ସହେି ସମୟରେ ହାନ୍ନା ମନେ ମନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଥିଲେ। କବଳେ ତାଙ୍କର ଓଷ୍ଠ ହଲକ୍ସ୍ଟଥିଲା। ମାତ୍ର ତାଙ୍କର ସ୍ବର ଶକ୍ସ୍ଟଣା ଯାଉନଥିଲା। ତେଣୁ ସେ ଗଭୀର ଭାବରେ ଦ୍ରାକ୍ଷାପାନ କରିଛି ବୋଲି ଏଲି ଭାବିଲେ।
Cross references
ଆଜି ଏହି କୂପ ନିକଟକୁ ଆସିଲି ଏବଂ କହିଲି, 'ସଦାପ୍ରଭୁ ପରମେଶ୍ବର ମାରେ ପ୍ରଭୁ ଅବ୍ରହାମଙ୍କର ପରମେଶ୍ବର, ଦୟାକରି ମାରୟୋତ୍ରା ସଫଳ କରାଅ।
ମାେକ ନିରବ ରେ ପ୍ରାର୍ଥନା ସରିବା ପୂର୍ବରୁ ରିବିକା କାନ୍ଧ ରେ ଜଳପାତ୍ର ଧରି କୂଅମୂଳକୁ ଆସିଲେ। ସେ ଜଳପାତ୍ର କୂଅ ଭିତରକୁ ପକାଇଲେ ଏବଂ କିଛି ଜଳ କାଢ଼ିଲେ।
ଏହାପରେ ରାଜା ମାେତେ କହିଲେ, ମାେ ନିକଟରୁ କ'ଣ ସାହାୟ୍ଯ ତୁମ୍ଭେ ଗ୍ଭହଁ।
ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ନିଜକୁ ସମର୍ପଣ କରୁଛି।
ସର୍ବଶକ୍ତିମାନ୍ ସଦାପ୍ରଭୁ ସମାନଙ୍କେୁ ସୁରକ୍ଷା ଦବେେ। ସମାନେେ ଧ୍ବଂସ ହବେେ, ସମାନେେ ସମାନଙ୍କେର ଶତୃମାନଙ୍କୁ ବାଟୁଳି ଦ୍ବାରା ପରାସ୍ତ କରିବେ। ସମାନେେ ଦ୍ରାକ୍ଷାରସ ପାନ କରିବେ ଓ ଦୁର୍ଦ୍ଦାନ୍ତ ହବେେ, ସମାନେେ ୟଜ୍ଞବଦେୀର କଣ ରେ ଥିବା ପାତ୍ର ଯେପରି ସହେିପରି ପୂର୍ଣ୍ଣ ହବେେ।
କିନ୍ତୁ ଅନ୍ୟ ଲୋକମାନେ ପ୍ ରରେିତମାନଙ୍କୁ ଉପହାସ କରି କହିଲେ, ଏମାନେ ସମସ୍ତେ ମଦପିଇ ମାତାଲ ହାଇେଛନ୍ତି।
ଆତ୍ମା ମଧ୍ଯ ଆମକୁ ସାହାୟ୍ଯ କରୁଛନ୍ତି, ଆମ୍ଭେ ଅତି ଦୁର୍ବଳ କିନ୍ତୁ ଆତ୍ମା ଆମ୍ଭର ଦୁର୍ବଳତା ରେ ଆମ୍ଭକୁ ସାହାୟ୍ଯ କରୁଛନ୍ତି। କଣ ଓ କିପରି ପାର୍ଥନା କରିବା ଉଚିତ୍ ତାହା ଆମ୍ଭେ ଜାଣୁ ନାହୁଁ। କିନ୍ତୁ ଆତ୍ମା ନିଜ ତରଫରୁ ପରମେଶ୍ବରଙ୍କୁ ଆମ୍ଭ ପାଇଁ ପାର୍ଥନା କରନ୍ତି। ଆତ୍ମା ଆମ୍ଭ ପାଇଁ ପରମେଶ୍ବଙ୍କ ଠା ରେ ନିବଦନେ କରନ୍ତି। ଆତ୍ମା ଯେତେ ଗଭୀର ଭାବନା ସହିତ ପରମେଶ୍ବରଙ୍କୁ କୁହନ୍ତି ତାହା ଶବ୍ଦ ରେ ବର୍ଣନା କରା ଯାଇ ପାରିବ ନାହିଁ।
ପ୍ ରମେ ସମସ୍ତ ବିଷୟ ସହ୍ଯ କରେ। ପ୍ ରମେ ସମସ୍ତ ବିଶ୍ବାସ କରେ ; ସମସ୍ତ ଭରସା କରେ, ସବୁ ବିଷୟ ରେ ର୍ଧୈୟ୍ଯ ଧରି ରହେ।