Home Bibles ପିତରଙ୍କ ପ୍ରଥମ ପତ୍ 3:16 · ଓଡ଼ିଆ ବାଇବେଲ
ପିତରଙ୍କ ପ୍ରଥମ ପତ୍ 3:16 · ଓଡ଼ିଆ ବାଇବେଲ

କିନ୍ତୁ ତୁମ୍ଭେ ସମାନଙ୍କେୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ ଯେ, ତୁମ୍ଭେ ଠିକ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧ ରେ ମନ୍ଦ କଥା କହୁଛନ୍ତି, ସମାନେେ ଲଜ୍ଜିତ ହବେେ। ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସମାନେେ ମନ୍ଦ କଥାଗୁଡ଼ିକ କୁହନ୍ତି। ସମାନେେ ତୁମ୍ଭ ବିଷୟ ରେ ମନ୍ଦ କଥା କହିଥିବା ହତେୁ ଲଜ୍ଜିତ ହବେେ।

Cross references

ମାଥିଉଲିଖିତ ସୁସମାଚାର 5:11

ତୁମ୍ଭମାନେେ ମାରେ ଅନୁଗାମୀ ହାଇେଥିବା ୟୋଗୁଁ ଲୋକେ ତୁମ୍ଭମାନଙ୍କୁ ଅପମାନ ଦବେେ, ତୁମ୍ଭମାନଙ୍କୁ ଯାତନା ଦବେେ ଓ ତୁମ୍ଭମାନଙ୍କ ବିରୁଦ୍ଧ ରେ ମିଛ ରେ ନାନା କଥା କହିବେ। କିନ୍ତୁ ତୁମ୍ଭମାନେେ ଧନ୍ଯ।

ରେରିତମାନଙ୍କ କାର୍ଯ୍ୟର ବିବରଣ 24:16

ସେଥିପାଇଁ ମୁଁ ପରମେଶ୍ବର ଓ ଲୋକମାନଙ୍କ ପାଖ ରେ ଯାହା ଠିକ୍ ବୋଲି ଅନୁଭବ କରେ, ତାହା ଅନୁଯାଯୀ କାର୍ୟ୍ଯ କରିବା ପାଇଁ ସର୍ବଦା ଚେ଼ଷ୍ଟା କରେ।

ରୋମୀୟଙ୍କ ପ୍ରତି ପତ୍ର 9:1

ମୁଁ ଖ୍ରୀଷ୍ଟଙ୍କଠା ରେ ଅଛି, ଓ ମୁଁ ସତ୍ଯ କହୁଛି। ମୁଁ ମିଛ କହୁ ନାହିଁ। ପବିତ୍ରଆତ୍ମା ଦ୍ବାରା ମାରେ ଭାବନା ନିୟନ୍ତ୍ରିତ। ଏହି ଭାବନା ମାେତେ କୁ ହେ ଯେ ମୁଁ ମିଛ କୁ ହେ ନାହିଁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:12

ପୁଣି ଆମ୍ଭେ ସମ୍ପୂର୍ଣ୍ଣ ହୃଦୟର ସହ କହିପାରୁ ଯେ, ଏହି ଜଗତ ରେ ଆମ୍ଭେ ଯାହା କିଛି କରୁଛୁ, ତାହା ସବୁ ଆମ୍ଭେ ପରମେଶ୍ବରଙ୍କଠାରୁ ପାଇଥିବା ଶୁଦ୍ଧ ଓ ଅକପଟ ହୃଦୟ ରେ କହୁଛୁ। ଏଥିପାଇଁ ଆମ୍ଭେ ଗର୍ବିତ। ଏହା ତୁମ୍ଭମାନଙ୍କ ପାଇଁ କରା ଯାଇଥିବା କାର୍ୟ୍ଯ ଦୃଷ୍ଟିରୁ ଏହା ଅଧିକ ସତ୍ଯ। କାରଣ ଆମ୍ଭେ ଏହା ଜାଗତିକ ଜ୍ଞାନ ରେ ନୁହେଁ ମାତ୍ର ପରମେଶ୍ବରଙ୍କ କୃପାରୁ କରୁଛୁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4:2

ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ୟ୍ଯଗୁଡ଼ିକୁ ଛାଡ଼ି ଦଇେଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ବରଙ୍କ ବାକ୍ଯ ରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ଯକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହାଦ୍ବାରା ଲୋକମାନଙ୍କଠା ରେ ଆମ୍ଭେ ନିଜର ବ୍ଯକ୍ତିତ୍ବ ପ୍ରତିପାଦନ କରୁଛୁ, ଯାହା ଦ୍ବାରା ସମସ୍ତେ ନିଜ ହୃଦୟ ରେ ଜାଣି ପାରିବେ ଯେ, ପରମେଶ୍ବରଙ୍କ ସମ୍ମୁଖ ରେ ଆମ୍ଭମାନେେ ସତ୍ଯ ବାକ୍ଯ ପ୍ରଚାର କରୁଅଛୁ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:5

ଏହି ପ୍ ରମେ ପାଇବା ଲାଗି ଲୋକଙ୍କର ପବିତ୍ର ହୃଦୟ ଥିବା ଆବଶ୍ଯକ ଓ ସମାନେେ ଯାହା ଠିକ୍ ବୋଲି ଜାଣନ୍ତି ତାହା ନିଶ୍ଚୟ କରିବା ଦରକାର ଏବଂ ସମାନଙ୍କେ ସତ୍ଯ ବିଶ୍ବାସ ତାହାଙ୍କଠା ରେ ଥିବା ଦରକାର।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:19

ବିଶ୍ବାସ ଜାରି ରଖ। ଯାହା ଠିକ୍ ବୋଲି ଭାବୁଛ, ତାହା କର। କେତେ ଲୋକ ଏହା କରି ନାହାଁନ୍ତି। ତେଣୁ ସମାନଙ୍କେର ବିଶ୍ବାସ ନଷ୍ଟ ହାଇେଛି।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 1:3

ମୁଁ ସବୁବେଳେ ଦିନରାତି ମାେ ପ୍ରାର୍ଥନା ରେ ତୁମ୍ଭକୁ ମନେପକାଉଛି। ସହେି ପ୍ରାର୍ଥନା ରେ ମୁଁ ତୁମ୍ଭ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି। ମାରେ ପୂର୍ବଜମାନେ ସହେି ପରମେଶ୍ବରଙ୍କୁ ସବୋ କରିଥିଲେ। ମୁଁ ଯାହା ଠିକ୍ ବୋଲି ଜାଣେ ତାହା କରି ସର୍ବଦା ତାହାଙ୍କର ସବୋ କରିଛି।

ତୀତସଙ୍କ ପ୍ରତି ପତ୍ର 2:8

ତାହାହିଁ ଆମ୍ଭର ଭରସା। ଏହି ଶିକ୍ଷା ବିଶ୍ବାସ ଯୋଗ୍ଯ ଅଟେ।

ଏବ୍ରୀ 9:14

ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପା ରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ବାରା ଆପଣାକୁ ନିଖୁଣ ବଳିସ୍ବରୂପେ ପରମେଶ୍ବରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ୟ୍ଯରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦବେ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ଯ ପବିତ୍ର କରିବ। ଆମ୍ଭେ ପବିତ୍ର ହାଇେ ଜୀବନ୍ତ ପରମେଶ୍ବରଙ୍କର ସବୋ କରିପାରିବା।

ଏବ୍ରୀ 13:18

ଆମ୍ଭ ପାଇଁ ପ୍ରାର୍ଥନା କରୁଥାଅ। ଆମ୍ଭେ ସବୁବେଳେ ସର୍ବୋତ୍କୃଷ୍ଟ କାମ କରିବାକୁ ଚେଷ୍ଟା କରୁଥିବାରୁ, ଆମ୍ଭେ କରୁଥିବା କାମଗୁଡ଼ିକ ଠିକ୍ ବୋଲି ଅନୁଭବ କରୁ।

