ସମସ୍ତ ପଲେଷ୍ଟୀୟ ସୈନ୍ଯମାନେ ଯେଉଁମାନେ ସହେି କ୍ଷେତ୍ର ରେ ଥିଲେ, ଯେଉଁମାନେ ଛାଉଁଣୀ ରେ ଥିଲେ, ଯେଉଁମାନେ ଦକ୍ସ୍ଟର୍ଗ ରେ ଥିଲେ, ଭୟଭୀତ ହେଲେ। ଏପରିକି ସବୁଠାରକ୍ସ୍ଟ ସାହାସୀ ସୈନ୍ଯମାନେ ମଧ୍ଯ ଭୟ କଲେ। ଯେପରି ସଠାେରେ ଭୂମିକଐ ହେଲା ଏହି ବିଭୀଷିକା ପରମେଶ୍ବର ପଠାଇଥିଲେ।
Cross references
ଯାକୁବ ଏବଂ ତାଙ୍କର ପରିବାର ସହେି ସ୍ଥାନ ପରିତ୍ଯାଗ କଲେ। ସହେି ନଗରର ଚତୁଃପାଶର୍ବର ଲୋକମାନେ ସମାନଙ୍କେୁ ବହୁତ ଭୟ କରୁଥିଲେ। ସହେି ଯେଉଁ ଲୋକମାନେ ତାଙ୍କର ପୁତ୍ରମାନଙ୍କୁ ଅନୁସରଣ ଏବଂ ହତ୍ଯା କରିବାକୁ ଅପେକ୍ଷା କରିଥିଲେ, ଏଥିରୁ କ୍ଷାନ୍ତ ହେଲେ।
ସୀନଯ ପର୍ବତ ଧୂଆଁ ରେ ପରିପୂର୍ଣ୍ଣ ଥିଲା। ଚିମିନିରୁ ଧୁଆଁ ବାହାରିଲା ପରି ପର୍ବତରୁ ଧୂଆଁ ବାହରୁଥିଲା। ଏପରି ଘଟିଲା କାରଣ ସଦାପ୍ରଭୁ ଅଗ୍ନି ବାହନ ରେ ପର୍ବତ ରେ ଅବତରଣ କରିଥିଲେ। ପର୍ବତଟି କମ୍ପନ କରିବାକୁ ଲାଗିଲା।
ତୁମ୍ଭମାନଙ୍କ ମଧିଅରେ ଯେଉଁମାନେ ଅବଶିଷ୍ଟ ରହିବେ ସମାନେେ ଶତୃମାନଙ୍କ ଦେଶ ରେ ସାହସିକତା ହରାଇବେ। ସମାନେେ ପତ୍ରଝଡାର ଶଦ୍ଦ ଶୁଣିଲେ ମଧ୍ଯ ଦୌଡି ପଳାଇବେ। ପୁଣି ଖଡ୍ଗଧାରରୁ ପକାଇଲା ଲୋକପରି ସମାନେେ ଦୌଡିବେ ଓ କହେି ସମାନଙ୍କେୁ ନ ଗୋଡ଼ାଇଲେ ହେଁ ସମାନେେ ପତିତ ହବେେ।
ମୁ ଜାଣେ, ସଦାପ୍ରଭୁ ଏହି ଦେଶକକ୍ସ୍ଟ ତକ୍ସ୍ଟମ୍ଭ ଲୋକମାନଙ୍କୁ ଦଇେଛନ୍ତି ଏବଂ ତୁମ୍ଭମାନେେ ଆମ୍ଭଙ୍କକ୍ସ୍ଟ ଭୟ ଜନ୍ମାଉଅଛ, ଏହି ସକାେଶ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କୁ ଭୟ କରିଛନ୍ତି।
ଗିଦ୍ଦିୟୋନର ସୈନ୍ଯମାନେ ଛାଉଣୀର ଚତକ୍ସ୍ଟଃପାଶର୍ବ ରେ ନିଜ ନିଜ ସ୍ଥାନ ରେ ଛିଡା ହେଲେ। ମିଦିଯନୀଯମାନେ ଆକସ୍ମିକ ବିପଦ ରେ ପଡିଲେ ଏବଂ ସମାନଙ୍କେର ଜୀବନ ବଞ୍ଚାଇବା ପାଇଁ ଦୌଡିଲେ।
ପଲେଷ୍ଟୀୟମାନେ ସେ ଅଞ୍ଚଳ ରେ ରହକ୍ସ୍ଟଥିବା ଇଶ୍ରାୟେଲୀୟମାନଙ୍କୁ ଦଣ୍ତିତ କରିବାକୁ ନିଷ୍ପତ୍ତି ନେଲେ। ସମାନଙ୍କେର ସକ୍ସ୍ଟଦକ୍ଷ ପଲେଷ୍ଟୀୟ ଯୋଦ୍ଧାଗଣକକ୍ସ୍ଟ ଆକ୍ରମଣ କରିବାକୁ ଆରମ୍ଭ କଲେ। ସମାନେେ ତିନିଦଳ ରେ ବିଭକ୍ତ ହାଇେ ଦଳେ ଶୂଯାଲ୍ ନିକଟରେ ଓ ଅଫ୍ରା ରାସ୍ତାର ଉତ୍ତରକକ୍ସ୍ଟ ଗଲେ।
