ସବୁଠାରୁ ବଡ଼ କଥା ହେଲା ଯେ, ପରସ୍ପରକୁ ନିବିଡ଼ ଭାବେ ପ୍ ରମେ କର।
Cross references
ହିଂସା କଳି ଆଣେ। କିନ୍ତୁ ପ୍ ରମେ ସବୁ ଅଧର୍ମକୁ କ୍ଷମା କରେ।
ଅଜ୍ଞାନର ବିରକ୍ତି ହଠାତ୍ ପ୍ରକାଶ ପାଏ ; କିନ୍ତୁ ବିଜ୍ଞ ମନୁଷ୍ଯ ଅପମାନକୁ ଉପେକ୍ଷା କରେ।
ଯଦି ତୁମ୍ଭେ ଦୋଷୀକୁ କ୍ଷମା କର, ତବେେ ସେ ତୁମ୍ଭର ବନ୍ଧୁ ହବେ। ମାତ୍ର ତା'ର ଦୋଷକୁ ଯବେେ ତୁମ୍ଭେ ମନେ ପକାଇବ, ତବେେ ତୁମ୍ଭର ବନ୍ଧୁତ୍ବ ନଷ୍ଟ ହବେ।
ଯେ ଶୁଣିବା ପୂର୍ବରୁ ଉତ୍ତର କରେ, ଗୋଟିଏ ଅଜ୍ଞାନତା ପରି ସିଏ ବିବଚେନା ହୁଏ ଓ ଲଜ୍ଜିତର କାରଣ ହୁଏ।
ଯଦି ମୁଁ ମଣିଷମାନଙ୍କର ବିଭିନ୍ନ ଭାଷା ରେ ବା ସ୍ବର୍ଗଦୂତଙ୍କ ଭାଷା ରେ କହିପା ରେ, ମାତ୍ର ମାଠାେ ରେ ପ୍ ରମେ ନାହିଁ, ତାହାହେଲେ ମୁଁ ଶବ୍ଦ କାରକ ପିଟା ଘଣ୍ଟା ବା ଝାଞ୍ଜ ଭଳି ଅଟେ।
ଏହିସବୁ କର, କିନ୍ତୁ ସବୁଠାରୁ ମୁଖ୍ଯ ବିଷୟ ହେଲା, ପରସ୍ପରକୁ ପ୍ ରମେ କରିବା। ପ୍ ରମେ ତୁମ୍ଭମାନଙ୍କୁ ଏକତା ରେ ଏକାଠି ବାନ୍ଧି ରେଖ।
ତୁମ୍ଭମାନଙ୍କର ପ୍ ରମେ ବୃଦ୍ଧି ହେଉ ବୋଲି, ଆମ୍ଭେ ପ୍ରଭୁଙ୍କୁ ପ୍ରାର୍ଥନା କରୁଛୁ। ପରସ୍ପର ନିମନ୍ତେ ଓ ଅନ୍ୟ ସମସ୍ତଙ୍କ ପାଇଁ ସେ ତୁମ୍ଭମାନଙ୍କୁ ଅଧିକରୁ ଅଧିକ ପ୍ ରମେ ପ୍ରଦାନ କରନ୍ତୁ, ଆମ୍ଭେ ଏହି ପ୍ରାର୍ଥନା କରୁଛୁ। ଆମ୍ଭେ ଯଭେଳି ତୁମ୍ଭମାନଙ୍କୁ ଭଲ ପାଉ, ସହେିଭଳି ତୁମ୍ଭମାନେେ ସମସ୍ତଙ୍କୁ ଭଲ ପାଅ ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।
ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ ରମେଭାବ ବିଷୟ ରେ ତୁମ୍ଭମାନଙ୍କୁ ଲେଖିବାର ଆବଶ୍ଯକତା ନାହିଁ। ପରସ୍ପରକୁ ପ୍ ରମେ କରିବା ପାଇଁ ପରମେଶ୍ବର ତୁମ୍ଭମାନଙ୍କୁ ଆଗରୁ ଶିଖାଇଛନ୍ତି।
