Home Bibles ପିତରଙ୍କ ପ୍ରଥମ ପତ୍ 4:17 · ଓଡ଼ିଆ ବାଇବେଲ
ପିତରଙ୍କ ପ୍ରଥମ ପତ୍ 4:17 · ଓଡ଼ିଆ ବାଇବେଲ

ଏବେ ବିଚାରର ସମୟ ଆସିଛି। ତାହା ପରମେଶ୍ବରଙ୍କ ପରିବାରଠାରୁ ଆରମ୍ଭ ହବେ। ଯଦି ସହେି ବିଚାର ଆମ୍ଭଠାରୁ ଆରମ୍ଭ ହୁଏ, ତାହାହେଲେ ଯେଉଁମାନେ ପରମେଶ୍ବରଙ୍କ ସୁସମାଚାର ଗ୍ରହଣ କରି ନାହାଁନ୍ତି, ସମାନଙ୍କେର କି ଅବସ୍ଥା ହବେ ?

Cross references

ଯିଶାଇୟ 10:12

ମାରେ ପ୍ରଭୁ ୟିରୁଶାଲମ ଓ ସିୟୋନ ପର୍ବତ ବିରୁଦ୍ଧ ରେ ସମସ୍ତ କାର୍ୟ୍ଯ ସମାପ୍ତ କଲାପ ରେ ଅଶୂରକୁ ଦଣ୍ଡ ଦବେେ। କାରଣ ଅଶୂରର ରାଜା ଅତି ଅହଙ୍କାରୀ ଓ ତାଙ୍କର ଗର୍ବ ତାଙ୍କୁ କୁକର୍ମ କରାଇଛି। ତେଣୁ ପରମେଶ୍ବର ତାଙ୍କୁ ଦଣ୍ଡ ଦବେେ।

ଯିରିମିୟ 25:29

କାରଣ ଏହି ୟିରୁଶାଲମକୁ ମୁଁ କ୍ଷତି କରିବାକୁ ଅଭିୟାନ ଆରମ୍ଭ କରିଛି। ତାହା ମାରେ ନାମକୁ ଧାରଣ କରିଛି। ତୁମ୍ଭମାନେେ କହିବାର ଆମ୍ଭମାନେେ ଦଣ୍ଡିତ ହବେୁ ନାହିଁ। ମାତ୍ର ତୁମ୍ଭମାନେେ ଭୁଲ୍ କହୁଅଛ। ଆମ୍ଭେ ସମଗ୍ର ପୃଥିବୀବାସୀଙ୍କ ଉପ ରେ ଖଡ୍ଗ ଚଳାଇବା। ଏହା ସଦାପ୍ରଭୁ କହନ୍ତି।

ଯିରିମିୟ 49:12

ମାତ୍ର ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନଙ୍କର ସହେି ପାତ୍ର ରେ ପାନ କରିବାର ନାହିଁ, ସମାନେେ ତହିଁରେ ପାନ କରିବେ। କିନ୍ତୁ ଇଦୋମ, ତୁମ୍ଭେ ପାନ କରିବାର ଯୋଗ୍ଯ ଓ ତୁମ୍ଭେ ନିଶ୍ଚିତ ପାନ କରିବ। ତୁମ୍ଭେ ସର୍ବତୋଭାବେ ଦଣ୍ଡିତ ହବେ। ତୁମ୍ଭେ ଦଣ୍ଡରୁ କବେେ ରକ୍ଷା ପାଇବ ନାହିଁ।

ଯିହିଜିକଲ 9:6

ଆଉ ଆମ୍ଭ ମନ୍ଦିରରୁ ଏହି ଅଭିୟାନ ଆରମ୍ଭ କର। ତେଣୁ ସମାନେେ ମନ୍ଦିରର ସମ୍ମୁଖ ରେ ଉପସ୍ଥିତ ଥିବା ପ୍ରାଚୀନଗଣଠାରୁ ଆରମ୍ଭ କଲେ।

ଆମୋଷ 3:2

ଏହି ପୃଥିବୀ ରେ ବହୁ ପରିବାର ଅଛନ୍ତି। କିନ୍ତୁ ତୁମ୍ଭମାନେେ ଏପରି ଏକ ଗୋଷ୍ଠୀ ସ୍ବତନ୍ତ୍ର ଭାବରେ ଜାଣିବାକୁ ତୁମ୍ଭମାନଙ୍କୁ ବାଛିଥିଲୁ। ମାତ୍ର ତୁମ୍ଭମାନେେ ଆମ୍ଭ ବିରୁଦ୍ଧ ରେ ଗଲ। ତେଣୁ ତୁମ୍ଭମାନଙ୍କର ପାପ ପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଦଣ୍ତ ଦବୋ।

