Home Bibles ପ୍ରଥମ ଶାମୁୟେଲ 11:9 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 11:9 · ଓଡ଼ିଆ ବାଇବେଲ

ଶାଉଲ ଏବଂ ତାଙ୍କ ସୈନ୍ଯମାନେ ୟାବେଶ୍ର ଦୂତମାନଙ୍କୁ କହିଲେ, ତୁମ୍ଭମାନେେ ୟାବେଶ ଗିଲିଯଦର ଲୋକମାନଙ୍କୁ କକ୍ସ୍ଟହ ଆସନ୍ତା କାଲି ମଧ୍ଯାହ୍ନ ସକ୍ସ୍ଟଦ୍ଧା ସମାନେେ ମକ୍ସ୍ଟକ୍ତ ହବେେ।

Cross references

ବିଚାରକର୍ତାମାନଙ୍କ ବିବରଣ 21:8

ଇଶ୍ରାୟେଲର ପରିବାରବର୍ଗ ମଧ୍ଯରକ୍ସ୍ଟ ଏପରି କେଉଁ ପରିବାରବର୍ଗ, ମିସ୍ପୀର ସଦାପ୍ରଭୁଙ୍କ ନିକଟକକ୍ସ୍ଟ ଆସିଲା ନାହିଁ। ଏବଂ ବାସ୍ତବ ରେ ସମାନେେ ଅନ୍ୟ ଇଶ୍ରାୟେଲମାନଙ୍କ ସହିତ ୟାବେଶ ଗିଲିଯଦରକ୍ସ୍ଟ କହେି ମିଶିବାକକ୍ସ୍ଟ ଆସି ନଥିଲେ।

ପ୍ରଥମ ଶାମୁୟେଲ 31:11

ୟାବେଶ-ଗିଲିଯଦ ନିବାସୀମାନେ, ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ କର୍ମର ସମ୍ବାଦ ପାଇଲେ।

ଦିତୀୟ ଶାମୁୟେଲ 2:5

ଦାଉଦ ୟାବେଶ୍ ଗିଲିଯଦର ଲୋକମାନଙ୍କ ନିକଟକକ୍ସ୍ଟ ଦୂତଗଣ ପଠାଇଲେ ଓ କହିଲେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଆଶୀର୍ବାଦ କରନ୍ତକ୍ସ୍ଟ। କାରଣ ତୁମ୍ଭମାନେେ ନିଜର ପ୍ରଭକ୍ସ୍ଟ ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦଇେଅଛି।

ପ୍ରଥମ ବଂଶାବଳୀ 10:12

ୟାବେଶ-ଗିଲିଯଦର ସମସ୍ତ ସାହସୀ ଲୋକମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କର ମୃତ ଶରୀର ଆଣିବା ନିମନ୍ତେ ଗଲେ ଓ ନଇେ ଆସିଲେ। ୟାବେଶସ୍ଥିତ ଏକ ବିରାଟ ବୃକ୍ଷ ତଳେ ସମାନଙ୍କେ ଅସ୍ଥିକୁ କବର ଦେଲେ। ଏହାପରେ ସମାନେେ ସାତଦିନ ପର୍ୟ୍ଯନ୍ତ ଉପବାସ କଲେ।

ଗୀତସଂହିତା 18:17

ମାରେ ଶତ୍ରୁମାନେ ମାଠାରୁେ ଶକ୍ତିଶାଳୀ ଥିଲେ। ସମାନେେ ମାେତେ ଘୃଣା କରୁଥିଲେ। ମାେତେ ଶତ୍ରୁମାନେ ମାେ ଅପେକ୍ଷା ଅଧିକ ଶକ୍ତିଶାଳୀ ଥିଲେ। ତଣେୁ ପରମେଶ୍ବର ମାେତେ ରକ୍ଷା କଲେ।

Interlinear

Choose Theme