଏହି ଦେଖ, ପରମେଶ୍ବରଙ୍କର ମଷେଶାବକ। ସେ ପୃଥିବୀର ପାପ ବୋହି ନିଅନ୍ତି।

ଯୋହନଲିଖିତ ସୁସମାଚାର 1:36

ସେତବେେଳେ ଯୋହନ ଯୀଶୁଙ୍କୁ ୟିବାର ଦେଖିଲେ। ସେ କହିଲେ, ଦେଖ, ପରମେଶ୍ବରଙ୍କର ମଷେଶାବକ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:32

ସେ ଶାସ୍ତ୍ରର ପାଠ କରିଥିବା ଅଂଶ ଏହା ଥିଲା:

ରେରିତମାନଙ୍କ କାର୍ଯ୍ୟର ବିବରଣ 20:28

ତେଣୁ ତୁମ୍ଭମାନେେ ସମସ୍ତେ ନିଜେ ନିଜେ ସାବଧାନ ରୁହ। ପୁଣି ପବିତ୍ର ଆତ୍ମା ଯେଉଁ ମଷେପଲ ଉପରେ ତୁମ୍ଭମାନଙ୍କୁ ମଷେପାଳକ ରୂପେ ନିୟୁକ୍ତ କରିଅଛନ୍ତି, ସମାନଙ୍କେ ବିଷୟ ରେ ସତର୍କ ରୁହ; ଓ ଯେଉଁ ମଣ୍ଡଳୀକୁ ପରମେଶ୍ବର ଆପଣା ରକ୍ତ ରେ କ୍ରୟ କରିଅଛନ୍ତି ତାହାର ଯତ୍ନ ନିଅ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 5:7

ତୁମ୍ଭମାନେେ ସଂମ୍ପୂର୍ଣ୍ଣ ଭାବେ ନୂତନ ଗୁଳା ହବୋଲାଗି ତୁମ୍ଭମାନଙ୍କ ଭିତ ରେ ଥିବା ପୁରୁଣା ଖମୀରକୁ ସମ୍ପୂର୍ଣ୍ଣ ଭାବେ ବାହାର କରି ଦିଅ। ତୁମ୍ଭମାନେେ ସହେି ଖମୀର ଶୂନ୍ଯ ନିସ୍ତାର ପର୍ବର ରୋଟୀ ହଁ ଖ୍ରୀଷ୍ଟ ଆମ୍ଭର ନିସ୍ତାର ପର୍ବ ସୂଚକ ମେଣ୍ଢା ଯେ କି ଆମ୍ଭ ପାଇଁ ବଳି ହାଇେ ଯାଇଛନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 1:7

ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ଥିବା ହତେୁ ଆମ୍ଭେ ତାହାଙ୍କର ରକ୍ତ ମାଧ୍ଯମ ରେ ମୁକ୍ତ ହାଇେଛୁ। ପରମେଶ୍ବରଙ୍କ ବହୁମୂଲ୍ଯ ଅନୁଗ୍ରହ ଦ୍ବାରା ଆମ୍ଭର ପାପରୁ ଆମ୍ଭେ କ୍ଷମା ପାଇପାରୁ।

କଲସୀୟଙ୍କ ପ୍ରତି ପତ୍ର 1:14

ସହେି ପୁତ୍ର ଆମ୍ଭକୁ ମୁକ୍ତ କରିବା ଲାଗି ମୂଲ୍ଯ ପ୍ରଦାନ କରିଛନ୍ତି। ତାହାଙ୍କ ଦ୍ବାରା ଆମ୍ଭ ପାପରୁ ଆମ୍ଭକୁ କ୍ଷମା ମିଳିଛି।

ଏବ୍ରୀ 9:12

ଏହି ସ୍ଥାନଟି ଏହି ଜଗତର ନୁହେଁ। ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ରେ ଛଳେି ବା ଗୋବତ୍ସର ରକ୍ତ ନୁହେଁ, ମାତ୍ର ନିଜ ରକ୍ତ ଘନେି ଏକାଥରକେ ପ୍ରବେଶ କଲେ ଓ ସବୁ ଦିନ ପାଇଁ ଆମ୍ଭକୁ ମୁକ୍ତି ଦାନ କଲେ।

