Cross references
ଏହାପରେ ସଦାପ୍ରଭୁ ପରମେଶ୍ବର ସହେି ସ୍ତ୍ରୀ ଲୋକକୁ କହିଲେ, ଏପରି ତୁମ୍ଭେ କାହିଁକି କଲ? ସ୍ତ୍ରୀ ଲୋକଟି ଉତ୍ତର ଦଲୋ, ସର୍ପ ମାେତେ ଭୁଲାଇ ଦଲୋ, ତହିଁରେ ମୁଁ ତାକୁ ଖାଇଲି।
ଏହାପରେ ସଦାପ୍ରଭୁ କହିଲେ, ତୁମ୍ଭେ କ'ଣ କଲ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡ଼ାକ ପକାଉଛି।
ତା'ପରେ ଯିହାଶୂେୟ ଆଖନକକ୍ସ୍ଟ କହିଲେ, ହେ ମାହେର ପକ୍ସ୍ଟତ୍ର, ବିନଯ କରୁଅଛି, ସଦାପ୍ରଭୁ ଇଶ୍ରାୟେଲର ପରମେଶଓରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ବୀକାର କର, ତୁମ୍ଭେ କ'ଣ କରିଛ। ମାେତେ କକ୍ସ୍ଟହ ସେ କଥା ଲକ୍ସ୍ଟଗ୍ଭଅ ନାହିଁ।
ଶାଉଲ ଇଶ୍ରାୟେଲରକ୍ସ୍ଟ 3,000 ପୁରୁଷମାନଙ୍କୁ ନିର୍ବାଚିତ କଲେ। ଏମାନଙ୍କ ମଧ୍ଯରକ୍ସ୍ଟ 2,000 ମିକ୍ମସ୍ ରେ ବୈଥେଲ୍ର ପାର୍ବତ୍ଯ ଅଞ୍ଚଳ ଶାଉଲଙ୍କ ସହ ରହିଲେ। ଏବଂ 1,000 ଗିବିଯାର ଯୋନାଥନ ସହିତ ବିନ୍ଯାମୀନର ଭୂମିରେ ଅବଶିଷ୍ଟ ରହିଲେ। ସେ ଅବଶିଷ୍ଟ ସୈନ୍ଯମାନଙ୍କୁ ଆପଣା ଗୃହକକ୍ସ୍ଟ ପ୍ରତ୍ଯାବର୍ତ୍ତନ କରିବାକୁ ଆଦେଶ ଦେଲେ।
ପଲେଷ୍ଟୀୟମାନେ ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବା ପାଇଁ ଏକତ୍ରୀତ ହେଲେ। ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ବାରୋହୀ ଥିଲେ ଓ ସମକ୍ସ୍ଟଦ୍ର ତୀରର ବାଲିଭଳି ସୈନିକ ଥିଲେ। ସମାନେେ ଆସି ମିକ୍ମସ୍ ରେ ବୈଥାବନର ପୂର୍ବଦିଗ ରେ ଛାଉଣୀ ସ୍ଥାପନ କଲେ।
ଶାଉଲ ଏବଂ ତାଙ୍କ ପକ୍ସ୍ଟଅ ଯୋନାଥନ ସୈନ୍ଯମାନଙ୍କ ସହିତ ବିନ୍ଯାମୀନର ଗିବିଯାକକ୍ସ୍ଟ ୟାତ୍ରା କଲେ।
ଏ ସମୟରେ ପଲେଷ୍ଟୀୟ ସୈନ୍ଯଦଳ ମିକ୍ମସ୍ ଘାଟୀକକ୍ସ୍ଟ ଜଗିବାକକ୍ସ୍ଟ ଗଲେ।
ଗୋଟିଏ ପଥର ଉତ୍ତର ଦିଗସ୍ଥ, ଉତ୍ତର ଆଡକ୍ସ୍ଟ ମିକ୍ମସ୍ ଆଡକକ୍ସ୍ଟ ଏବଂ ଅନ୍ୟ ପଥରଟି ଦକ୍ଷିଣସ୍ଥ ଗବୋ ଆଡାକକ୍ସ୍ଟ ମକ୍ସ୍ଟହାଁଇଥିଲା।
ଯୋୟାବ ରାଜାଙ୍କ ସମ୍ମକ୍ସ୍ଟଖକକ୍ସ୍ଟ ଆସିଲେ ଏବଂ ପଚାରିଲେ, ତୁମ୍ଭେ କ'ଣ କଲ? ଅବ୍ନର ଆପଣଙ୍କ ନିକଟକକ୍ସ୍ଟ ଆସିଥିଲା, କିନ୍ତୁ ଆପଣ ତାକକ୍ସ୍ଟ ଆଘାତ ନ କରି ପଠାଇ ଦେଲେ।
ଏହାପରେ ସେ ଭିତରକୁ ୟାଇ ଆପଣା ମହାଶୟ ସମ୍ମୁଖ ରେ ଛିଡା ହେଲେ। ତହୁଁ ଇଲୀଶାୟ ଗି ହଜେୀକୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଲ?
ସୈନ୍ଯବାହିନୀ ଅଯାତ ରେ' ପ୍ରବେଶ କରିବେ। ସମାନେେ ମିଶ୍ରୋଣ ଖଳା' ମଧ୍ଯ ଦଇେ ଯିବେ ଓ ମିକ୍ମସ ରେ' ଗନ୍ତାଘ ରେ ଖାଦ୍ୟ ସାମଗ୍ରୀ ଗଚ୍ଛିତ ରଖିବେ।