Home Bibles ପ୍ରଥମ ଶାମୁୟେଲ 14:29 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 14:29 · ଓଡ଼ିଆ ବାଇବେଲ

ଯୋନାଥନ କହିଲା, ମାେ ବାପା ଏ ଦେଶକକ୍ସ୍ଟ ବହକ୍ସ୍ଟତ ସମସ୍ଯା ଆଣିଛନ୍ତି। ଦେଖ! ମୁ ଅଳ୍ପ ମହକ୍ସ୍ଟ ଖାଇ କିପରି ଆଶ୍ବସ୍ତ ବୋଧ କରୁଛି।

Cross references

ଯିହୋଶୂୟ 7:25

ତା'ପରେ ୟିହୋଶୂଯ କହିଲେ, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦକ୍ସ୍ଟଃଖ ଦଲେ? ସଦାପ୍ରଭୁ ଆଜି ତକ୍ସ୍ଟମ୍ଭ ପାଇଁ ଦକ୍ସ୍ଟଃଖ ଆଣିବେ। ତେଣୁ ଇଶ୍ରାୟେଲର ସମସ୍ତ ଲୋକ ଆଖନ ଓ ତା'ର ପରିବାରକକ୍ସ୍ଟ ପଥର ଫିଙ୍ଗି ହତ୍ଯା କଲେ। ଏହାପରେ ଲୋକମାନେ ତାକକ୍ସ୍ଟ ଓ ସେ ଆଣିଥିବା ସମସ୍ତ ଦ୍ରବ୍ଯକକ୍ସ୍ଟ ସହେି ସ୍ଥାନ ରେ ପୋଡି଼ ଦେଲେ।

ପ୍ରଥମ ରାଜାବଳୀ 18:18

ଏଲିଯ କହିଲେ, ନା, ମୁଁ ଇଶ୍ରାୟେଲର ଅସୁବିଧା କରି ନାହିଁ। ତୁମ୍ଭେ ଓ ତୁମ୍ଭର ପିତୃବଂଶ ଏହି ଅସୁବିଧାର କାରଣ। ଏବଂ ତୁମ୍ଭମାନେେ ସଦାପ୍ରଭୁଙ୍କ ଆଜ୍ଞା ମାନିବା ବନ୍ଦ କରି ଭଣ୍ତ ଦବେତା ବାଲ୍ର ପୂଜା କରିବା ଆରମ୍ଭ କଲ।

Interlinear

Choose Theme