Home Bibles ☰ Books ପ୍ରଥମ ଶାମୁୟେଲ 15:2 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 15:2 · ଓଡ଼ିଆ ବାଇବେଲ

ସର୍ବଶକ୍ତିମାନ ସଦାପ୍ରଭୁ କହିଲେ, 'ଯେତବେେଳେ ଇଶ୍ରାୟେଲୀୟମାନେ ମିଶରରକ୍ସ୍ଟ ବାହାରି ଆସିଲେ, ଅମାଲକେୀଯମାନେ ତାଙ୍କୁ କାନନେ ୟିବା ରେ ବାଧା ସୃଷ୍ଟି କରିବେ। ମୁ ଦେଖିଛି ଯାହା ସବୁ ଅମାଲକେୀଯମାନେ କରିଛନ୍ତି।

Cross references

ଯାତ୍ରା ପୁସ୍ତକ 17:8

ରଫୀଦୀମ ରେ ଅମାଲକେୀଯମାନେ ଆସିଲେ ଓ ଇଶ୍ରାୟେଲୀୟମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କଲେ।

ଯାତ୍ରା ପୁସ୍ତକ 17:14

ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ଏହି ୟୁଦ୍ଧର ବିବରଣୀ ଲେଖ। ଏହିକଥା ଏକ ପୁସ୍ତକରେ ଲେଖ। ଯାହାଫଳ ରେ ଲୋକମାନେ ମନରେଖି ପାରିବେ ଏଠା ରେ ଯାହାସବୁ ଘଟିଥିଲା। ଏବଂ ଯିହାଶୂେୟଙ୍କ ପାଖ ରେ ସହେି ପୁସ୍ତକ ପଢ। ମୁଁ ସମ୍ପୂର୍ଣ୍ଣଭାବରେ ଅମାଲକେୀଯମାନଙ୍କୁ ଏହି ପୃଥିବୀରୁ ଧ୍ବଂସ କରିବି।

ଗଣନା ପୁସ୍ତକ 24:20

ଏହାପରେ ସେ ଅମାଲକେ ପ୍ରତି ଦୃଷ୍ଟିକରି ଗୀତ ରେ କହିଲା,

ଦିତୀୟ ବିବରଣ 25:17

ତୁମ୍ଭମାନେେ ମିଶରରକ୍ସ୍ଟ ବାହାର ହାଇେ ଆସିବା ବେଳେ ପଥ ମଧିଅରେ ଅମାଲକେୀଯ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପରି କରିଥିଲେ।

ଯିରିମିୟ 31:34

ପରମେଶ୍ବରଙ୍କୁ ଜାଣିବାକୁ ସମାନେେ ଆପଣା ଆପଣା ପ୍ରତିବେଶୀଙ୍କୁ ଓ ଭ୍ରାତାଙ୍କୁ ଶିକ୍ଷା ଦବେେ ନାହିଁ। କାରଣ ସଦାପ୍ରଭୁ କହନ୍ତି େଛାଟଠାରୁ ବଡ଼ ପର୍ୟ୍ଯନ୍ତ ସମସ୍ତେ ଆମ୍ଭକୁ ଜାଣିବେ। ଯେ ହତେୁ ଆମ୍ଭେ ସମାନଙ୍କେର ଅପରାଧ କ୍ଷମା କରିବା ଓ ସମାନଙ୍କେର ପାପ ଆଉ ସ୍ମରଣ କରିବା ନାହିଁ।

ହୋଶେୟ 7:2

ସମାନଙ୍କେର ଦୋଷକୁ ଆମ୍ଭେ ସ୍ମରଣ କରିବା ସହେି ଲୋକମାନେ ବିଶ୍ବାସ କରନ୍ତି ନାହିଁ। ସମାନେେ ଯେଉଁ ମନ୍ଦ କାର୍ୟ୍ଯ ସବୁ ଗ୍ଭରିଆଡେ କରିଥିଲେ ଆମ୍ଭେ ସ୍ପଷ୍ଟ ଭାବରେ ଦେଖି ପାରୁଛୁ।

ଆମୋଷ 8:7

ସଦାପ୍ରଭୁ ଯାକୁବର ଗର୍ବକୁ ନଇେ ଶପଥ କରି କହିଲେ, ସହେି ଲୋକମାନେ ଯାହା କଲେ ଆମ୍ଭେ କବେେ ତାହା ପାଶୋରି ପାରିବା ନାହିଁ।

Interlinear

Choose Theme