Home Bibles ☰ Books ପ୍ରଥମ ଶାମୁୟେଲ 10:25 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 10:25 · ଓଡ଼ିଆ ବାଇବେଲ

ଶାମକ୍ସ୍ଟଯଲେ ଲୋକମାନଙ୍କୁ ବନ୍ଧକ୍ସ୍ଟତାର ନିଯମ ଜଣାଇଲେ ଏବଂ ତାହା ଖଣ୍ଡେ ପୁସ୍ତକକରେ ଲେଖି ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ରଖିଲେ। ତା'ପରେ ଶାମକ୍ସ୍ଟଯଲେ ଲୋକମାନଙ୍କୁ ନିଜ ନିଜ ଘରକକ୍ସ୍ଟ ୟିବାକକ୍ସ୍ଟ କହିଲେ।

Cross references

ଦିତୀୟ ବିବରଣ 17:14

ତୁମ୍ଭମାନେେ ଯେତବେେଳେ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ବରଙ୍କ ଦତ୍ତ ଦେଶମଧ୍ଯକକ୍ସ୍ଟ ପ୍ରବେଶ କରିବ। ତୁମ୍ଭମାନେେ ସଠାେରେ ବାସ କରିବ। ଏହାପରେ ତୁମ୍ଭମାନେେ ଏପରି କହିବ ଯେ, 'ଅନ୍ୟ ଗୋଷ୍ଠୀଯମାନଙ୍କ ପରି ଆମ୍ଭେ ମଧ୍ଯ ଆମ୍ଭମାନଙ୍କ ଉପରେ ଏକ ରାଜା ନିୟକ୍ସ୍ଟକ୍ତି କରିବା।'

ଦିତୀୟ ବିବରଣ 17:20

ତାଙ୍କର ହୃଦଯ ଅହଙ୍କାରି ହବୋ ଉଚିତ୍ ନକ୍ସ୍ଟହଁ। ସେ ନିଯମରକ୍ସ୍ଟ ବିମକ୍ସ୍ଟଖ ହବୋ ଉଚିତ୍ ନକ୍ସ୍ଟହଁ। ନିଯମକକ୍ସ୍ଟ ଠିକ୍ ଭାବରେ ସେ ପାଳନ କରିବା ଉଚିତ୍। ତବେେ ସେ ଓ ତା'ର ଭବିଷ୍ଯତ ବଂଶଧରମାନେ ଇଶ୍ରାୟେଲ ରେ ବହକ୍ସ୍ଟଦିନ ଧରି ରାଜତ୍ବ କରିବେ।

ଯିହୋଶୂୟ 22:6

ଏହାପରେ ୟିହୋଶୂଯ ସମାନଙ୍କେୁ ଆଶୀର୍ବାଦ କଲେ ଓ ପଠଇେ ଦେଲେ। ଏବଂ ସମାନେେ ସମାନଙ୍କେର ଗୃହକକ୍ସ୍ଟ ପ୍ରତ୍ଯାବର୍ତ୍ତନ କଲେ।

ପ୍ରଥମ ଶାମୁୟେଲ 8:9

ତେଣୁ ଲୋକମାନଙ୍କ କଥା ଶକ୍ସ୍ଟଣ ଏବଂ ସମାନଙ୍କେ କଥା ଅନକ୍ସ୍ଟସା ରେ କାର୍ୟ୍ଯ କର। କିନ୍ତୁ ସମାନଙ୍କେୁ ସତର୍କ କରାଇଦିଅ ଯେ, ସମାନଙ୍କେ ପାଇଁ ରାଜା କ'ଣ କରିବ ଏବଂ ରାଜା କିପରି ଶାସନ କରେ ସେ କଥା ଅବଗତ କରାଇ ଦିଅ।

ପ୍ରଥମ ଶାମୁୟେଲ 8:11

ଶାମକ୍ସ୍ଟଯଲେ କହିଲେ, ତକ୍ସ୍ଟମ୍ଭ ଉପରେ ୟିଏ ରାଜତ୍ବ କରିବ, ସେ ତୁମ୍ଭକୁ ଏ ପ୍ରକାର କରିବ। ସେ ତକ୍ସ୍ଟମ୍ଭ ପକ୍ସ୍ଟତ୍ରମାନଙ୍କୁ ତା'ର ସବୋ କରିବା ପାଇଁ ଓ ସୈନ୍ଯବାହୀନିର ସବୋ କରିବା ପାଇଁ ବାଧ୍ଯ କରିବ। ସମାନେେ ୟକ୍ସ୍ଟଦ୍ଧ ରେ ସନୋବାହିନୀର ୟୋଦ୍ଧା ଓ ରଥା ରୋହୀ ହବେ। ତକ୍ସ୍ଟମ୍ଭ ପକ୍ସ୍ଟତ୍ରମାନେ ରାଜାଙ୍କର ରଥ ଆଗେ ଆଗେ ଦୌଡିବେ।