ଆମ୍ଭେ ସର୍ବଦା ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଇଛୁ। ଆମ୍ଭ ପାଇଁ ଏଭଳି କରିବା ଠିକ୍ ବୋଲି ଆମ୍ଭେ ଉଚିତ ମନେ କରୁଛୁ। ତୁମ୍ଭମାନଙ୍କ ବିଶ୍ବାସ ଯେ ହତେୁ ଅଧିକରୁ ଅଧିକ ବୃଦ୍ଧି ପାଇଛି, ଏହା ଠିକ୍ ବୋଲି ପ୍ରମାଣିତ ହେଉଛି।
ଏହି ପ୍ ରମେ ପାଇବା ଲାଗି ଲୋକଙ୍କର ପବିତ୍ର ହୃଦୟ ଥିବା ଆବଶ୍ଯକ ଓ ସମାନେେ ଯାହା ଠିକ୍ ବୋଲି ଜାଣନ୍ତି ତାହା ନିଶ୍ଚୟ କରିବା ଦରକାର ଏବଂ ସମାନଙ୍କେ ସତ୍ଯ ବିଶ୍ବାସ ତାହାଙ୍କଠା ରେ ଥିବା ଦରକାର।
ଖ୍ରୀଷ୍ଟଙ୍କଠା ରେ ଥିବା ତୁମ୍ଭର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ ରମେଭାବ ରଖିଥାଅ।
ମାେ ଭାଇ ଓ ଭଉଣୀମାନେ ! ମନରେଖ ଯେ କୌଣସି ପ୍ରତିଜ୍ଞା କଲା ବେଳେ ଶପଥ କର ନାହିଁ। ଏହା ଅତି ଗୁରୁତ୍ବପୂର୍ଣ୍ଣ ଅଟେ। ତୁମ୍ଭର କଥାକୁ ସତ୍ଯ ବୋଲି ପ୍ରମାଣିତ କରିବା ପାଇଁ ସ୍ବର୍ଗ, ପୃଥିବୀ ବା ଅନ୍ୟ କିଛିର ନାମ ନିଅ ନାହିଁ। ତୁମ୍ଭର ହଁ କଥା ହଁ ହେଉ, ଏବଂ ନା କଥା ନା ହେଉ। ଏପରି କଲେ ତୁମ୍ଭେ ଦୋଷୀ ସାବ୍ଯସ୍ତ ହବେ ନାହିଁ।
ଏହା ମନରେଖ : ଯେଉଁ ଲୋକ ମନ୍ଦ ମାର୍ଗରୁ ଜଣେ ପାପୀକୁ ଫରୋଇ ଆଣେ, ତବେେ ସେ ମୃତ୍ଯୁରୁ ତାହାର ଆତ୍ମାକୁ ରକ୍ଷା କରେ। ଏହା କରିବା ଦ୍ବାରା, ସହେି ଲୋକ ଅନକେ ପାପକ୍ଷମାର କାରଣ ହାଇପୋରିଥାଏ।
ଏବେ, ସତ୍ଯ ପାଳନ ଦ୍ବାରା ତୁମ୍ଭମାନେେ ନିଜ ନିଜକୁ ପବିତ୍ର କରିଛ। ତୁମ୍ଭମାନେେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ସତ୍ଯ ପ୍ ରମେ ଦଖାଇେ ପାରିବ। ଅତଏବ, ପୂର୍ଣ୍ଣ ହୃଦୟ ସହିତ ଗଭୀର ଭାବରେ ପରସ୍ପରକୁ ପ୍ ରମେ କର।
ଜ୍ଞାନ ରେ ଆତ୍ମସଂୟମତା, ଆତ୍ମସଂୟମତା ରେ ର୍ଧୈୟ୍ଯ ଓ ର୍ଧୈୟ୍ଯ ରେ ପରମେଶ୍ବରଙ୍କ ସବୋ,
ପ୍ରିୟ ବନ୍ଧୁ, ମୁଁ ଜାଣେ, ତୁମ୍ଭର ଆତ୍ମା କୁଶଳ ରେ ଅଛି। ତେଣୁ ମୁଁ ପ୍ରାର୍ଥନା କରେ, ତୁମ୍ଭେ ସବୁ ଦୃଷ୍ଟିରୁ ଭଲ ରେ ଥିବ। ତୁମ୍ଭର ଉତ୍ତମ ସ୍ବାସ୍ଥ୍ଯ ପାଇଁ ମୁଁ ପ୍ରାର୍ଥନା କରୁଛି।