ଶାମକ୍ସ୍ଟଯଲେ ଏକ ସ୍ବତନ୍ତ୍ର ତୈଳପାତ୍ର ନଇେ ଶାଉଲଙ୍କ ମସ୍ତକରେ ତାହା ଢାଳିଲେ ଓ ତାଙ୍କୁ ଚକ୍ସ୍ଟମ୍ବନ କରି କହିଲେ, ସଦାପ୍ରଭୁ ତାଙ୍କ ଲୋକମାନଙ୍କର ନେତା ହବୋପାଇଁ ତୁମ୍ଭକୁ ଅଭିଷିକ୍ତ କରିଛନ୍ତି। ତୁମ୍ଭେ ତାଙ୍କର ଲୋକମାନଙ୍କୁ ନିମନ୍ତ୍ରଣ କରିବ। ତୁମ୍ଭେ ସମାନଙ୍କେର ଚତକ୍ସ୍ଟର୍ଦ୍ଦିଗର ଶତୃମାନଙ୍କଠାରକ୍ସ୍ଟ ରକ୍ଷା କରିବ। ସଦାପ୍ରଭୁ ତୁମ୍ଭକୁ ନେତା ହବୋପାଇଁ ଅଭିଷିକ୍ତ କରିଛନ୍ତି। ଏ ଚିହ୍ନ ଏହାର ସତ୍ଯତା ପ୍ରତିପାଦନ କରିବ।
Cross references
ତେଣୁ ସମାନଙ୍କେୁ ମାରେ ଆଜ୍ଞା ମାନିବା ପାଇଁ କୁହ। ସମାନଙ୍କେୁ ମାରେ ନିଯମ ପାଳନ କରିବାକୁ ଦିଅ। ଯଦି ତୁମ୍ଭେ ଏପରି କର, ତବେେ ତୁମ୍ଭମାନେେ ମାରେ ଆପଣାର ରତ୍ନଭଣ୍ଡାର ହାଇେ ରହିବ ଯେ ହତେୁ ସମଗ୍ର ପୃଥିବୀ ମାରେ।
ସଦାପ୍ରଭୁଙ୍କ ଅଂଶ ତାଙ୍କରି ଲୋକ, ୟାକକ୍ସ୍ଟବ ତାଙ୍କର ଅଧିକାରର ବାଣ୍ଟ।
ଅସ୍ତ୍ର ଧରିଥିବା ଲୋକଟି ଉତ୍ତର ଦଲୋ, ମୁ ତୁମ୍ଭର ଶତୃ ନକ୍ସ୍ଟ ହେଁ, ମୁ ସଦାପ୍ରଭୁଙ୍କ ସୈନ୍ଯର ସନୋପତି ଅଟେ। ମୁ ବର୍ତ୍ତମାନ ତକ୍ସ୍ଟମ୍ଭ ପାଖକକ୍ସ୍ଟ ଆସିଲି।
ଯେଉଁମାନେ ୟିଏକି ସର୍ବୋପରିସ୍ଥ ପରମେଶ୍ବରଙ୍କ ସହିତ ପ୍ରତିବାଦ କରନ୍ତି, ସମାନେେ ଭଗ୍ନ ହବେେ। ସଦାପ୍ରଭୁ ସ୍ବର୍ଗ ରେ ଥାଇ ସହେି ଲୋକମାନଙ୍କ ବିରକ୍ସ୍ଟଦ୍ଧ ରେ ଗର୍ଜନ କରିବେ।
ତେଣୁ ଲୋକମାନଙ୍କ କଥା ଶକ୍ସ୍ଟଣ ଏବଂ ସମାନଙ୍କେ କଥା ଅନକ୍ସ୍ଟସା ରେ କାର୍ୟ୍ଯ କର। କିନ୍ତୁ ସମାନଙ୍କେୁ ସତର୍କ କରାଇଦିଅ ଯେ, ସମାନଙ୍କେ ପାଇଁ ରାଜା କ'ଣ କରିବ ଏବଂ ରାଜା କିପରି ଶାସନ କରେ ସେ କଥା ଅବଗତ କରାଇ ଦିଅ।