ଯିହିଜିକଲ 45:9

ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ହେ ଇଶ୍ରାୟେଲର ଅଧିପତିମାନେ, ୟଥେଷ୍ଟ ! ତୁମ୍ଭମାନଙ୍କ ନିମନ୍ତେ ଏହା ୟଥେଷ୍ଟ ହେଉ। ତୁମ୍ଭମାନେେ ଲୋକମାନଙ୍କ ପ୍ରତି ନିଷ୍ଠୁରତା ଓ ଧନ ଅପହରଣ କରିବା ଦୂର କର। ଆଉ ସମାନଙ୍କେ ପ୍ରତି ନ୍ଯାଯ ଓ ଯଥାର୍ଥ ବିଚାର କର। ମାରେ ଲୋକମାନଙ୍କଠାରୁ ଭୂମି ନଇୟିବୋ ବନ୍ଦ କର। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।

ଯିହିଜିକଲ 46:16

ସଦାପ୍ରଭୁ ମାରେ ପ୍ରଭୁ କହନ୍ତି, ଯଦି ଅଧିପତି ନିଜ ପୁତ୍ରମାନଙ୍କରୁ ଜଣକୁ ତାଙ୍କ ଭୂମିର ଅଂଶରୁ ଗୋଟିଏ ଉପହାର କରନ୍ତି, ତବେେ ତା'ର ଉତ୍ତରାଧିକାରୀ ସହେି ପୁତ୍ରମାନେ ହବେେ। ଏହା ସମାନଙ୍କେର ସମ୍ପତ୍ତି ହବେ।

ରୋମୀୟଙ୍କ ପ୍ରତି ପତ୍ର 13:1

ପ୍ରେତ୍ୟକକ ଲୋକର ସରକାରୀ ଶାସକମାନଙ୍କ ଅଧୀନତା ସ୍ବୀକାର କରିବା ଉଚିତ୍। କାରଣ ସମାନଙ୍କେ ଏହି କ୍ଷମତା ପରମେଶ୍ବରଙ୍କ ଦ୍ବାରା ଦିଆଯାଇଛି ଏବଂ ବର୍ତ୍ତମାନ ଯେଉଁ ମାନେ ଅଧିକାରୀ , ପରମେଶ୍ବରଙ୍କ ଦ୍ବାରା ସମାନଙ୍କେୁ ଏହି କ୍ଷମତା ପ୍ରଦାନ କରା ଯାଇଛି।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 2:2

ତୁମ୍ଭେ ରାଜା ଓ ଅଧିକାରୀମାନଙ୍କ ଲାଗି ପ୍ରାର୍ଥନା କରିବା ଉଚିତ। ତବେେ ଆମ୍ଭେ ଏକ ଶାନ୍ତିପୂର୍ଣ୍ଣ, ସ୍ଥିର ଜୀବନ ପରମେଶ୍ବରଙ୍କ ପାଇଁ ସମ୍ମାନ ଓ ଭକ୍ତି ଭରା ଜୀବନ ବିତଇେ ପାରିବା।

ତୀତସଙ୍କ ପ୍ରତି ପତ୍ର 3:1

ଲୋକମାନଙ୍କୁ ସର୍ବଦା ଏହିଗୁଡ଼ିକ କରିବା ପାଇଁ ମନେ ରଖିବାକୁ କୁହ : ସମାନେେ ସରକାରୀ ଅଧିକାରୀମାନଙ୍କ ଅଧୀନ ରେ ରୁହନ୍ତୁ, ସମାନଙ୍କେ ଆଜ୍ଞା ପାଳନ କରନ୍ତୁ ଓ ଭଲ କାମ କରିବା ପାଇଁ ପ୍ରସ୍ତୁତ ଥାଆନ୍ତୁ ;

ପିତରଙ୍କ ପ୍ରଥମ ପତ୍ 2:13

ଏହି ଜଗତ ରେ କ୍ଷମତାପ୍ରାପ୍ତ ଲୋକଙ୍କ ଆଜ୍ଞା ପାଳନ କର। ପ୍ରଭୁଙ୍କ ଲାଗି ଏହା କର। ସର୍ବୋଚ୍ଚ ଶାସନକର୍ତ୍ତା ରାଜାଙ୍କ ଆଜ୍ଞା ପାଳନ କର।

Interlinear

Choose Theme