Home Bibles ପ୍ରଥମ ଶାମୁୟେଲ 14:13 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 14:13 · ଓଡ଼ିଆ ବାଇବେଲ

ଏଥି ରେ ଯୋନାଥନ ନିଜର ହାତ ଓ ଗୋଡ ଦଇେ ଉପରକକ୍ସ୍ଟ ଉଠିଗଲା ଓ ତାହାର ସାହାୟ୍ଯକାରୀ ତାଙ୍କ ପେଛ ପେଛ ଗଲା। ସମାନେେ ସହେି ପଲେଷ୍ଟୀୟମାନଙ୍କୁ ଆକ୍ରମଣ କଲେ, ଯୋନାଥନ ଆକ୍ରମଣ କଲା ଓ ଯେଉଁମାନେ ଆଗ ରେ ଥିଲେ ସମାନଙ୍କେୁ ହତ୍ଯା କଲା ଏବଂ ତାଙ୍କର ସାହାୟ୍ଯକାରୀ ପଛ ରେ ଯୋନାଥନଙ୍କ ଦ୍ବାରା ଆହତ ହାଇେଥିବା ଲୋକମାନଙ୍କୁ ହତ୍ଯା କଲା।

Cross references

ଲେବୀୟ ପୁସ୍ତକ 26:7

ତୁମ୍ଭମାନେେ ତୁମ୍ଭମାନଙ୍କ ଶତୃକୁ ଘଉଡାଇ ଦବେ। ସମାନେେ ତୁମ୍ଭମାନଙ୍କର ଖଡ୍ଗ ରେ ଧରାଶାଯୀ ହବେେ।

ଲେବୀୟ ପୁସ୍ତକ 26:8

ତୁମ୍ଭମାନଙ୍କ ମଧ୍ଯରୁ ପାଞ୍ଚ ଜଣ ଶତୃ ପକ୍ଷରୁ ଶ ହେ ଲୋକଙ୍କୁ ଘଉଡାଇ ଦବେେ ଓ ଶ ହେ ଜଣ ଦଶସହସ୍ର ଜଣଙ୍କୁ ଘଉଡାଇ ଦବେେ ତୁମ୍ଭମାନଙ୍କ ଖଡ୍ଗ ରେ ତୁମ୍ଭମାନଙ୍କର ଶତୃର ବିନାଶ ଘଟିବ।

ଦିତୀୟ ବିବରଣ 28:7

ସଦାପ୍ରଭୁ ସର୍ବଦା ତୁମ୍ଭମାନଙ୍କୁ ସହାୟ ଓ ତକ୍ସ୍ଟମ୍ଭ ଶତୃମାନଙ୍କୁ ବିନାଶ କରିବେ, ଯେଉଁମାନେ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ଉଠିବେ। ସମାନେେ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ଗୋଟିଏ ବାଟରେ ଆସିବେ ଓ ସାତଟି ବାଟରେ ପଳାଯନ କରିବେ।

ଦିତୀୟ ବିବରଣ 32:30

ଜଣେ ଲୋକ କ'ଣ ହଜାରେ ଲୋକଙ୍କକ୍ସ୍ଟ ଗୋଡ଼ାଇ ପାରିବ? ଦକ୍ସ୍ଟଇଜଣ ଲୋକ କ'ଣ ଦଶହଜାର ଲୋକଙ୍କକ୍ସ୍ଟ ଘଉଡାଇ ଦଇପୋରିବେ? ତାହା ଘଟିବ କବଳେ ଯଦି ସଦାପ୍ରଭୁ ସମାନଙ୍କେୁ ତାଙ୍କର ଶତୃମାନଙ୍କ ହସ୍ତ ରେ ସମର୍ପଣ କରନ୍ତି।

ଯିହୋଶୂୟ 23:10

ସଦାପ୍ରଭୁଙ୍କର ସହାୟତା ରେ ଇଶ୍ରାୟେଲର ଯେ କୌଣସି ଜଣେ ସୈନିକ ଏକ ହଜାର ସୈନିକମାନଙ୍କୁ ପରାସ୍ତ କରିପାରିବେ। କାହିଁକି ଜାଣ? ଯେ ହତେକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ତୁମ୍ଭମାନଙ୍କ ପକ୍ଷ ରେ ୟକ୍ସ୍ଟଦ୍ଧ କରିବେ, ଯେ ହତେକ୍ସ୍ଟ ସେ ପ୍ରତିଜ୍ଞା କରିଥିଲେ।

ଗୀତସଂହିତା 18:29

ହେ ସଦାପ୍ରଭୁ, ତୁମ୍ଭର ସାହାୟ୍ଯରେ ମୁଁ ସୈନ୍ଯମାନଙ୍କ ସହିତ ଲଢ଼ିପାରେ। ପରମେଶ୍ବରଙ୍କ ସାହାୟ୍ଯରେ ମୁଁ ଶତ୍ରୁର ପ୍ରାଚୀରକୁ ଚଢ଼ିୟାଇପାରେ।

ରୋମୀୟଙ୍କ ପ୍ରତି ପତ୍ର 8:31

ସେଥିପାଇଁ ଆମ୍ଭେ ଏହି ବିଷୟ ରେ କ'ଣ କହିବା? ଯଦି ପରମେଶ୍ବର ଆମ୍ଭ ସହିତ ଅଛନ୍ତି, ତାହାହେଲେ କୌଣସି ଲୋକ ଆମ୍ଭକୁ ପରାଜିତ କରି ପାରିବ ନାହିଁ।

ଏବ୍ରୀ 11:34

ସହେି ବିଶ୍ବାସ ବଳ ରେ କେତେ ଜଣ ଅଗ୍ନିର ଶକ୍ତି ବନ୍ଦ କଲେ, ଓ କେତେ ଲୋକ ଖଡ୍ଗ ଦ୍ବାରା ମରିବାରୁ ରକ୍ଷା ପାଇଲେ। ବିଶ୍ବାସ କାରଣରୁ ଦୁର୍ବଳ ଲୋକ ଶକ୍ତିଶାଳୀ ହେଲେ। ସମାନେେ ୟୁଦ୍ଧ ରେ ଶକ୍ତିଶାଳୀ ହାଇେ ଶତୃ ସନୋଙ୍କୁ ପରାସ୍ତ କଲେ।

Interlinear

Choose Theme