Home Bibles ପ୍ରଥମ ଶାମୁୟେଲ 11:12 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 11:12 · ଓଡ଼ିଆ ବାଇବେଲ

ତା'ପରେ ଲୋକମାନେ ଶାମୁୟେଲଙ୍କୁ ପଚାରିଲେ, ଯେଉଁମାନେ ଶାଉଲଙ୍କକ୍ସ୍ଟ ବିରକ୍ସ୍ଟଦ୍ଧ କରୁଥିଲେ ସମାନେେ କେଉଁଠି ଅଛନ୍ତି। ସେ ଲୋକମାନଙ୍କୁ ଆମ୍ଭେ ହତ୍ଯା କରିବକ୍ସ୍ଟ।

Cross references

ପ୍ରଥମ ଶାମୁୟେଲ 10:27

କିନ୍ତୁ କେତେ ଖଳ ବ୍ଯକ୍ତି କହିଲେ, କମେିତି ଏ ଲୋକ ଆମକକ୍ସ୍ଟ ରକ୍ଷା କରିବ? ସମାନେେ ଶାଉଲଙ୍କ ବିରକ୍ସ୍ଟଦ୍ଧ ରେ ଖରାପ କଥା କହିଲେ ଏବଂ ତାଙ୍କ ନିକଟକକ୍ସ୍ଟ ଉପହାର ଆଣିବା ପାଇଁ ବାରଣ କଲେ। କିନ୍ତୁ ଶାଉଲ ନୀରବ ରହିଲେ।

ଗୀତସଂହିତା 21:8

ହେ ପରମେଶ୍ବର ତୁମ୍ଭେ ଆପଣା ଶତ୍ରୁମାନଙ୍କୁ ଦଖାଇେ ଦିଅ ୟେ ତୁମ୍ଭେ ସବୁଠାରୁ ଶକ୍ତିଶାଳୀ। ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି। ତୁମ୍ଭର ଶକ୍ତି ସେ ସମସ୍ତଙ୍କୁ ପରାଜିତ କରିବ।

ଲୂକଲିଖିତ ସୁସମାଚାର 19:27

ବର୍ତ୍ତମାନ ମାରେଶତୃମାନେ କାହାଁନ୍ତି? ମୁଁ ସମାନଙ୍କେର ରାଜା ନହୁଏ ବୋଲି ଯେଉଁମାନେ ଚାହୁଁଥିଲେ। ସମାନେେ କାହାଁନ୍ତି? ମାେ ଶତୃମାନଙ୍କୁ ଏଠାକୁ ଆଣ। ସମାନଙ୍କେୁ ମାେ ଆଖି ଆଗ ରେ ମାରିଦିଅ।'

Interlinear

Choose Theme