କିନ୍ତୁ ଲୋକମାନେ ଶାମୁୟେଲଙ୍କ କଥାକକ୍ସ୍ଟ ଭୃକ୍ଷପେ କଲେ ନାହିଁ। ସମାନେେ କହିଲେ, ନା, ଆମକକ୍ସ୍ଟ ଶାସନ କରିବା ପାଇଁ ରାଜା ଦରକାର।
ଆସନ୍ତା କାଲି ଠିକ୍ ଏହି ସମୟରେ ମୁ ତକ୍ସ୍ଟମ୍ଭ ପାଖକକ୍ସ୍ଟ ଜଣେ ଲୋକ ପଠାଇବି। ସେ ବିନ୍ଯାମୀନୀଯ ବଂଶଧର। ତୁମ୍ଭେ ତାଙ୍କୁ ଇଶ୍ରାୟେଲୀୟମାନଙ୍କ ନେତା ରୂପେ ଅଭିଶିକ୍ତ କରିବ। ଏହି ଲୋକ ଇଶ୍ରାୟେଲୀୟମାନଙ୍କୁ ପଲେଷ୍ଟୀୟଙ୍କ କବଳରକ୍ସ୍ଟ ରକ୍ଷା କରିବ। କାରଣ ମୁ ମାରେ ଲୋକମାନଙ୍କର ୟନ୍ତ୍ରଣା ଦେଖିଛି। ମୁ ସମାନଙ୍କେର କ୍ରନ୍ଦନ ଶକ୍ସ୍ଟଣିଅଛି।
ମାତ୍ର ଏବେ ତକ୍ସ୍ଟମ୍ଭ ରାଜ୍ଯ ଆଗକକ୍ସ୍ଟ ୟିବ ନାହିଁ, ପରମେଶ୍ବର ଏଭଳି ଲୋକ ଗ୍ଭହାଁନ୍ତି ୟିଏ ତାଙ୍କ ଆଜ୍ଞା ପାଳନ କରୁଥିବା। ପରମେଶ୍ବର ସହେି ବ୍ଯକ୍ତିକକ୍ସ୍ଟ ବାଛିଛନ୍ତି ୟିଏକି ତାଙ୍କର ଲୋକମାନଙ୍କର ନୂଆ ନେତା ନିର୍ବାଚିତ ହବେେ। ତୁମ୍ଭେ ସଦାପ୍ରଭୁଙ୍କ ଆଦେଶ ଅବମାନନା କରିଥିବାରକ୍ସ୍ଟ ସଦାପ୍ରଭୁ ନୂଆ ରାଜା ବାଛିଛନ୍ତି।
ଥରେ ଶାମକ୍ସ୍ଟଯଲେ ଶାଉଲଙ୍କକ୍ସ୍ଟ କହିଲେ, ସଦାପ୍ରଭୁ ମାେତେ ରାଜପଦ ରେ ତୁମ୍ଭକୁ ଅଭିଷକେ କରିବା ପାଇଁ ପଠାଇଥିଲେ। ବର୍ତ୍ତମାନ ସଦାପ୍ରଭୁଙ୍କ ବାର୍ତ୍ତା ଶକ୍ସ୍ଟଣ।
ଶାମକ୍ସ୍ଟଯଲେ କହିଲେ, ଅତୀତ ରେ ତୁମ୍ଭେ ନିଜକକ୍ସ୍ଟ ମକ୍ସ୍ଟଖ୍ଯ ବୋଲି ଭାବକ୍ସ୍ଟ ନ ଥିଲ। କିନ୍ତୁ ତା'ପରେ ତୁମ୍ଭେ ଇଶ୍ରାୟେଲ ପରିବାରବର୍ଗଗକ୍ସ୍ଟଡିକର ମୂଖ୍ଯ ହାଇେ ପାରିଲ। ସଦାପ୍ରଭୁ ତୁମ୍ଭକୁ ଇଶ୍ରାୟେଲର ରାଜା ଭାବେ ବାଛିଲେ।
ଶାମକ୍ସ୍ଟଯଲେ ତୈଳ ଶିଙ୍ଗ ନଇେ ତାଙ୍କ ଭାତୃଗଣ ମଧିଅରେ ତାଙ୍କୁ ଅଭିଷକେ କଲେ। ତହିଁରେ ସହେି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କ ଉପରେ ବାସ କଲେ, ଏହାପରେ ଶାମକ୍ସ୍ଟଯଲେ ଉଠି ରାମାକକ୍ସ୍ଟ ଗ୍ଭଲିଗଲେ।
