Home Bibles ☰ Books ପ୍ରଥମ ଶାମୁୟେଲ 13:6 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 13:6 · ଓଡ଼ିଆ ବାଇବେଲ

ଇଶ୍ରାୟେଲୀୟମାନେ ଆପଣାମାନଙ୍କ ବିପଦଗ୍ରସ୍ତ ଦେଖିଲେ। ଏଣୁ ଏମାନେ ଗକ୍ସ୍ଟମ୍ଫା, ପଥରଖୋଲ, ଶୈଳ, କୂପ ଓ ଅନ୍ଯାନ୍ଯ ଗାତ୍ର ରେ ଆତ୍ମଗୋପନ କଲେ।

Cross references

ଯାତ୍ରା ପୁସ୍ତକ 14:10

ଇଶ୍ରାୟେଲୀୟମାନେ ଦେଖିଲେ,ଫାରୋ ଏବଂ ତାଙ୍କର ସୈନ୍ଯମାନେ ସମାନଙ୍କେ ଆଡକୁ ଆସୁଛନ୍ତି। ସମାନେେ ତାଙ୍କୁ ଦେଖି ଅତ୍ଯନ୍ତ ଭୟଭିତ ହାଇଗେଲେ। ସମାନେେ ସଦାପ୍ରଭୁଙ୍କୁ ଡାକିଲେ।

ଯିହୋଶୂୟ 8:20

ଅଯର ଲୋକମାନେ ପଛକକ୍ସ୍ଟ ବକ୍ସ୍ଟଲି ଦେଖିଲେ ସମାନଙ୍କେର ନଗର ନିଆଁ ରେ ଜଳକ୍ସ୍ଟଅଛି। ସମାନେେ ଦେଖିଲେ ଧୂଁଆ ଧାର ଆକାଶକକ୍ସ୍ଟ ଛକ୍ସ୍ଟଉଁଛି, ତେଣୁ ସମାନେେ ସମାନଙ୍କେର ଶକ୍ତି ଓ ସାହସ ହରାଇଲେ। ସମାନେେ ଆଉ ଇଶ୍ରାୟେଲ ସୈନ୍ଯମାନଙ୍କ ପଛ ରେ ଗୋଡ଼ାଇଲେ ନାହିଁ। ମରକ୍ସ୍ଟଭୂମି ଆଡକକ୍ସ୍ଟ ଦୌଡ଼ନ୍ତିକ୍ସ୍ଟଥିବା ଇଶ୍ରାୟେଲର ସୈନ୍ଯମାନେ ମଧ୍ଯ ଆଉ ଆଗଇେଲେ ନାହିଁ। ସମାନେେ ବକ୍ସ୍ଟଲି ପଡିଲେ ଓ ଅଯର ୈସନ୍ଯମାନଙ୍କୁ ଗୋଡ଼ାଇଲେ। ଅଯର ସୈନ୍ଯମାନଙ୍କ ପାଇଁ ଦୌଡି ପଳାଇବାକକ୍ସ୍ଟ ଆଉ ନିରାପଦ ସ୍ଥାନ ନଥିଲା।

ବିଚାରକର୍ତାମାନଙ୍କ ବିବରଣ 6:2

ମିଦିଯନୀଯମାନେ ବହକ୍ସ୍ଟ ପରାକ୍ରମଶାଳୀ ହେଲେ ଏବଂ ସମାନେେ ଇଶ୍ରାୟେଲର ଲୋକମାନଙ୍କର ବିରୋଧି ହାଇଗେଲେ। ଯେଉଁଥି ପାଇଁ ଇଶ୍ରାୟେଲ ସନ୍ତାନଗଣ ପର୍ବତ ଫାଟକରେ ଗକ୍ସ୍ଟମ୍ଫା ରେ ଓ ନିରାପଦ ସ୍ଥାନମାନଙ୍କ ରେ ଲକ୍ସ୍ଟଚି ରହିଲେ।

ବିଚାରକର୍ତାମାନଙ୍କ ବିବରଣ 10:9

ଅେମ୍ମାନୀୟମାନେ ୟିହକ୍ସ୍ଟଦା, ବିନ୍ଯାମୀନ, ଇଫ୍ରଯିମ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବା ପାଇଁ ୟର୍ଦ୍ଦନ ପାଇ ହାଇେ ଗଲେ। ଅେମ୍ମାନୀୟମାନେ ଇଶ୍ରାୟେଲ ଲୋକମାନଙ୍କ ପାଇଁ ବଡ କଷ୍ଟର କାରଣ ହେଲେ।

ବିଚାରକର୍ତାମାନଙ୍କ ବିବରଣ 20:41

ଏହାପରେ ଇଶ୍ରାୟେଲୀୟ ସୈନ୍ଯମାନେ ଦୌଡା ବନ୍ଦ କରି ଦେଲେ। ସମାନେେ ସମସ୍ତେ ୟକ୍ସ୍ଟଦ୍ଧ କରିବା ପାଇଁ ଏକତ୍ରୀତ ହାଇଗେଲେ। ବିନ୍ଯାମୀନର ସୈନ୍ଯମାନେ ଭୟଭୀଯ ହାଇଗେଲେ। ସମାନେେ ଅନକ୍ସ୍ଟଭବ କଲେ ଯେ, ଏକ ଭୟଙ୍କର ବିପଦ ସମାନଙ୍କେ ଉପରକକ୍ସ୍ଟ ଆସକ୍ସ୍ଟଅଛି।