ପିତରଙ୍କ ପ୍ରଥମ ପତ୍ 2:22

ସେ କୌଣସି ପାପ କରି ନ ଥିଲେ ଓ କୌଣସି ମିଛ କଥା ମୁହଁ ରେ ଉଚ୍ଚାରଣ କରି ନ ଥିଲେ। ୟିଶାଇୟ 53:9

ପିତରଙ୍କ ପ୍ରଥମ ପତ୍ 3:18

ଖ୍ରୀଷ୍ଟ ନିଜେ ତୁମ୍ଭ ପାଇଁ ମଲେ। ସହେି ମୂଲ୍ଯ ତୁମ୍ଭର ପାପ ପାଇଁ ମୂଲ୍ଯ ଦଲୋ। ସେ ନିଜେ ଦୋଷୀ ନ ଥିଲେ କିନ୍ତୁ ଦୋଷୀ ଲୋକଙ୍କ ଲାଗି ମୃତ୍ଯୁ ବରଣ କଲେ। ସେ ତୁମ୍ଭ ସମସ୍ତଙ୍କୁ ପରମେଶ୍ବରଙ୍କ ପାଖକୁ ଆଣିବା ପାଇଁ ଏପରି କଲେ। ତାହାଙ୍କର ଶରୀରକୁ ବଧ କରାଗଲା, କିନ୍ତୁ ଆତ୍ମା ରେ ସେ ପୁନର୍ଜୀବିତ ହେଲେ,

ଯୋହନଙ୍କ ପ୍ରଥମ ପତ୍ର 1:7

ପରମେଶ୍ବର ଆଲୋକରେ ବାସ କରନ୍ତି, ତେଣୁ ଆମ୍ଭେ ମଧ୍ଯ ଆଲୋକରେ ବାସ କରିବା ଉଚିତ। ଯଦି ଆମ୍ଭେ ଆଲୋକରେ ଜୀବନଯାପନ କରୁ, ତବେେ ଆମ୍ଭେ ପରସ୍ପର ସହଭାଗୀ ହାଇପୋରିବା। ଯଦି ଆମ୍ଭମାନେେ ଆଲୋକରେ ରହୁ, ତବେେ ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମ୍ଭର ସମସ୍ତ ପାପ ଧୋଇଦିଏ।

ଯୋହନଙ୍କ ପ୍ରଥମ ପତ୍ର 2:2

ଯୀଶୁ ହେଉଛନ୍ତି ପଥ ଓ ଆମ୍ଭର ସବୁ ପାପ ବହିନିଅନ୍ତି। କବଳେ ଆମ୍ଭମାନଙ୍କ ନୁହେଁ, ମାତ୍ର ସମସ୍ତ ଜଗତର ପାପ ମଧ୍ଯ ସେ ବହିନିଅନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:5

ଯୀଶୁ ହେଉଛନ୍ତି ବିଶ୍ବସ୍ତ ସାକ୍ଷୀ। ମୃତ୍ଯୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧିଅରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:6

ସେତବେେଳେ ମୁଁ ସିଂହାସନର ମଝି ରେ ଜଣେ ମଷେଶାବକଙ୍କୁ ଦେଖିଲି। ତାହାଙ୍କ ଚାରିପାଖେ ଚାରୋଟି ଜୀବିତପ୍ରାଣୀ ଓ ପ୍ରାଚୀନମାନେ ଘରେି ରହିଥିଲେ। ବଳି ଦିଆଯାଇଥିବା ପରି ସେ ଦଖାେ ଯାଉଥିଲେ। ତାହାଙ୍କର ସାତାଟେି ଶିଙ୍ଗ ଓ ସାତାଟେି ଚକ୍ଷୁ ଥିଲା, ଏହି ସାତାଟେି ଚକ୍ଷୁ ପରମେଶ୍ବରଙ୍କର ସାତାଟେି ଆତ୍ମା, ଯାହାଙ୍କୁ ପୃଥବୀର ଚାରିଆଡ଼େ ପ୍ ରରେିତ କରାଯାଇଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:9

ସମାନେେ ମଷେଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ :

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:14

ମୁଁ ଉତ୍ତର ଦଲେି, ମାେ ପ୍ରଭୁ ! ଆପଣ ତାହା ଜାଣନ୍ତି, ସମାନେେ କିଏ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:1

ତା'ପରେ ମୁଁ ମାେ ସମ୍ମୁଖ ରେ ମଷେଶାବକଙ୍କୁ ଦେଖିଲି। ସେ ସିୟୋନ ପର୍ବତ ଉପରେ ଠିଆ ହାଇେଥିଲେ। ତାହାଙ୍କ ସହିତ 1,44,000 ଲୋକ ଥିଲେ। ସମାନଙ୍କେ କପାଳ ରେ ମଷେଶାବକ ଓ ତାହାଙ୍କ ପରମପିତାଙ୍କ ନାମ ଲଖାେଥିଲା।

Interlinear

Choose Theme