ଦାଉଦ ତାଙ୍କର ଲୋକମାନଙ୍କୁ କହିଲେ, ସଦାପ୍ରଭୁ ବାରଣ କଲେ ଯେ, ମାରେସ୍ବାମୀ ବିରକ୍ସ୍ଟଦ୍ଧ ରେ ପକ୍ସ୍ଟଣି ଏପରି କରିବା ଉଚିତ୍। ମାରହେସ୍ତ ତାଙ୍କ ବିରକ୍ସ୍ଟଦ୍ଧ ରେ ଉଠାଇବା, ଏହା ମାେ ପାଇଁ ଠିକ୍ ହବେ ନାହିଁ। କାରଣ ଶାଉଲ ସଦାପ୍ରଭୁଙ୍କର ମନୋନୀତ ରାଜା।
କିନ୍ତୁ ମୁ ପ୍ରାର୍ଥନା କରୁଛି, ସଦାପ୍ରଭୁ ମାେତେ ତାଙ୍କଦ୍ବାରା ବଛା ୟାଇଥିବା ରାଜାଙ୍କକ୍ସ୍ଟ ଆଘାତ କରିବାକୁ ନଦିଅନ୍ତକ୍ସ୍ଟ। କିନ୍ତୁ ତୁମ୍ଭେ ତାଙ୍କ ମସ୍ତକ ପାଖରକ୍ସ୍ଟ ବର୍ଚ୍ଛା ଓ ଜଳପାତ୍ର ନଇେଆସ, ତା'ପରେ ଆମ୍ଭମାନେେ ୟିବା।
ଏପରିକି ଯେତବେେଳେ ଶାଉଲ ରାଜା ଥିଲେ ସେତବେେଳେ ଆପଣ ଆମ୍ଭମାନଙ୍କୁ ୟକ୍ସ୍ଟଦ୍ଧ ରେ ଆଗଇେ ନଇେଥିଲେ। ଆଉ ଆପଣ ହେଉଛନ୍ତି ସହେି ଲୋକ ଯେ କି ଯୁଦ୍ଧରୁ ଇଶ୍ରାୟେଲକକ୍ସ୍ଟ ନିରାପଦ ରେ ଫରୋଇ ଆଣିଥିଲେ ଏବଂ ସଦାପ୍ରଭୁ ତୁମ୍ଭକୁ କହିଛନ୍ତି, 'ତୁମ୍ଭେ ମାରେ ଲୋକମାନଙ୍କର ମଷେପାଳକ ହବେ। ଇଶ୍ରାୟେଲ ଓ ତୁମ୍ଭେ ଇଶ୍ରାୟେଲର ଲୋକମାନଙ୍କ ଉପରେ ଶାସନ କରିବ।'
ରାଜା ବର୍ସିଲ୍ଲଯକକ୍ସ୍ଟ ଚକ୍ସ୍ଟମ୍ବନସଦଇ ବିଦାଯସଦଲଲ ଓ ଆଶୀର୍ବାଦ କଲଲ। ବର୍ସିଲ୍ଲଯ ଗୃହକକ୍ସ୍ଟସଫରିଗଲା ଓ ରାଜା ଓ ସମସ୍ତସଲାକ ୟର୍ଦ୍ଦନ ପାରସହଲଲ।
ମୁ ଇଶ୍ରାୟେଲର ଶାନ୍ତ ଓ ବିଶ୍ବସ୍ତ ଲୋକମାନଙ୍କ ମଧ୍ଯରକ୍ସ୍ଟ ଜଣେ, ତୁମ୍ଭେ ଇଶ୍ରାୟେଲର ଗକ୍ସ୍ଟରକ୍ସ୍ଟତ୍ବପୂର୍ଣ୍ଣ ନଗରକକ୍ସ୍ଟ ଧ୍ବଂସ କରିବାକୁ ଖାଜେକ୍ସ୍ଟଛ। ଯାହା ସଦାପ୍ରଭୁଙ୍କର ଅଟେ, ତୁମ୍ଭେ କାହିଁକି ଧ୍ବଂସ କରିବାକୁ ଇଚ୍ଛା କରୁଛ?
