Home Bibles ପ୍ରଥମ ଶାମୁୟେଲ 14:19 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 14:19 · ଓଡ଼ିଆ ବାଇବେଲ

ଶାଉଲ ଯାଜକ ଅହୀଯଙ୍କ ସହ କଥା ହବୋ ବେଳେ ପଲେଷ୍ଟୀୟ ଛାଉଣୀ ରେ ଆହକ୍ସ୍ଟରି ଆହକ୍ସ୍ଟରି କୋଳାହଳ ବଢିବାକକ୍ସ୍ଟ ଲାଗିଲା। ଶାଉଲ ଅର୍ଧୈୟ୍ଯ ହାଇେ ଉଠିଲେ ଏବଂ ଯାଜକ ଅହୀଯକକ୍ସ୍ଟ କହିଲେ, ବନ୍ଦ କର! ତକ୍ସ୍ଟମ୍ଭ ହାତ ଏଫୋଦରକ୍ସ୍ଟ କାଢିଆଣ।

Cross references

ଗଣନା ପୁସ୍ତକ 27:21

ପୁଣି ସେ ଇଲିଯାସର ଯାଜକ ସମ୍ମୁଖ ରେ ଠିଆ ହବେ, ଇଲିଯାସର ତାହା ପାଇଁ ଊରୀମର ବିଚାର ଦ୍ବାରା ସଦାପ୍ରଭିଙ୍କ ସମ୍ମୁଖ ରେ ସେ ପଚାରିବ; ତବେେ ସମୁଦାଯ ମଣ୍ତଳୀ 'ବାହାରକୁ ଯିବେ'ଓ ତାଙ୍କର ଆଜ୍ଞା ଅନୁସାରେ ଆସିବେ।

ଯିହୋଶୂୟ 9:14

ତେଣୁ ସମାନେେ ସମାନଙ୍କେର ଖାଦ୍ୟ ନମକ୍ସ୍ଟନାକକ୍ସ୍ଟ ପରୀକ୍ଷା କଲେ। କିନ୍ତୁ ଏହା ପାଇଁ ସମାନେେ ସଦାପ୍ରଭୁଙ୍କର ଅନକ୍ସ୍ଟମତି ଲୋଡି ନଥିଲେ।

ପ୍ରଥମ ଶାମୁୟେଲ 13:11

ଶାମକ୍ସ୍ଟଯଲେ କହିଲେ, ତୁମ୍ଭେ ଏ କ'ଣ କଲ?

ପ୍ରଥମ ଶାମୁୟେଲ 14:24

କିନ୍ତୁ ଶାଉଲ ସଦେିନ ପକ୍ସ୍ଟଣି ଏକ ଭୂଲ୍ କଲେ। ଯେତବେେଳେ ସୈନ୍ଯମାନେ କ୍ଲାନ୍ତ ଓ କ୍ଷକ୍ସ୍ଟଧାର୍ତ୍ତ ହେଲେ, ଶାଉଲ ସମାନଙ୍କେୁ, ଯଦି କୌଣସି ଲୋକ ସଂନ୍ଧ୍ଯା ପୂର୍ବରକ୍ସ୍ଟ କିମ୍ବା ଶତୃ ବିନାଶ କରିବା ପୂର୍ବରକ୍ସ୍ଟ ଖାଦ୍ୟ ଗ୍ରହଣ କରେ, ତବେେ ସେ ଦଣ୍ତିତ ହବେ। ସେ ସମାନଙ୍କେୁ ଏହି ପ୍ରତିଜ୍ଞା କରିବା ପାଇଁ ବାଧ୍ଯ କଲେ। ତେଣୁ ଇଶ୍ରାୟେଲୀୟ ସୈନ୍ଯଗଣ କିଛି ଖାଦ୍ୟ ଗ୍ରହଣ କଲେ ନାହିଁ।

ପ୍ରଥମ ଶାମୁୟେଲ 30:7

ଦାଉଦ ଅହୀମଲକରେ ପକ୍ସ୍ଟତ୍ର ଅବିଯାଥର ଯାଜକକକ୍ସ୍ଟ କହିଲେ, ମାେ ପାଖକକ୍ସ୍ଟ ଏଫୋଦ ଆଣ।

ଗୀତସଂହିତା 106:13

କିନ୍ତୁ ପରମେଶ୍ବର କରିଥିବା କାର୍ୟ୍ଯଗୁଡ଼ିକୁ ଆମ୍ଭର ପୂର୍ବପୁରୁଷମାନେ ଅତି ଶୀଘ୍ର ଭୁଲିଗଲେ। ସମାନେେ ପରମେଶ୍ବରଙ୍କ ଉପଦେଶ ଶୁଣିଲେ ନାହିଁ।

ଯିଶାଇୟ 28:16

ସେଥିପାଇଁ ମାରେ ପ୍ରଭୁ ସଦାପ୍ରଭୁ କୁହନ୍ତି, ଦେଖ, ମୁଁ ସିୟୋନ ରେ ଏକ ଭିତ୍ତିମୂଳ ପ୍ରସ୍ତର ସ୍ଥାପନ କରୁଛି, ଏହା ଏକ ପରୀକ୍ଷାସିଦ୍ଧ ପ୍ରସ୍ତର ଓ ବହୁମୂଲ୍ଯବାନ କଣ ପ୍ରସ୍ତର। ଏହା ଉପ ରେ ସବୁକିଛି ଏହି ଗୁରୁତ୍ବପୂର୍ଣ୍ଣ ପର୍ବତ ଉପ ରେ ନିର୍ମିତ ହବେ। ଯେ କହେି ଏହି ପ୍ରସ୍ତର ଉପ ରେ ବିଶ୍ବାସ ରେଖ ସେ ହତାଶ ହବେ ନାହିଁ।

Interlinear

Choose Theme