Home Bibles ☰ Books ପ୍ରଥମ ଶାମୁୟେଲ 1:21 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 1:21 · ଓଡ଼ିଆ ବାଇବେଲ

ଏହାପରେ ଇଲ୍କାନା ଓ ତାହାର ପରିବାର ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ବଳିଦାନ ଓ ଆପଣା ପ୍ରତିଜ୍ଞା ପୂର୍ଣ୍ଣତା କରିବାକୁ ଗଲେ।

Cross references

ଆଦି ପୁସ୍ତକ 18:19

ମୁଁ ତାଙ୍କୁ ମନୋନୀତ କରିଛି। ମୁଁ ଏପରି କଲି, ସେଥିପାଇଁ ସେ ତାଙ୍କର ପିଲାମାନଙ୍କୁ ଓ ବଂଶଧରଙ୍କୁ ନିର୍ଦ୍ଦେଶ ଦବେେ, ଯେଉଁପରି ଭାବରେ ମୁଁ ସମାନଙ୍କେୁ ଜୀବନଧାରଣ କରିବାକୁ ଏବଂ ଯାହା ନ୍ଯାଯ ଓ ଯଥାର୍ଥ ତାହା କରିବାକୁ ଚା ହେଁ। ତା'ପରେ ମୁଁ ସଦାପ୍ରଭୁ, ଯାହା ମୁଁ ପ୍ରତିଜ୍ଞା କଲି ତାହା ମୁଁ କରିବି।

ଦିତୀୟ ବିବରଣ 12:6

ତୁମ୍ଭମାନେେ ସହେି ସ୍ଥାନକକ୍ସ୍ଟ ନିଜ ନିଜ ହାମବେଳି ଓ ନିଜ ନିଜ ବଳିଦାନ ଓ ନିଜ ନିଜ ଦଶମାଂଶ ଓ ନିଜ ନିଜ ହସ୍ତର ଉତ୍ତୋଳନୀଯ ଉପହାର ନିଜ ନିଜ ମାନତ ଦ୍ରବ୍ଯ, ସ୍ବେଛାଦତ ନବୈେଦ୍ଯ ଓ ନିଜ ନିଜ ପଶକ୍ସ୍ଟ ପଲର ପ୍ରଥମଜାତ ସମସ୍ତଙ୍କକ୍ସ୍ଟ ଆଣିବ।

ଦିତୀୟ ବିବରଣ 12:11

ସେତବେେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ନିରୂପିତ କରିବେ ସହେ ସ୍ଥାନକକ୍ସ୍ଟ ତୁମ୍ଭମାନେେ ମାରେ ଆଜ୍ଞା ଅନକ୍ସ୍ଟସା ରେ ନିଜ ନିଜ ହୋମ ନବୈେଦ୍ଯ ଓ ନିଜ ନିଜ ବଳିଦାନ, ନିଜ ଆଯର ଦଶମାଂଶ ଓ ନିଜ ନିଜ ହସ୍ତର ଉତ୍ତଳନୀଯ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମନାସିଲାର ତୁମ୍ଭମାନଙ୍କର ସକଳ ମନୋନୀତ ମାନତ ଆଣିବ।

ଯିହୋଶୂୟ 24:15

ଯଦି ସଦାପ୍ରଭୁଙ୍କ ସବୋ ତକ୍ସ୍ଟମ୍ଭ ଦୃଷ୍ଟି ରେ ମନ୍ଦ ଦିଶେ। ତବେେ ତୁମ୍ଭମାନେେ କାହାର ସବୋ କରିବ ଆଜି ମନୋନୀତ କର। ତୁମ୍ଭମାନଙ୍କୁ ଆଜି ନିଷ୍ପତ୍ତି ନବୋକକ୍ସ୍ଟ ପଡିବ ଯେ ତୁମ୍ଭେ କାହାର ସବୋ କରିବ। ତୁମ୍ଭେ କ'ଣ ତକ୍ସ୍ଟମ୍ଭ ପୂର୍ବପୁରୁଷଗଣ ଇଉଫ୍ ରଟେିସ୍ ନଦୀ ସପୋରୀ ରେ ଥିବା ଦବେତାଗଣଙ୍କକ୍ସ୍ଟ ପୂଜା କରିବ? କିମ୍ବା ସହେି ଦେଶ ରେ ବାସ କରିଥିବା ଇ ମାରେୀଯମାନଙ୍କର ଦବେତାଙ୍କୁ ପୂଜା କରିବ କି? ତୁମ୍ଭମାନେେ ତୁମ୍ଭମାନଙ୍କ ପାଇଁ ଆଜି ଏହାର ନିଷ୍ପତ୍ତି ନିଅ। କିନ୍ତୁ ମୁ ଓ ମାରେପରିବାରବର୍ଗ ସହେି ସଦାପ୍ରଭୁ ପରମେଶଓରଙ୍କୁ ସବୋ କରିବକ୍ସ୍ଟ!

ପ୍ରଥମ ଶାମୁୟେଲ 1:3

ପ୍ରତିବର୍ଷ ଇଲ୍କାନା ତା'ର ନିଜ ସହର ରାମାକକ୍ସ୍ଟ ଛାଡି ଶୀଲୋକକ୍ସ୍ଟ ଯାଉଥିଲା, ଶୀଲୋ ରେ ଥିବା ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିକଟରେ ବଳିଦାନ ଉତ୍ସର୍ଗ ପାଇଁ ଓ ଉପାସନା ପାଇଁ ସଠାେକକ୍ସ୍ଟ ଯାଉଥିଲା। ଯେଉଁ ସ୍ଥାନ ରେ ଇଲୀହର ଦକ୍ସ୍ଟଇ ପକ୍ସ୍ଟତ୍ର ଧର୍ମଯାଜକ ଥିଲେ, ତାଙ୍କର ନାମ ଥିଲା, ହଫ୍ନି ଓ ପୀନହସ୍।

ଗୀତସଂହିତା 101:2

ମୁଁ ଯତ୍ନଶୀଳ ହାଇେ ସିଦ୍ଧ ପଥରେ ଜୀବନୟାପନ କରିବି। ହେ ସଦାପ୍ରଭୁ, କବେେ ତୁମ୍ଭେ ମାେ ନିକଟକୁ ଆସିବ। ମୁଁ ମାେ ରାଜ ପ୍ରାସାଦରେ ଧାର୍ମିକତା ଜୀବନୟାପନ କରିବି।

Interlinear

Choose Theme