ଆଉ ସଠାେରେ ଯାଜକ ସାଦୋକ ଓ ଭବିଷ୍ଯଦ୍ବକ୍ତା ନାଥନ ଶଲୋମନକୁ ଇଶ୍ରାୟେଲର ନୂତନ ରାଜା ରୂପେ ନିଶ୍ଚିଯ ଅଭିଷିକ୍ତ କରିବେ। ପୁଣି ତୁମ୍ଭମାନେେ ତୂରୀ ବଜାଇ କୁହ, 'ରାଜା ଶଲୋମନ ଦୀର୍ଘଜୀବି ହୁଅନ୍ତୁ।'
ମୁଁ ଇଶ୍ରାୟେଲ ରେ 7,000 ଜଣଙ୍କୁ ଛାଡି ଦବେି, ଯେଉଁମାନେ କବେେ ବାଲ୍ ଦବେତାଙ୍କୁ ପ୍ରଣାମ କରି ନାହାନ୍ତି। ଏପରିକି ସମାନେେ କବେେ ବାଲ୍ ପ୍ରତିମାକୁ ଚୁମ୍ବନ କରି ନାହାନ୍ତି।
ଇଲୀଶାୟ ଭବିଷ୍ଯଦ୍ବକ୍ତାଙ୍କ ସନ୍ତାନଗଣଙ୍କ ମଧ୍ଯରୁ ଜଣକୁ ଡାକି କହିଲେ, ତୁମ୍ଭେ କଟି ରେ ବସ୍ତ୍ର ବାନ୍ଧି ଏହି ତୈଳଶିଶି ହାତ ରେ ଧରି ରାମାେତ୍-ଗିଲିଯଦକୁ ୟାଅ।
ଏହି େଛାଟ ତୈଳ ଶିଶି ନଇେ ତାଙ୍କ ମସ୍ତକରେ ତୈଳ ଢାଳି କୁହ, 'ସଦାପ୍ରଭୁ ଏହା କହିଛନ୍ତି; ଆମ୍ଭେ ତୁମ୍ଭକୁ ଇଶ୍ରାୟେଲ ଉପରେ ରାଜାଭିଷିକ୍ତ କଲୁ।' ତା'ପରେ ତୁମ୍ଭେ ଦ୍ବାର ଫିଟାଇ ଦୌଡି ୟାଅ, ଆଉ ବିଳମ୍ବ କରନାହିଁ।
ଏଥି ରେ ଯହେୂ ଉଠି ଘର ଭିତରକୁ ଗଲେ। ତା'ପରେ ୟୁବ ଭବିଷ୍ଯଦ୍ବକ୍ତା ଯହେୂଙ୍କ ମସ୍ତକରେ ସହେି ତୈଳ ଢାଳି କହିଲେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହିକଥା କୁହନ୍ତି, 'ଆମ୍ଭେ ତୁମ୍ଭକୁ ସଦାପ୍ରଭୁଙ୍କ ଲୋକ ଅର୍ଥାତ୍ ଇଶ୍ରାୟେଲ ଉପରେ ରାଜାଭିଷିକ୍ତ କଲୁ।'
ମାତ୍ର ଉଚ୍ଚ ଅଧିକାରୀମାନେ ଉତ୍ତର କଲେ, ନା! ଆମ୍ଭମାନଙ୍କୁ ସତ୍ଯକଥା କୁହ, ସେ ଲୋକ ତୁମ୍ଭଙ୍କୁ କ'ଣ କହିଲା? ଯହେୂ ସହେି ଦାସମାନଙ୍କୁ ୟୁବା ଭବିଷ୍ଯଦ୍ବକ୍ତା ଯାହା ଯାହା କହିଥିଲେ ତାହା ସବୁ କହିଲା। ଯହେୁ କହିଲା, ସଦାପ୍ରଭୁ କୁହନ୍ତି, 'ଆମ୍ଭେ ତୁମ୍ଭକୁ ଇଶ୍ରାୟେଲ ଉପରେ ନୂଆ ରାଜା ଭାବେ ଅଭିଷିକ୍ତ କଲୁ।'
