Home Bibles ପ୍ରଥମ ଶାମୁୟେଲ 1:14 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 1:14 · ଓଡ଼ିଆ ବାଇବେଲ

ଏଲି ହାନ୍ନାଙ୍କକ୍ସ୍ଟ କହିଲେ, ତୁମ୍ଭେ ଆଉ କେତକୋଳ ମାତାଲ ହେଉଥିବ? ଦ୍ରାକ୍ଷାରସରକ୍ସ୍ଟ ଦକ୍ସ୍ଟ ରଇେ ରକ୍ସ୍ଟହ।

Cross references

ଯିହୋଶୂୟ 22:12

ସମସ୍ତ ଇଶ୍ରାୟେଲ ପରିବାରବର୍ଗଗଣ ସହେି ତିନି ବଂଶ ଉପରେ ରାଗିଲେ। ୟକ୍ସ୍ଟଦ୍ଧ କରିବା ପାଇଁ ନିଷ୍ପତ୍ତି କଲେ। ସମାନେେ ୟକ୍ସ୍ଟଦ୍ଧକକ୍ସ୍ଟ ୟିବା ପାଇଁ ଶିଲୋଠା ରେ ଏକତ୍ରୀତ ହେଲେ।

ଆୟୁବ ପୁସ୍ତକ 8:2

ତୁମ୍ଭର କଥାସବୁ ପ୍ରବଳ ବାଯୁ ତୁଲ୍ଯ ଅଟେ।

ଆୟୁବ ପୁସ୍ତକ 11:14

ଯଦି ତୁମ୍ଭ ହାତ ରେ ପାପ ବା ଅଧର୍ମ ଥାଏ ତା' ହେଲେ ତାକୁ ଦୂର କର ଓ ଅନ୍ଯାଯକୁ ତୁମ୍ଭ ଗୃହ ରେ ବାସ କରିବାକୁ ଦିଅନାହିଁ।

ଆୟୁବ ପୁସ୍ତକ 22:23

ତୁମ୍ଭେ ପରମେଶ୍ବରଙ୍କ ନିକଟକୁ ଫରେିଆସ। ସର୍ବଶକ୍ତିମାନ ପରମେଶ୍ବର ତୁମ୍ଭକୁ ପୁନଃସ୍ଥାପନ କରିବେ। କିନ୍ତୁ ତୁମ୍ଭେ ତୁମ୍ଭର ଘରୁ ଦୁଷ୍ଟତା ଦୂର କର।

ଗୀତସଂହିତା 62:3

କେତକୋଳ ପର୍ୟ୍ଯନ୍ତ ତୁମ୍ଭମାନେେ ମାେତେ ଆକ୍ରମଣ କରିବ ଓ ହତ୍ଯା କରିବାକୁ ଚେଷ୍ଟା କରିବ ? ମୁଁ ଗୋଟିଏ ନଇଁ ପଡ଼ିଥିବା କାନ୍ଥ ଓ ଟଳମଳ ପ୍ରାଚୀର ତୁଲ୍ଯ। ମୁଁ ଜଣେ ଉଚ୍ଚ ପଦାଧିକାରୀ ତଥାପି ଲୋକମାନେ ମାେତେ ହତ୍ଯା କରିବାକୁ ଚେଷ୍ଟା କରୁଛନ୍ତି।

ହିତୋପଦେଶ 4:24

ତୁମ୍ଭର ମୁଖରୁ ଅସତ୍ଯ ବାକ୍ଯ ବାହାରି ନ ଆସୁ। ମିଥ୍ଯା କୁହ ନାହିଁ।

ହିତୋପଦେଶ 6:9

ହେ ଅଳସୁଆ ଲୋକମାନେ, କେତକୋଳ ପର୍ୟ୍ଯନ୍ତ ତୁମ୍ଭମାନେେ ସଠାେ ରେ ପଡ଼ି ରହିବ ? ତୁମ୍ଭେ କେତକୋଳ ପର୍ୟ୍ଯନ୍ତ ତୁମ୍ଭର ନିଦ୍ରା ଭାଙ୍ଗି ଉଠିବ ?

ମାଥିଉଲିଖିତ ସୁସମାଚାର 7:1

ଅନ୍ୟର ବିଚାର କରନାହିଁ। ତା' ହେଲେ ପରମେଶ୍ବର ତୁମ୍ଭର ବିଚାର କରିବେ ନାହିଁ।

ଏଫିସୀୟଙ୍କ ପ୍ରତି ପତ୍ର 4:25

ଅତଏବ ତୁମ୍ଭେ ମିଛ କହିବା ବନ୍ଦ କର। ସର୍ବଦା ପରସ୍ପରକୁ ସତ୍ଯ କୁହ, ଯେ ହତେୁ ଆମ୍ଭେ ସମସ୍ତେ ଗୋଟିଏ ଦହରେ ଅଙ୍ଗପ୍ରତ୍ଯଙ୍ଗ ଅଟୁ।

ଏଫିସୀୟଙ୍କ ପ୍ରତି ପତ୍ର 4:31

କବେେ ହେଲ କଟୁ ହୁଅ ନାହିଁ, ରାଗ ନାହିଁ କୋର୍ଧ କର ନାହିଁ, ଉତ୍ତଜେିତ ହୁଅ ନାହିଁ। କୋରଧ ରେ ପାଟି କର ନାହିଁ, ବା ଅନ୍ୟମାନଙ୍କୁ ଆଘାତ ଦଲୋଭଳି କଥା କୁହ ନାହିଁ। କବେେ ହେଲ ମନ୍ଦ କାମ କର ନାହିଁ।

Interlinear

Choose Theme