ମଲାଖୀ 3:5

ତା'ପ ରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ଯ ଦବୋ ସମାନଙ୍କେ ବିରୁଦ୍ଧ ରେ, ଯେଉଁମାନେ ମାଯାବୀ, ବ୍ଯଭିଗ୍ଭରୀ, ମିଥ୍ଯାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ଯାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡି ଦିଅନ୍ତି। ସହେିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।

ମାଥିଉଲିଖିତ ସୁସମାଚାର 3:9

ତୁମ୍ଭମାନେେ ନିଜକୁ ଅବ୍ରାହାମ ସନ୍ତାନ ବୋଲି କହି ଦେଲେ ଯେ ୟଥେଷ୍ଟ ହାଇଗେଲା, ସେ କଥା କବେେ ହେଲେ ଭାବ ନାହିଁ। ମୁଁ ତୁମ୍ଭକୁ କହି ରଖୁଛି ଯେ ପରମେଶ୍ବର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡିକରୁ ମଧ୍ଯ ସନ୍ତାନ ସୃଷ୍ଟି କରିପାରିବେ।

ମାଥିଉଲିଖିତ ସୁସମାଚାର 11:20

ସେତବେେଳେ ଯୀଶୁ ଯେଉଁ ନଗରମାନଙ୍କ ରେ ଅଧିକାଂଶ ଆଶ୍ଚର୍ୟ୍ଯ କାର୍ୟ୍ଯଗୁଡିକ କରିଥିଲେ, ସହେି ନଗରଗୁଡିକୁ ତିରସ୍କାର କଲେ। କାରଣ ସଠାେକାର ଲୋକେ ନିଜ ପାପ ପାଇଁ ଅନୁତାପ କରି ହୃଦୟ ପରିବର୍ତ୍ତନ କରି ନଥିଲେ, କି ପାପ କରିବା ଛାଡି ନଥିଲେ,

ଲୂକଲିଖିତ ସୁସମାଚାର 10:12

ମୁଁ ତୁମ୍ଭମାନଙ୍କୁ କହୁଛି ଯେ ବିଚାର ହବୋ ଦିନ ସହେି ନଗରର ଲୋକମନଙ୍କର ଦଶା ସଦୋମର ଲୋକମାନଙ୍କ ଦଶା ଅପେକ୍ଷା ଅଧିକ ଖରାପ ହବେ।

ଲୂକଲିଖିତ ସୁସମାଚାର 12:47

ଯେଉଁ ସବେକ ଆଗରୁ ଜାଣିଥାଏ ଯେ, ମାଲିକଙ୍କ ଇଚ୍ଛା କ'ଣ କିନ୍ତୁ ସେଥିପାଇଁ ଆଦୌ ତତ୍ପର ହୁଏନାହିଁ, କିମ୍ବା ମାଲିକଙ୍କ ଇଚ୍ଛା ଅନୁସାରେ କାମ କରନେି, ସହେିଭଳି ସବେକକୁ ଭୀଷଣ ଦଣ୍ଡ ଦିଆୟିବ।

ଲୂକଲିଖିତ ସୁସମାଚାର 23:31

ବର୍ତ୍ତମାନ ସମୟରେ ଯେତବେେଳେ ଜୀବନ ଭଲ ରେ କଟୁଛି, ସେତବେେଳେ ଲୋକେ ଯଦି ଏଭଳି ବ୍ଯବହାର କରିବେ, ତବେେ ଯେତବେେଳେ ଖରାପ ସମୟ ଆସିବ, ସେତବେେଳେ ଅବସ୍ଥା କ'ଣ ହବେ?

ରୋମୀୟଙ୍କ ପ୍ରତି ପତ୍ର 2:9

ମନ୍ଦକାମ କରୁଥିବା ପ୍ରେତ୍ୟକକ ଲୋକକୁ ପରମେଶ୍ବର ଦୁଃଖ ଓ ସଂକଟ ରେ ପକାଇବେ। ଯିହୂଦୀମାନଙ୍କୁ ପ୍ରଥମେ, ପରେ ଅଣଯିହୂଦୀମାନଙ୍କୁ ମଧ୍ଯ।

ଗାଲାତୀୟଙ୍କ ପ୍ରତି ପତ୍ର 3:1

ପରମେଶ୍ବରଙ୍କ ଆଶୀର୍ବାଦ ବିଶ୍ବାସ ଦ୍ବାରା ମିଳେ ହେ ଗାଲାତୀୟ ଲୋକେ! ଯୀଶୁଖ୍ରୀଷ୍ଟଙ୍କୁ କିପରି ଭାବରେ କ୍ରୁଶ ଉପରେ ମୃତ୍ଯୁ ଦିଆଗଲା, ତାହା ତୁମ୍ଭକୁ ସ୍ପଷ୍ଟ ଭାବରେ କୁହା ଯାଇଥିଲା। କିନ୍ତୁ ତୁମ୍ଭମାନେେ ମୂର୍ଖ। ତୁମ୍ଭେ କାହାର ଛଳନା ରେ ପଡ଼ିଗଲ।

ଗାଲାତୀୟଙ୍କ ପ୍ରତି ପତ୍ର 5:7

ମ୍ଭମାନେେ ପ୍ରତିୟୋଗିତା ରେ ଭଲ ଭାବରେ ଦୌଡ଼ୁଥିଲ। କିଏ ତବେେ ତୁମ୍ଭମାନଙ୍କୁ ସତ୍ଯପଥ ଅନୁସରଣ କରିବା ରେ ବାଧା ଦଲୋ ?