ତୁମ୍ଭେ ଫରେିୟାଅ ଓ ଆମ୍ଭେଲାକମାନଙ୍କର ଅଧିପତି ହିଜକିଯକୁ କୁହ, 'ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ବର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ ଓ ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ। ତେଣୁ ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ ଓ ତୁମ୍ଭେ ତୃତୀୟ ଦିନ ରେ ସଦାପ୍ରଭୁଙ୍କ ମନ୍ଦିରକୁ ୟିବ।
ଦଖାଇଦେିଅ ୟେ ତୁମ୍ଭମାନେେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ ଅଟ ତା' ନ ହେଲେ ସେ କ୍ରୋଧିତ ହବେେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ। ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ବାସୀ ସମାନେେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି। କିନ୍ତୁ ଅନ୍ୟମାନେ ସାବଧାନ ହବୋ ଉଚିତ୍ କାରଣ ସଦାପ୍ରଭୁଙ୍କ କୋର୍ଧର ଶିକାର ସମାନେେ ୟେ କୌଣସି ସମଯରେ ଧନ୍ଯ।
ସେ ଦାଉଦଙ୍କୁ ମଷେ ଓ ମଷେଶାବକ ଜଗିବା କାମରୁ ଆଣି, ତାଙ୍କୁ ଆପଣାର ଲୋକମାନଙ୍କୁ ଜଗିବାର ଦାଯିତ୍ବ ଦେଲେ। କାରଣ ଇଶ୍ରାୟେଲୀୟ ଓ ୟାକୁବର ଲୋକମାନେ, ପରମେଶ୍ବରଙ୍କର ସମ୍ପତ୍ତି ଥିଲେ।
ସଦାପ୍ରଭୁ ଆପଣା ନିମନ୍ତେ ୟାକୁବକୁ ମନୋନୀତ କଲେ। ସେ ନିଜର ଅତି ଆପଣା ଲୋକ ହବୋ ପାଇଁ ସେ ଇଶ୍ରାୟେଲକୁ ମନୋନୀତ କଲେ।
ମାତ୍ର ଯାକୁବଙ୍କର ପରମେଶ୍ବର ସମାନଙ୍କେ ପରି ନୁହଁନ୍ତି। କାରଣ ସେ ସମସ୍ତ ବସ୍ତୁର ନିର୍ମାଣକର୍ତ୍ତା ଓ ଇଶ୍ରାୟେଲର ଲୋକମାନେ ତାଙ୍କର ନିଜର ବୋଲି ଦାବୀ କରନ୍ତି। ପରମେଶ୍ବରଙ୍କ ନାମ ସୈନ୍ଯାଧିପତି ସଦାପ୍ରଭୁ।
