ମାେ ପକ୍ଷ ରେ, ମୁ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରକ୍ସ୍ଟ ନିବୃତ ହବେି ନାହିଁ। ଯଦି ମୁ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରିବା ବନ୍ଦ କରି ଦବେି, ତବେେ ମୁ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ପାପ କରିବି। ମୁ ତୁମ୍ଭମାନଙ୍କୁ ଉତ୍ତମ ଓ ସତ୍ ଶିକ୍ଷା ଦବୋ ଗ୍ଭଲକ୍ସ୍ଟ ରଖିବି।
Cross references
ତେଣୁ ବଯସ୍କ ଭଦ୍ରବ୍ଯକ୍ତିମାନେ ନତେୃତ୍ବ ପାଇଁ ଜଣେ ରାଜା ଚାହିଁଲେ। ଶାମକ୍ସ୍ଟଯଲେ ଏହାକକ୍ସ୍ଟ ଏକ ଭକ୍ସ୍ଟଲ ଚିନ୍ତାଧାରା ବୋଲି ଭାବିଲେ। ସେଥିପାଇଁ ଶାମକ୍ସ୍ଟଯଲେ ପରମେଶଓରଙ୍କୁ ପ୍ରାର୍ଥନା କଲେ।
ତେଣୁ ତୁମ୍ଭେ ସ୍ବର୍ଗ ରେ ଥାଇ ତାହା ଶୁଣ ଓ ଆମ୍ଭମାନଙ୍କର ପାପ ପାଇଁ ଆମ୍ଭମାନଙ୍କୁ ଏବଂ ତୁମ୍ଭର ସବେକମାନଙ୍କୁ କ୍ଷମା କର। ତୁମ୍ଭେ ଠିକ୍ ଭାବରେ ଲୋକମାନଙ୍କୁ ଜୀବନ ଧାରଣ କରିବା ରେ ଶିକ୍ଷା ଦିଅ ଓ ତା'ପରେ ତୁମ୍ଭ ଦେଶ ରେ ଦୟାକରି ବୃଷ୍ଟି କରିବାକୁ କୃପା କର। ଯାହା ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ଦଇେଥିଲେ।
ତବେେ ତୁମ୍ଭେ ସ୍ବର୍ଗରୁ ତାହା ଶୁଣ ଓ ସମାନଙ୍କେର ପାପସବୁ କ୍ଷମା କର। ଇଶ୍ରାୟେଲର ଲୋକମାନେ ତୁମ୍ଭର ଦାସ ଅଟନ୍ତି। ତେଣୁ ସମାନେେ ଯେଉଁ ପ୍ରକାର ଜୀବନ କାଟିବା ଉଚିତ୍, ସମାନଙ୍କେୁ ସହେି ଯଥାର୍ଥ ପଥ ଶିଖାଅ। ଆଉ ତୁମ୍ଭର ଦେଶ ମଧ୍ଯକୁ ବାର୍ତ୍ତା ପଠାଅ। ସହେି ଦେଶକୁ ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ଦଇେଅଛ।
ହେ ପିଲାମାନେ, ଆସ ମାେ କଥା ଶୁଣ। ଓ ମୁଁ ତୁମ୍ଭକୁ କିପରି ସଦାପ୍ରଭୁଙ୍କୁ ସମ୍ମାନ କରାୟାଏ ଶିକ୍ଷା ଦବେି।
ୟଦି ଜଣେ ବ୍ଯକ୍ତି ଜୀବନକୁ ଭଲ ପାଏ ଏବଂ ସେ ଦୀର୍ଘ ନିରାମଯ ଜୀବନୟାପନ କରିବାକୁ ଇଚ୍ଛା କରେ।
ୟିରୁଶାଲମରେ ସୁଖ ସମୃଦ୍ଧି ପାଇଁ ପ୍ରାର୍ଥନା କର। ମୁଁ ଆଶାକରେ ଯେଉଁମାନେ ତୁମ୍ଭକୁ ପ୍ରମେ କରନ୍ତି ସମାନେେ ସଠାେରେ ଶାନ୍ତି ପାଇବେ।
ମୁଁ ତୁମ୍ଭକୁ ଜ୍ଞାନ ମାର୍ଗ ରେ ପରିଚାଳିତ କରୁଛି। ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇ ଅଛି।
ଉପଦେଶକ ସଠିକ୍ ଶବ୍ଦ ଖାଜେିବା ପାଇଁ ଚେଷ୍ଟା କଲେ। ଏବଂ ଯେଉଁ ଶବ୍ଦଗୁଡ଼ିକ ପୁରାପୁରି ସତ୍ଯ ଓ ସିଦ୍ଧ, ସଗେୁଡ଼ିକ ଲେଖିଲେ।
ପୁଣି ତୁମ୍ଭମାନେେ ଯଦି ଭୁଲ କର କିମ୍ବା ଭୁଲ ବାଟରେ ୟାଅ, ଦକ୍ଷିଣକୁ କିମ୍ବା ବାମ ରେ ଗଲା ବେଳେ ପଛରୁ ଏକ ସ୍ବର ଶୁଣିବ, ଏ ହେଉଛି ପଥ, ଏହି ପଥରେ ଗମନ କର।'
ପୁଣି ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଛକସ୍ଥାନ ରେ ଛିଡ଼ା ହାଇେ ଦେଖ, ଆଉ ପୁରାତନ ପଥ ବିଷଯ ରେ ପ୍ରଚାର କରି କୁହ, ଉତ୍ତମ ପଥ କାହିଁ ? ଆଉ ସହେି ପଥରେ ଗମନ କର, ତାହା ହେଲେ ତୁମ୍ଭମାନେେ ନିଜ ନିଜ ପ୍ରାଣ ରେ ବିଶ୍ରାମ ପାଇବ। ମାତ୍ର ସମାନେେ କହିଲେ, 'ଆମ୍ଭମାନେେ ସେ ପଥରେ ଗମନ କରିବୁ ନାହିଁ।'
ଅନନ୍ତର ସଦାପ୍ରଭୁ ମାେତେ କହିଲେ, ହେ ଯିରିମିୟ, ଯଦିଓ ମାଶାେ ଓ ଶାମୁଯଲେ ଆମ୍ଭ ସମ୍ମୁଖ ରେ ଠିଆ ହାଇେ ଯିହୁଦାର ଲୋକମାନଙ୍କ ପାଇଁ ପ୍ରାର୍ଥନା କରନ୍ତି, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପାଇଁ ଅନୁକୂଳ ନୁହେଁ। ସମାନଙ୍କେୁ ଆମ୍ଭ ଦୃଷ୍ଟିରୁ ଦୂର କର। ସମାନଙ୍କେୁ ବାହାରି ୟିବାକୁ କୁହ।
ତା'ପ ରେ ଯିରିମିୟ ଭବିଷ୍ଯଦବକ୍ତା ସମାନଙ୍କେୁ କହିଲେ, ମୁଁ ତୁମ୍ଭମାନଙ୍କର କଥା ଶୁଣିଲି। ଆଉ ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସା ରେ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହାବି ଉତ୍ତର ଦବେେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି। ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ ରଖିବି ନାହିଁ।
ତେଣୁ ପିତର କାରାଗାର ରେ ବନ୍ଦୀ ହାଇେ ରହିଲେ। ତାହାଙ୍କ ପାଇଁ ମଣ୍ଡଳୀର ସମସ୍ତେ ପରମେଶ୍ବରଙ୍କ ନିକଟରେ ନିରବଚ୍ଛିନ୍ନ ଭାବରେ ପ୍ରାର୍ଥନା କଲେ।