ପ୍ରଥମ ଶାମୁୟେଲ 14:11

ତବେେ ସେ ଦକ୍ସ୍ଟ ହେଁ ପଲେଷ୍ଟୀୟଙ୍କ ପ୍ରହରିମାନଙ୍କ ନିକଟରେ ଆପଣାଙ୍କକ୍ସ୍ଟ ଦଖାେ ଦେଲେ। ପଲେଷ୍ଟୀୟ ପ୍ରହରିମାନେ କହିଲେ, ଦେଖ! ଏବ୍ରୀଯ ଲୋକମାନେ ଯେଉଁ ଯେଉଁ ଗାତ ରେ ଲକ୍ସ୍ଟଚିଥିଲେ ସଠାେରକ୍ସ୍ଟ ଏବେ ବାହାରି ଆସକ୍ସ୍ଟଛନ୍ତି।

ପ୍ରଥମ ଶାମୁୟେଲ 23:19

ଏହାପରେ ସୀଫୀଯ ଲୋକମାନେ ଗିବିଯାକକ୍ସ୍ଟ ଶାଉଲଙ୍କ ପାଖକକ୍ସ୍ଟ ଆସି କହିଲେ, ଦାଉଦ ଆମ୍ଭମାନଙ୍କ ଅଞ୍ଚଳ ରେ ଦକ୍ଷିଣ ଦିଗ ରେ ହଖୀଲା ପର୍ବତର ହୋ ରେଶର ସକ୍ସ୍ଟରକ୍ଷା ସ୍ଥାନ କିଲ୍ଲା ରେ ଲକ୍ସ୍ଟଚି ରହିଅଛି।

ପ୍ରଥମ ଶାମୁୟେଲ 24:3

ସହେି ବାଟରେ ଥିବା ମଷେଶାଳା ରେ ପହଞ୍ଚି ସଠାେରେ ଥିବା ଗକ୍ସ୍ଟମ୍ଫା ନିକଟକକ୍ସ୍ଟ ୟାଇ ଶାଉଲ ବିଶ୍ରାମ ନେଲେ। ଦାଉଦ ଓ ତା'ର ଲୋକମାନେ ଗକ୍ସ୍ଟମ୍ଫାର ଦୂର ପଛ ରେ ଲକ୍ସ୍ଟଚିଥିଲେ।

ପ୍ରଥମ ଶାମୁୟେଲ 31:7

ଇଶ୍ରାୟେଲୀୟମାନେ ଯେଉଁମାନେ ୟିଷ୍ରୀଯଲେ ଉପତ୍ୟକାର ଅପରପାଶର୍‌ବ ରେ ଓ ୟର୍ଦ୍ଦନ ନଦୀର ଅପରପାଶର୍‌ବ ରେ ବାସ କରୁଥିଲେ। ସମାନେେ ଦେଖିଲେ, ଇଶ୍ରାୟେଲୀୟ ସୈନ୍ଯମାନେ ଦୌଡି ପଳାଉଛନ୍ତି। ଏବଂ ସମାନେେ ଦେଖିଲେ, ଶାଉଲ ଓ ତାଙ୍କର ପକ୍ସ୍ଟତ୍ରମାନେ ମରିଛନ୍ତି। ତେଣୁ ସମାନେେ ସମସ୍ତେ ସେ ସହର ପରିତ୍ଯାଗ କରି ଦୌଡି ପଳାଇଲେ। ତା'ପରେ ପଲେଷ୍ଟୀୟମାନେ ସହେି ସହରକକ୍ସ୍ଟ ଆସିଲେ, ଓ ସଠାେରେ ବାସ କଲେ।

ଦିତୀୟ ଶାମୁୟେଲ 24:14

ଦାଉଦ ଗାଦଙ୍କକ୍ସ୍ଟ କହିଲେ, ମୁ କି ଅସକ୍ସ୍ଟବିଧା ରେ ପଡିଗଲି। କିନ୍ତୁ ସଦାପ୍ରଭୁ ହେଉଛନ୍ତି ଦୟାପୂର୍ଣ୍ଣ, ସଦାପ୍ରଭୁ ଦଣ୍ତ ଦିଅନ୍ତକ୍ସ୍ଟ, କିନ୍ତୁ ମଣିଷ ହାତ ରେ ଦଣ୍ତ ନ ଦିଅନ୍ତକ୍ସ୍ଟ।

ଯିଶାଇୟ 42:22

ଏହି ଲୋକମାନଙ୍କୁ ଦେଖ। ସମାନେେ ଅପହୃତ ଓ ଲୁଣ୍ଠିତ। ସମାନେେ ଗର୍ଭ ରେ ପାଶବଦ୍ଧ ଓ କାରାଗାର ରେ ଲୁଚା ୟାଇଛନ୍ତି। ସମାନଙ୍କେର ଧନ ଲୁଣ୍ଠିତ ହାଇେଛି। ସମାନଙ୍କେୁ ଉଦ୍ଧାର କରିବାକୁ କହେି ନାହାଁନ୍ତି। ସମାନଙ୍କେର ଲୁଣ୍ଠିତ ଦ୍ରବ୍ଯକୁ ଫରୋଇ ଦବୋ' ପାଇଁ କହିବାକୁ ମଧ୍ଯ କହେି ନାହିଁ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:23

ଜୀବନ ଓ ମୁତ୍ଯୁ ମଧ୍ଯରୁ ଗୋଟିକୁ ବାଛିବା କଷ୍ଟକର। ମୁଁ ଏହି ଜୀବନକୁ ଛାଡ଼ି ଖ୍ରୀଷ୍ଟଙ୍କ ସହିତ ରହିବାକୁ ଇଚ୍ଛା କରେ। ଏହା ଅଧିମ ଭଲ।

Interlinear

Choose Theme