ବର୍ତ୍ତମାନ ଇଶ୍ରାୟେଲ ଲୋକମାନେ ଅଧିକରୁ ଅଧିକ ପାପ କଲେ। ସମାନେେ ନିଜ ନିଜ ପାଇଁ ପ୍ରତିମା ତିଆରି କରନ୍ତି। କାରିଗରମାନେ ସୁନ୍ଦର ମୂର୍ତ୍ତି ରୂପା ରେ ତିଆରି କରନ୍ତିଏବଂ ସହେି ଲୋକମାନେ ସହେି ପ୍ରତିମାମାନଙ୍କ ସହିତ କଥା ହୁଅନ୍ତି। ସମାନେେ ସେ ମୂର୍ତ୍ତିମାନଙ୍କୁ ବଳିଦାନ ଦିଅନ୍ତି। ସହେି ସୁବର୍ଣ୍ଣ ନିର୍ମିତ ବାଛୁରୀଗୁଡିକୁ ଚୁମ୍ବନ କରନ୍ତି।
ଏହାପରେ ସମାନେେ ଜଣେ ରାଜା ଚାହିଁଲେ। ପରମେଶ୍ବର ସମାନଙ୍କେୁ ବିନ୍ଯାମୀନ ଗୋଷ୍ଠୀ କୀଶର ପୁତ୍ର ଶାଉଲଙ୍କୁ ରାଜାରୂପେ ଦେଲେ। ସେ ଚ଼ାଳିଶ ବର୍ଷ ପର୍ୟ୍ଯନ୍ତ ରାଜତ୍ବ କଲେ।
ଏକତ୍ରୀତ ହେଲା ବେଳେ, ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପବିତ୍ର ଚୁମ୍ବନ ଦଇେ ନମସ୍କାର କର।
ପରମେଶ୍ବର ସମସ୍ତ ବିଷୟ ସୃଷ୍ଟି କରିଛନ୍ତି। ସମସ୍ତ ବିଷୟଗୁଡ଼ିକ ତାହାଙ୍କ ଗୌରବ ପାଇଁ ଉଦ୍ଦିଷ୍ଟ। ଅନକେ ଲୋକ ଯେପରି ତାହାଙ୍କ ଗୌରବ ରେ ପ୍ରବେଶ କରନ୍ତି ଏହା ଇଚ୍ଛା କରି ସେ ଯୀଶୁଙ୍କୁ ଦୁଃଖ ଭୋଗ ମାଧ୍ଯମ ରେ ସିଦ୍ଧ କଲେ, ତହିଁରେ ସେ ଲୋକମାନଙ୍କୁ ପରିତ୍ରାଣର ମାର୍ଗ ଦଖାଇେଲେ।
ସେ ଚର୍ମପତ୍ରକୁ ଗ୍ରହଣ କରିବାପରେ, ଚାରିଜୀବିତ ପ୍ରାଣୀ ଓ ଚବିଶଜଣ ପ୍ରାଚୀନ ତାହାଙ୍କ ସମ୍ମୁଖ ରେ ନଇଁପଡ଼ି ପ୍ରଣାମ କଲେ। ସମାନେେ ପ୍ରେତ୍ୟକକ ଗୋଟିଏ ଗୋଟିଏ ବୀଣା ଧରି ଥିଲେ। ସମାନେେ ସୁଗନ୍ଧିତ ଧୂପର ସୁନାର ପାତ୍ର ମଧ୍ଯ ଧରିଥିଲେ। ସହେି ସୁଗନ୍ଧିତ ଧୂପପାତ୍ରଗୁଡ଼ିକ ହେଉଛି, ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କର ପ୍ରାର୍ଥନା।