ଶାଉଲ କହିଲେ, ମୁ ସଦାପ୍ରଭୁଙ୍କ କଥା ମାନିଥିଲି, ସଦାପ୍ରଭୁ ମାେତେ ଯେଉଁଠାକକ୍ସ୍ଟ ପଠାଇ ଥିଲେ, ମୁ ସଠାେକକ୍ସ୍ଟ ୟାଇଥିଲି, ମୁ ସମସ୍ତ ଅମାଲକେୀଯମାନଙ୍କୁ ଧ୍ବଂସ କରିଥିଲି। ମୁ ଅମାଲକେୀଯ ରାଜାଙ୍କକ୍ସ୍ଟ ଆଣିଥିଲି ଓ ସମାନଙ୍କେୁ ଧ୍ବଂସ କଲି ା
Cross references
ବର୍ତ୍ତମାନ ଅମାଲକେୀଯ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ ଘାଷେଣା କର। ତୁମ୍ଭେ ନିଶ୍ଚିତଭାବେ ଅମାଲକେୀଯମାନଙ୍କର ସର୍ବସ୍ବ ଧ୍ବଂସ କରିପାରିବ। ତୁମ୍ଭେ କିଛି ଜୀବନ୍ତ ଛାଡି ଆସିବ ନାହିଁ। ତୁମ୍ଭେ ସମସ୍ତ ପୁରୁଷ, ସ୍ତ୍ରୀ, େଛାଟପିଲା ଏପରିକି ଶିଶକ୍ସ୍ଟଛକ୍ସ୍ଟଆକକ୍ସ୍ଟ ମଧ୍ଯ ହତ୍ଯା କରିବ। ଆହକ୍ସ୍ଟରି ମଧ୍ଯ ସମାନଙ୍କେର ଗାଈ, ମେଣ୍ତା, ଓଟ ଓ ଗଧମାନଙ୍କୁ ହତ୍ଯା କରିବ।'
ସେ ଅମାଲକେୀଯ ରାଜା ଅଗାଗ୍କକ୍ସ୍ଟ ଜୀବନ୍ତ ଧରିଲେ। କିନ୍ତୁ ତାଙ୍କ ସନୋବୀହିନୀର ଅନ୍ୟ ସମସ୍ତଙ୍କକ୍ସ୍ଟ ହତ୍ଯା କଲେ।
ତେଣୁ ଶାମକ୍ସ୍ଟଯଲେ ଶାଉଲ ଥିବା ସ୍ଥାନକକ୍ସ୍ଟ ୟାତ୍ରା କଲେ। ଶାଉଲ ତାଙ୍କୁ ଅଭ୍ଯର୍ଥନା କଲେ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତକ୍ସ୍ଟ। ମୁ ସଦାପ୍ରଭୁଙ୍କ ଆଜ୍ଞା ମାନିଛି।
ତୁମ୍ଭେ କହିଲ, 'ମୁଁ ପବିତ୍ର, ମୁଁ ନିରୀହ, ମୁଁ କିଛି ଭୁଲ କରିନାହିଁ, ମୁଁ ଦୋଷୀ ନୁହେଁ।
ଆୟୁବ କ ହେ, 'ମୁଁ ଆୟୁବ, ମୁଁ ନିରପରାଧୀ ଅଟେ। ଏବଂ ପରମେଶ୍ବର ମାେ' ପ୍ରତି ଉଚିତ୍ ନ୍ଯାଯ କରି ନାହାଁନ୍ତି।
ଆୟୁବ, 'ତୁମ୍ଭେ କ'ଣ ଭାବୁଛ ଯେ ଏହା କହିବା ନ୍ଯାୟ୍ଯ,' ମୁଁ ଠିକ୍ ମାରେ ମକଦ୍ଦମା ରେ ପରମେଶ୍ବରଙ୍କ ବିରୁଦ୍ଧ ରେ।
ଆୟୁବ, ତୁମ୍ଭେ କ'ଣ ଭାବୁଛ ମୁଁ ନ୍ଯାଯୀ ନୁହେଁ ? ତୁମ୍ଭେ କହୁଛ ମୁଁ ଅପରାଧୀ ଭୁଲ କାମ କରି ୟଦ୍ବାରା ତୁମ୍ଭେ ନିରୀହ ପ୍ରମାଣିତ ହବେ।
ୟୁବକଟି କହିଲା, ମୁଁ ଏ ସବୁକଥା ମାନିଛି। ଏବେ ମାେ ପାଖ ରେ ଆଉ କ'ଣ ଅଭାବ ରହିଛି?
ନିଜେ ଠିକ୍ ଜୀବନ ଯାପନ କରୁଛନ୍ତି ବୋଲି ଧର୍ମଶାସ୍ତ୍ରୀ ଜଣକ ପ୍ରମାଣ କରିବାକୁ ଚାହୁଁଥିଲେ। ତେଣୁ ସେ ଯୀଶୁଙ୍କୁ ପଚାରିଲେ, ତବେେ ଯେଉଁମାନଙ୍କୁ ପ୍ ରମେ କରିବି, ସମାନେେ କିଏ?
ଫାରୂଶୀଜଣକ କରଆଦାୟକାରୀଙ୍କଠାରୁ ଦୂର ରେ ଅଲଗା ଠିଆ ହାଇେଥିଲେ। ଫାରୂଶୀ ଜଣକ ପ୍ରାର୍ଥନା କଲାବାଳେ କହିଲେ, ' ହେ ପରମେଶ୍ବର, ମୁଁ ଅନ୍ୟ ଲୋକଙ୍କ ଭଳି ଖରାପ ହାଇନେଥିବାରୁ ତୁମ୍ଭକୁ କୃତଜ୍ଞତା ଜଣାଉଛି। ମୁଁ ଚୋରି, ଠକାମି, ବ୍ଯଭିଚାର, ପାପ କରୁଥିବା ଲୋକମାନଙ୍କ ଭଳି ନୁହେଁ।ମୁଁ ଏହି କରଆଦାୟକାରୀ ଅପେକ୍ଷା ଭଲ ହାଇେଥିବାରୁ ତୁମ୍ଭ ପାଖ ରେ କୃତଜ୍ଞତା ଜଣାଉଛି।
ସମାନେେ ଜାଣି ନଥିଲେ ଯେ, ପରମେଶ୍ବର କିପରି ତାହାଙ୍କ ସହିତ ଲୋକମାନଙ୍କୁ ଧାର୍ମିକ କହନ୍ତି। ସମାନେେ ଧାର୍ମିକ ହବୋ ପାଇଁ ନିଜର ଉପାୟ ଦ୍ବାରା ଚେଷ୍ଟା କଲେ। ଅତଏବ ସମାନେେ ଧାର୍ମିକତା ବୋଲି ଗଣିତ ପରମେଶ୍ବରଙ୍କ ମାର୍ଗର ଅନୁ ସରଣ କଲେ ନାହିଁ।