ପିତରଙ୍କ ପ୍ରଥମ ପତ୍ 2:12

ଅବିଶ୍ବାସୀ ଲୋକମାନେ ତୁମ୍ଭ ଚାରିପଟେ ଅଛନ୍ତି। ସମାନେେ କହି ପାରନ୍ତି ଯେ ତୁମ୍ଭେ ଖରାପ କାର୍ୟ୍ଯ କରୁଛ। ଅତଏବ ଉତ୍ତମ ଜୀବନଯାପନ କର। ତା ହେଲେ ତୁମ୍ଭମାନେେ କରୁଥିବା ଭଲ କାମଗୁଡ଼ିକୁ ସମାନେେ ଦେଖିବେ ଓ ପରମେଶ୍ବରଙ୍କ ଆସିବା ଦିନ ସମାନେ ତାହାଙ୍କୁ ମହିମା ଦବେେ।

ପିତରଙ୍କ ପ୍ରଥମ ପତ୍ 2:15

ଅତଏବ ଭଲ କାମ କରିବା ଦ୍ବାରା, ଯେଉଁମାନେ ତୁମ୍ଭ ବିଷୟ ରେ ନିର୍ବୋଧ କଥାଗୁଡ଼ିକ କୁହନ୍ତି, ସମାନଙ୍କେ ମୁହଁ ବନ୍ଦ ହାଇଯେିବ।

ପିତରଙ୍କ ପ୍ରଥମ ପତ୍ 2:19

ଜଣେ ଲୋକ ଭୁଲ ନ କରିଥିଲେ ମଧ୍ଯ ସେ ଦୁଃଖ ପାଇ ପା ରେ। ଯଦି ସେ ଲୋକ ପରମେଶ୍ବରଙ୍କ କଥା ଚିନ୍ତା କରେ ଓ କଷ୍ଟକୁ ସହି ଯାଏ ତା ହେଲେ ପରମେଶ୍ବର ପ୍ରସନ୍ନ ହୁଅନ୍ତି।

ପିତରଙ୍କ ପ୍ରଥମ ପତ୍ 3:1

ଠିକ୍ ସହେି ଭଳି ପତ୍ନୀମାନେ ନିଜ ନିଜର ପତିମାନଙ୍କର ଅଧିକାର ମାନିବା ଉଚିତ୍। ତା' ହେଲେ, ଯଦି ପତିମାନଙ୍କ ମଧ୍ଯରୁ କେତଜେଣ ପରମେଶ୍ବରଙ୍କ ଶିକ୍ଷା ମାନୁ ନାହାଁନ୍ତି, ସମାନଙ୍କେୁ ବିଶ୍ବାସ କରିବା ପାଇଁ ମନାଇପାରିବ। ତୁମ୍ଭେ କିଛି କହିବା ଦରକାର ହବେ ନାହିଁ। ସମାନେେ ସମାନଙ୍କେର ପତ୍ନୀଙ୍କ ଜୀବନ ଦେଖି ପ୍ରଭାବିତ ହବେେ।

ପିତରଙ୍କ ପ୍ରଥମ ପତ୍ 3:21

ସହେି ଜଳ ବାପ୍ତିସ୍ମ ସଦୃଶ ତୁମ୍ଭକୁ ଏବେ ରକ୍ଷା କରୁଛି। ଶରୀରର ମଇଳା ସଫା କରିବା ବାପ୍ତସ୍ମ ନୁହେଁ। ମାତ୍ର ବାପ୍ତସ୍ମ ହେଉଛି, ପରମେଶ୍ବରଙ୍କୁ ଏକ ହୃଦୟ ମାଗିବା। ଯୀଶୁ ମୃତ୍ଯୁରୁ ଜୀବିତ ହାଇେଥିବାରୁ ଏହା ତୁମ୍ଭକୁ ରକ୍ଷା କରୁଛି।

Interlinear

Choose Theme