ତା' ପରଦିନ ପ୍ରଭାତ ରେ ଶାଉଲ ତାଙ୍କ ସୈନ୍ଯମାନଙ୍କୁ ତିନିଭାଗ କରି ସୂର୍ େଯ୍ଯାଦଯ ସମୟରେ ଅେମ୍ମାନୀୟ ଶିବିର ରେ ଆତର୍କିତ ଆକ୍ରମଣ କଲେ। ସମାନେେ ସମାନଙ୍କେର ପ୍ରହରୀସବୁ ପରବର୍ତ୍ତନ କରୁଥିଲେ ତେଣୁ ପୂର୍ବାହ୍ନ ପୂର୍ବରକ୍ସ୍ଟ ଶାଉଲ ଏବଂ ତାଙ୍କ ସୈନ୍ଯ ତାଙ୍କୁ ପରାସ୍ତ କଲେ ଅମ୍ମାନେୀୟମାନେ ବିଭିନ୍ନ ଆଡେ ଦୌଡି ପଳାଇଲେ। ସୈନ୍ଯମାନେ ଏପରି ପଳାଯନ କଲେ ଯେ, ଦକ୍ସ୍ଟଇଟି ସୈନ୍ଯ ଏକତ୍ରୀତ ହାଇେ ପାରିଲେ ନାହିଁ।
Cross references
ତେଣୁ ଅବ୍ରହାମ ସହେି ସ୍ଥାନର ନାମ ଦେଲେ, ୟି ହାବୋ-ୟିରି ଏପରିକି ଆଜି ମଧ୍ଯ ଲୋକମାନେ କୁହନ୍ତି, ପର୍ବତ ରେ ସଦାପ୍ରଭୁ ପ୍ରଦାନ କରନ୍ତି।
ପ୍ରଭାତ ରେ ସଦାପ୍ରଭୁ ମେଘସ୍ତମ୍ଭ ଓ ଆଲୋକ ସ୍ତମ୍ଭ ଦଇେ ମିଶ୍ରୀଯ ସୈନ୍ଯମାନଙ୍କୁ ଦେଖିଲେ ଏବଂ ସଦାପ୍ରଭୁ ମିଶରୀଯ ସୈନ୍ଯମାନଙ୍କୁ ଦ୍ବନ୍ଦ ରେ ପକାଇଲେ।
ଏହାପରେ ଅଦୋନୀବଷେକ୍ ସମାନଙ୍କେୁ କହିଲେ, ହସ୍ତପାଦର ଛିନ୍ନା ଅଙ୍ଗକ୍ସ୍ଟଳି ସତକ୍ସ୍ଟରି ଜଣ ରାଜା ଆମ୍ଭ ମଜେ ତଳେ ନିଜର ଆହାର ସାଉଣ୍ଟକ୍ସ୍ଟ ଥିଲେ। ମୁ ଯେପରି କରିଥିଲି ପରମେଶ୍ବର ମାେତେ ସହେିପରି ଦେଲେ। ଏହାପରେ ୟିହକ୍ସ୍ଟଦାର ଲୋକମାନେ ଅଦୋନୀବଷେକ୍ଙ୍କକ୍ସ୍ଟ ଯିରୁଶାଲମକୁ ଆଣିଲେ ଓ ସେ ସଠାେରେ ମୃତକ୍ସ୍ଟ୍ଯବରଣ କଲା।
ବାରକ୍ ସୀଷର୍ ସୈନ୍ଯମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ ଲଗାଇ ରଖିଲେ। ବାରକ୍ ତାଙ୍କ ଲୋକମାନଙ୍କ ସହିତ ହରୋଶୋତ୍, ହଶଯମ ପର୍ୟ୍ଯନ୍ତ ସମସ୍ତ ସମାନଙ୍କେୁ ପେଛ ପେଛ ଗୋଡ଼ାଇଲେ। ତହିଁରେ ସୀଷରାର ସମସ୍ତ ସୈନ୍ଯ ଖଣ୍ତା ଦ୍ବାରା ହଣା ହାଇେ ମଲେ। ଗୋଟିଏ ହେଲେ ବି ବଞ୍ଚିଲେ ନାହିଁ।
ଏହାପରେ ଗିଦ୍ଦିୟୋନ ସହେି 300 ସୈନ୍ଯଙ୍କକ୍ସ୍ଟ ତିନି ଦଳ ରେ ବିଭକ୍ତ କଲେ। ତା'ପରେ ସେ ସମାନଙ୍କେୁ ଗୋଟିଏ ଗୋଟିଏ ଶିଙ୍ଗା ଓ ଗୋଟିଏ ଗୋଟିଏ ଶକ୍ସ୍ଟନ୍ଯ ପାତ୍ର ପ୍ରେତ୍ୟକକଙ୍କକ୍ସ୍ଟ ଦେଲେ। ପ୍ରେତ୍ୟକକ ପାତ୍ର ମଧିଅରେ ଗୋଟିଏ ଗୋଟିଏ ଜଳନ୍ତା ମଶାଲ ଥିଲା।