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:8

ଯେଉଁମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ ଓ ଆମ୍ଭ ପ୍ରଭୁ ଯୀଶୁଙ୍କର ସୁସମାଚାରକୁ ମାନନ୍ତି ନାହିଁ, ସମାନଙ୍କେୁ ଦଣ୍ଡ ଦବୋ ଲାଗି ସେ ଜ୍ବଳନ୍ତ ଅଗ୍ନି ଶିଖା ସହିତ ଆସିବେ।

ଏବ୍ରୀ 2:2

ସ୍ବର୍ଗଦୂତମାନଙ୍କ ମାଧ୍ଯମ ରେ ପରମେଶ୍ବର କହିଥିବା ଶିକ୍ଷା ସତ୍ଯ ବୋଲି ଦଖାଇେ ଦିଆଗଲା। ପ୍ରେତ୍ୟକକ ଥର ୟିହୁଦୀମାନେ ତାହାର ବିରୁଦ୍ଧାଚରଣ କରି ଦଣ୍ଡ ପାଇଥିଲେ। ଯେତବେେଳେ ସହେି ଶିକ୍ଷାକୁ ସମାନେେ ଅବମାନନା କଲେ, ସମାନେେ ଦଣ୍ଡିତ ହେଲେ।

ଏବ୍ରୀ 2:4

କର୍ମ ଦ୍ବାରା ପରମେଶ୍ବର ମଧ୍ଯ ଏହାର ପ୍ରମାଣ ଦେଲେ। ପରମେଶ୍ବର ଆପଣା ଇଚ୍ଛାନୁସା ରେ ପବିତ୍ର ଆତ୍ମାଙ୍କ ଅନ୍ଯାନ୍ଯ ଦାନ ଦ୍ବାରା ଏହା ପ୍ରମାଣିତ କରିଅଛନ୍ତି।

ଏବ୍ରୀ 5:9

ପୁଣି ଯୀଶୁ ନିର୍ଦ୍ ଦୋଷ ଥିଲେ। ଅତଏବ ଯେଉଁମାନେ ତାହାଙ୍କର ଆଜ୍ଞା ମାନନ୍ତି ସମାନେେ ଅନନ୍ତ ଜୀବନ ପାଇପାରିବେ।

ଏବ୍ରୀ 11:8

ପରମେଶ୍ବର ଅବ୍ରହାମଙ୍କୁ ତାହାଙ୍କ ସ୍ଥାନ ଛାଡ଼ିବାକୁ, ଓ ଅନ୍ୟ ଗୋଟିଏ ସ୍ଥାନକୁ ୟିବା ପାଇଁ ଡାକିଲେ। ପରମେଶ୍ବର ତାହାଙ୍କୁ ସହେି ଦେଶ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ। ସେ କେଉଁଠାକୁ ଯାଉଅଛନ୍ତି, ତାହା ଅବ୍ରହାମ ଜାଣି ନ ଥିଲେ। କିନ୍ତୁ ଅବ୍ରହାମ ନିଜ ବିଶ୍ବାସ ଦ୍ବାରା ମାନିଲେ, ଓ ସହେି ସ୍ଥାନ ପାଇଁ ପ୍ରସ୍ଥାନ କଲେ।

ଏବ୍ରୀ 12:24

ତୁମ୍ଭମାନେେ, ପରମେଶ୍ବରଙ୍କଠାରୁ ନୂତନ ନିୟମ ନିଜ ଲୋକଙ୍କ ପାଖକୁ ଆଣିଥିବା ଯୀଶୁଙ୍କ ପାଖକୁ ଆସିଛ। ତୁମ୍ଭମାନେେ ହବେଲଙ୍କ ରକ୍ତ ଅପେକ୍ଷା ଅଧିକ ଭଲ ବାକ୍ଯ କହି ପାରୁଥିବା ରକ୍ତ ସଚେନ326 ନିକଟକୁ ଆସିଛ।

ପିତରଙ୍କ ପ୍ରଥମ ପତ୍ 2:8

ଯେଉଁମାନେ ବିଶ୍ବାସ କରନ୍ତି ନାହିଁ ସମାନଙ୍କେ ଲାଗି :

Interlinear

Choose Theme