ଶାଉଲ ସାହାସୀ ଥିଲେ। ସେ ଇଶ୍ରାୟେଲୀୟମାନଙ୍କ ଲକ୍ସ୍ଟସ୍ଖନକାରୀଙ୍କକ୍ସ୍ଟ ଦମନ କଲେ। ସେ ଏପରିକି ଅମାଲକେୀଯମାନଙ୍କୁ ପରାସ୍ତ କଲେ।
Cross references
ରଫୀଦୀମ ରେ ଅମାଲକେୀଯମାନେ ଆସିଲେ ଓ ଇଶ୍ରାୟେଲୀୟମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କଲେ।
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ଏହି ୟୁଦ୍ଧର ବିବରଣୀ ଲେଖ। ଏହିକଥା ଏକ ପୁସ୍ତକରେ ଲେଖ। ଯାହାଫଳ ରେ ଲୋକମାନେ ମନରେଖି ପାରିବେ ଏଠା ରେ ଯାହାସବୁ ଘଟିଥିଲା। ଏବଂ ଯିହାଶୂେୟଙ୍କ ପାଖ ରେ ସହେି ପୁସ୍ତକ ପଢ। ମୁଁ ସମ୍ପୂର୍ଣ୍ଣଭାବରେ ଅମାଲକେୀଯମାନଙ୍କୁ ଏହି ପୃଥିବୀରୁ ଧ୍ବଂସ କରିବି।
ଏଥପାଇଁ ତୁମ୍ଭମାନେେ ଅମାଲକେୀଯମାନଙ୍କୁ ସମୂଳେ ଧ୍ବଂସ କରିବ। ତୁମ୍ଭମାନେେ ଏପରି କରିବ ଯେତବେେଳେ ସଦାପ୍ରଭୁଙ୍କ ଦତ୍ତ ନୂତନ ଦେଶ ରେ ପ୍ରବେଶ କରିବ। ସହେି ଦେଶ ରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଚତକ୍ସ୍ଟର୍ଦିଗସ୍ଥ ତକ୍ସ୍ଟମ୍ଭ ଶତୃମାନଙ୍କଠାରକ୍ସ୍ଟ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ପୃଥିବୀରକ୍ସ୍ଟ ଅମାଲକେୀଯମାନଙ୍କୁ ସମୂଳେ ଧ୍ବଂସ କରବାକକ୍ସ୍ଟ ପଡିବ।
ଏହାପରେ ସଦାପ୍ରଭୁ ବିଗ୍ଭରକର୍ତ୍ତାଗଣଙ୍କକ୍ସ୍ଟ ସମାନଙ୍କେ ଉପରେ ନିୟକ୍ସ୍ଟକ୍ତି କଲେ। ଏବଂ ସହେି ବିଗ୍ଭରକର୍ତ୍ତାଗଣ, ସମାନଙ୍କେର ଧନସଐତ୍ତି ଯେଉଁମାନେ ନଇେଥିଲେ, ସହେି ଶତୃମାନଙ୍କ ହାତରକ୍ସ୍ଟ ସମାନଙ୍କେୁ ଉଧାର କଲେ।
ବର୍ତ୍ତମାନ ଅମାଲକେୀଯ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ ଘାଷେଣା କର। ତୁମ୍ଭେ ନିଶ୍ଚିତଭାବେ ଅମାଲକେୀଯମାନଙ୍କର ସର୍ବସ୍ବ ଧ୍ବଂସ କରିପାରିବ। ତୁମ୍ଭେ କିଛି ଜୀବନ୍ତ ଛାଡି ଆସିବ ନାହିଁ। ତୁମ୍ଭେ ସମସ୍ତ ପୁରୁଷ, ସ୍ତ୍ରୀ, େଛାଟପିଲା ଏପରିକି ଶିଶକ୍ସ୍ଟଛକ୍ସ୍ଟଆକକ୍ସ୍ଟ ମଧ୍ଯ ହତ୍ଯା କରିବ। ଆହକ୍ସ୍ଟରି ମଧ୍ଯ ସମାନଙ୍କେର ଗାଈ, ମେଣ୍ତା, ଓଟ ଓ ଗଧମାନଙ୍କୁ ହତ୍ଯା କରିବ।'
ଶାଉଲ ଅମାଲକମାନଙ୍କେୁ ପରାସ୍ତ କଲେ। ସେ ହବୀଲାଠାରକ୍ସ୍ଟ ମିଶର ସୀମାବର୍ତ୍ତୀ ଶକ୍ସ୍ଟରର ନିକଟ ପର୍ୟ୍ଯନ୍ତ ଅମାଲକେୀଯମାନଙ୍କୁ ଆକ୍ରମଣ କଲେ।
ହତ ଲୋକମାନଙ୍କର ରକ୍ତରକ୍ସ୍ଟ ବୀରମାନଙ୍କ ମଦରେକ୍ସ୍ଟ ଯୋନାଥନର ଧନକ୍ସ୍ଟ ଓ ଶାଉଲଙ୍କର ଖଡ୍ଗ ରିକ୍ତ ହାଇେ ଫେ ରେ ନାହିଁ।