ତେଣୁ ସେ ତାଙ୍କର ୈସନ୍ଯମାନଙ୍କୁ ନଇେ ସମାନଙ୍କେୁ ତିନି ଦଳ ରେ ବିଭକ୍ତ କଲେ। ସମାନେେ କ୍ଷତେ ରେ ନିଜକକ୍ସ୍ଟ ଲକ୍ସ୍ଟଗ୍ଭଇ ରଖିଲେ ଏବଂ ଯେତବେେଳେ ସମାନେେ ଲୋକମାନଙ୍କୁ ସହରରକ୍ସ୍ଟ ବାହାରି ଆସକ୍ସ୍ଟଥିବାର ଦେଖିଲେ, ସମାନଙ୍କେୁ ଆକ୍ରମଣ କଲେ।
ଅେମ୍ମାନୀୟ ନାହଶ ତାଙ୍କୁ ଉତ୍ତର କଲା, ତକ୍ସ୍ଟମ୍ଭ ସମସ୍ତଙ୍କର ଦକ୍ଷିଣଚକ୍ଷକ୍ସ୍ଟ ଉପକ୍ସ୍ଟଡା ଗଲେ ମୁ ତା'ପରେ ନିଯମ ସ୍ଥିର କରିବି। ତଦ୍ଦ୍ବାରା ସମସ୍ତ ଇଶ୍ରାୟେଲୀୟ ଲଜ୍ଜିତ ହବେେ।
ଶାଉଲ ସମଗ୍ର ଇଶ୍ରାୟେଲକକ୍ସ୍ଟ ନିଯନ୍ତ୍ରଣ କଲେ। ଶାଉଲ ଇଶ୍ରାୟେଲ ଚତକ୍ସ୍ଟର୍ଦ୍ଦିଗସ୍ଥିତ ସମସ୍ତ ଶତୃ ସହିତ ଅର୍ଥାତ୍ ମାୟୋବୀଯ, ଅେମ୍ମାନୀୟ, ଇଦୋମୀଯ, ସୋବାର ରାଜାଗଣ ଏବଂ ପଲେଷ୍ଟୀୟମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ ଏବଂ ସମସ୍ତ ଶତୃଙ୍କକ୍ସ୍ଟ ପରାସ୍ତ କଲେ।
ଦାଉଦ ସମାନଙ୍କେୁ ଆକ୍ରମଣ କଲେ ଓ ସମାନଙ୍କେୁ ବଧ କଲେ। ସମାନେେ ସୂର୍ େଯ୍ଯାଦଯରକ୍ସ୍ଟ ପରଦିନ ସୂର୍ୟ୍ଯାସ୍ତ ପର୍ୟ୍ଯନ୍ତ ସମାନଙ୍କେ ସହିତ ୟକ୍ସ୍ଟଦ୍ଧ କଲେ। ଯେଉଁ 400 ଲୋକ ଓଟ ଚଢି଼ଲେ ଏବଂ ପଳାଇଲେ ସହେି ଅମାଲକେୀଯ ବ୍ଯତୀତ କହେି ରକ୍ଷା ପାଇଲେ ନାହିଁ।
ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ।
ତୁମ୍ଭେ ଅନ୍ୟର ବିଚାର କଲେ ଠିକ୍ ସହେିଭଳି ତୁମ୍ଭର ବି ବିଚାର କରାୟିବ। ତୂମ୍ଭେ ଅନ୍ୟକୁ ଯେଉଁଥି ରେ ତଉଲିବ ପରମେଶ୍ବର ତୁମ୍ଭକୁ ସହେିଥି ରେ ତଉଲିବେ। ତୁମ୍ଭେ ଅନ୍ୟକୁ କ୍ଷମା ଦେଲେ ତୁମ୍ଭକୁ ବି କ୍ଷମା ଦିଆୟିବ।
ତୁମ୍ଭେ ଅନ୍ୟମାନଙ୍କ ପ୍ରତି ନିଶ୍ଚୟ ଦୟା ଦଖାଇବୋ ଉଚିତ। ଯଦି ତୁମ୍ଭେ ଦୟା ନ ଦଖାଇବେ, ତା ହେଲେ ପରମେଶ୍ବର ବିଚାର କଲା ବେଳେ ତୁମ୍ଭ୍ ପ୍ରତି ମଧ୍ଯ ସେ ଦୟା ଦଖାଇବେେ ନାହିଁ। କିନ୍ତୁ ଅନ୍ୟମାନଙ୍କୁ ଦୟା ଦଖାଇେଥିବା ବ୍ଯକ୍ତି ତାହାର ବିଚାର ହେଲା ବେଳେ ନିର୍ଭୟ ରେ ଠିଆ ହବେ।