ଏ ସମୟରେ ପଲେଷ୍ଟୀୟ ସୈନ୍ଯଦଳ ମିକ୍ମସ୍ ଘାଟୀକକ୍ସ୍ଟ ଜଗିବାକକ୍ସ୍ଟ ଗଲେ।
ତୁମ୍ଭମାନେେ ସହେି ତୂତ୍ବୃକ୍ଷ ତାଟୋ ଉପରେ ୈସନ୍ଯମାନଙ୍କର ପଦାଗ୍ଭରଣର ଶଦ୍ଦ ପରି ଶଦ୍ଦ ଶକ୍ସ୍ଟଣିପାରିବ। ତବେେ ତୁମ୍ଭମାନେେ ସମାନଙ୍କେୁ ଶିଘ୍ର ଆକ୍ରମଣ କରିବ, କାରଣ ସହେି ସମୟରେ ସଦାପ୍ରଭୁ ତୁମ୍ଭମାନଙ୍କ ଆଗ ରେ ଯିବେ ଏବଂ ତୁମ୍ଭମାନଙ୍କ ସକାେଶ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବେ।
କାରଣ ସଦାପ୍ରଭୁ ଅରାମୀଯ ସୈନ୍ଯମାନଙ୍କୁ ରଥ ଶଦ୍ଦ, ଅଶ୍ବ ଶଦ୍ଦ ଓ ବିପୁଳ ସୈନ୍ଯବାହିନୀର ଶଦ୍ଦ ଶୁଣାଇବାକୁ କାରଣ ହେଲେ। ତହିଁରେ ସମାନେେ ପରସ୍ପରକୁ କହିଲେ, ଦେଖ, ଇଶ୍ରାୟେଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବାକୁ ହିତ୍ତୀଯ ଓ ମିଶରୀଯ ରାଜଗଣଙ୍କୁ ଆମ୍ଭ ବିରୁଦ୍ଧ ରେ ବତନେ ଦଇେ ନିୟୁକ୍ତ କରିଅଛି।
ତେଣୁ ଅରାମୀଯ ସୈନ୍ଯମାନେ ଗୋଧୂଳି ସମୟରେ ଶିବିର ଛାଡି ପଳାଯନ କଲେ। ସମାନେେ ସମାନଙ୍କେର ତମ୍ବୁ, ଅଶ୍ବ ଗର୍ଦ୍ଦଭ ଆଦି ସମସ୍ତ ଜିନିଷ ଛାଡି ଜୀବନ ରକ୍ଷା କରିବାକୁ ପଳାଯନ କଲେ।
ଭୟଙ୍କରତା ତାଙ୍କ ଚାରିପାଖ ରେ ଅପେକ୍ଷା କରିଛି, ଭୟ ତାଙ୍କର ପ୍ରତିଟି ପଦକ୍ଷପକେୁ ଗୋଡ଼ଇବେ।
ସହେି ଦୁଷ୍ଟ ଲୋକମାନେ ନିରୀହ ଲୋକର ଉପଦେଶକୁ ଶୁଣିବାକୁ ପ୍ରସ୍ତୁତ ନୁହଁନ୍ତି କାହିଁକି ?
ତହିଁରେ ରାଜା ଭୟଭୀତ ହେଲେ ତାଙ୍କର ମୁଖ ବିବର୍ଣ୍ଣ ହେଲା। ତାଙ୍କର ଆଣ୍ଠୁ ଥରିଲା ଓ ଆଣ୍ଠୁକୁ ଆଣ୍ଠୁ ବାଜିଲା। ତାଙ୍କର ଗୋଡ ଏତେ ଦୁର୍ବଳ ହେଲା ଯେ ସେ ଛିଡା ହାଇେ ପାରିଲେ ନାହିଁ।
ତୁମ୍ଭମାନେେ ୟୁଦ୍ଧ ବିଷୟ ରେ ଓ ୟୁଦ୍ଧର ଗୁଜବ ବିଷୟ ରେ ଶୁଣିବ। କିନ୍ତୁ ଦେଖ! ଭୟ କରିବ ନାହିଁ। ଅନ୍ତକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ।
ପୁଣି ଥରେ ଯୀଶୁ କହିଲେ ସମାପ୍ତ ହେଲା, ତା'ପରେ ସେ ପ୍ରାଣତ୍ଯାଗ କଲେ।