Home Bibles ପିତରଙ୍କ ପ୍ରଥମ ପତ୍ 4:12 · ଓଡ଼ିଆ ବାଇବେଲ
ପିତରଙ୍କ ପ୍ରଥମ ପତ୍ 4:12 · ଓଡ଼ିଆ ବାଇବେଲ

ମାେ ମିତ୍ରଗଣ, ତୁମ୍ଭମାନେେ ବର୍ତ୍ତମାନର ଦୁଃଖ ସହୁଥିବାରୁ ଆଶ୍ଚର୍ୟ୍ଯ ମନକରେ ନାହିଁ। ଏହି ଦୁଃଖ ଭୋଗ ତୁମ୍ଭମାନଙ୍କର ବିଶ୍ବାସ ପରୀକ୍ଷା କରୁଛି। ଭାବ ନାହିଁ ଯେ ତୁମ୍ଭ ପ୍ରତି କିଛି ଆଶ୍ଚର୍ୟ୍ଯ କଥା ଘଟୁଛି।

Cross references

ଯିଶାଇୟ 28:21

ସଦାପ୍ରଭୁ ପାରାସୀମ ପର୍ବତ ରେ ଉଠିଲାପରି ଉଠିବେ। ଗିବିଯୋନ ଉପତ୍ୟକା ରେ ଯେପରି କ୍ରୋଧାନ୍ବିତ ହାଇେଥିଲେ, ସହେିପରି କୋର୍ଧ କରିବେ। ସେତବେେଳେ ସେ ଅଦ୍ଭୁତକାର୍ୟ୍ଯ ସାମ୍ପାଦନ କରିବେ। ପୁଣି ସେ ନିଜର କାର୍ୟ୍ଯ ତଥା ଅଲୌକିକ କାର୍ୟ୍ଯ ସମ୍ପନ୍ନ କରିବେ।

ଦାନିଏଲ 11:35

କେତକେ ଜ୍ଞାନୀ ଲୋକଙ୍କର ପତନ ଘଟିବ ଓ ସମାନେେ ଭୁଲ କରିବେ। ମାତ୍ର ସହେି ଜ୍ଞାନୀମାନେ ସମାନଙ୍କେୁ ନିର୍ମଳ, ପରିଷ୍କୃତ ଓ ଶୁକ୍ଲୀକୃତ କରିବା ପାଇଁ ଶଷେ ସମୟ ପତିତ ହବେେ। ସହେି ସମୟ ଆସିବ ଯେତବେେଳେ ପରମେଶ୍ବର ନିଷ୍ପତ୍ତି କରିବେ।'

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:13

କିନ୍ତୁ ପ୍ରେତ୍ୟକକ ଲୋକର କାମ ସହେି ଦିନ ସ୍ପଷ୍ଟ ଭାବରେ ପ୍ରକାଶିତ ହବେ। ସହେି ଦିନଟି ନିଆଁ ଦଇେ ଆସିବ, ଓ ସହେି ନିଆଁ ପ୍ରେତ୍ୟକକ ଲୋକର କାର୍ୟ୍ଯକୁ ପରୀକ୍ଷା କରିବ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:13

କବଳେ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରେତ୍ୟକକଙ୍କ ନିମନ୍ତେ ମଧ୍ଯ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭମାନେେ ପରମେଶ୍ବରଙ୍କ ଠା ରେ ବିଶ୍ବାସ କରିପାର। ସେ କବେେ ହେଲେ ତୁମ୍ଭମାନଙ୍କୁ ଅସହ୍ଯ ପରୀକ୍ଷା ରେ ପଡ଼ିବାକୁ ଦବେେ ନାହିଁ। କିନ୍ତୁ ଯେତବେେଳେ ତୁମ୍ଭମାନେେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହବେ, ସେତବେେଳେ ପରମେଶ୍ବର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ଯ ଦଖାଇେ ଦବେେ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 3:2

ଅତଏବ ଆଥୀନୀ ରେ ଏକା ରହି ଯାଇ, ତୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇବାକୁ ଆମ୍ଭେ ସ୍ଥିର କଲୁ। ତୀମଥି ଆମ୍ଭର ଭାଇ। ସେ ପରମେଶ୍ବରଙ୍କ ଲାଗି ମାେ ସହିତ କାମ କରନ୍ତି। ଲୋକମାନଙ୍କୁ ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରନ୍ତି। ତୁମ୍ଭମାନଙ୍କ ବିଶ୍ବାସ ରେ ଶକ୍ତି ଉତ୍ସାହ ଆଣିବା ପାଇଁ ଆମ୍ଭେ ତୀମଥିଙ୍କୁ ପଠାଇଥୁଲୁ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 3:12

ପରମେଶ୍ବରଙ୍କ ଇଚ୍ଛାନୁଯାଯୀ ଖ୍ରୀଷ୍ଟ ଯୀଶୁଙ୍କଠା ରେ ବିଶ୍ବାସପୂର୍ବକ ଜୀବନ ଅତିବାହିତ କରିବାକୁ ଚାହୁଁଥିବା ପ୍ରେତ୍ୟକକ ଲୋକ ନିର୍ୟ୍ଯାତିତ ହବେେ। ମନ୍ଦ ଲୋକେ ଓ ଅନ୍ୟମାନଙ୍କୁ ଠକୁଥିବା ଲୋକେ ମନ୍ଦରୁ ମନ୍ଦ ହାଇଯେିବେ।

ପିତରଙ୍କ ପ୍ରଥମ ପତ୍ 1:6

ତେଣୁ ତୁମ୍ଭେ ଆନନ୍ଦିତ ହୁଅ। କିନ୍ତୁ ଏବେ ଅଳ୍ପ ସମୟ ପାଇଁ ଅନକେ ପ୍ରକାରର ସମସ୍ଯା ତୁମ୍ଭକୁ ଦୁଃଖୀ କରୁଥାଇପା ରେ।

ପିତରଙ୍କ ପ୍ରଥମ ପତ୍ 4:4

ସହେି ଅବିଶ୍ବାସୀମାନେ ଆଶ୍ଚର୍ୟ୍ଯ ହେଉଛନ୍ତି ଯେ ବର୍ତ୍ତମାନ ତୁମ୍ଭେ ସମାନଙ୍କେ ଭଳି ହିଂସ୍ରକ ଓ ଧ୍ବଂସାକରୀ କାମମାନ କରୁ ନାହଁ।

ପିତରଙ୍କ ପ୍ରଥମ ପତ୍ 5:9

ଶୟତାନର ଅନୁସରଣ କର ନାହିଁ। ନିଜ ବିଶ୍ବାସ ରେ ଦୃଢ଼ ହାଇେ ରୁହ। ସମଗ୍ର ବିଶ୍ବ ରେ ସର୍ବତ୍ର ତୁମ୍ଭ ଭାଇ ଓ ଭଉଣୀମାନେ ସମାନ ଭାବରେ ତୁମ୍ଭ ଭଳି ଯାତନା ପାଉଛନ୍ତି, ଏ କଥା ତୁମ୍ଭେ ଜାଣ।

Interlinear

Choose Theme