କିନ୍ତୁ ଶାମକ୍ସ୍ଟଯଲେ ଉତ୍ତର ଦେଲେ, ସଦାପ୍ରଭୁଙ୍କୁ କ'ଣ ଅଧିକ ପ୍ରସନ୍ନ କଲ, ହାମବେଳି, ନବୈେଦ୍ଯ ନା ପରମେଶ୍ବରଙ୍କର ଆଦେଶଗକ୍ସ୍ଟଡିକ ପାଳନ କରିବା? ପରମେଶ୍ବର ହୃଷ୍ଟପୃଷ୍ଟ ମଷେର ବଳିଦାନଠାରକ୍ସ୍ଟ ତାଙ୍କର ଆଜ୍ଞାମାନକ୍ସ୍ଟ ଥିବା ଲୋକଠା ରେ ଅଧିକ ସନ୍ତକ୍ସ୍ଟଷ୍ଟ ହକ୍ସ୍ଟଅନ୍ତି।
Cross references
ତେଣୁ ସମାନଙ୍କେୁ ମାରେ ଆଜ୍ଞା ମାନିବା ପାଇଁ କୁହ। ସମାନଙ୍କେୁ ମାରେ ନିଯମ ପାଳନ କରିବାକୁ ଦିଅ। ଯଦି ତୁମ୍ଭେ ଏପରି କର, ତବେେ ତୁମ୍ଭମାନେେ ମାରେ ଆପଣାର ରତ୍ନଭଣ୍ଡାର ହାଇେ ରହିବ ଯେ ହତେୁ ସମଗ୍ର ପୃଥିବୀ ମାରେ।
ଏଥିପାଇଁ ମୁ ଭାବିଲି, 'ପଲେଷ୍ଟୀୟମାନେ ଗିଲ୍ଗଲ ଆସି ଆକ୍ରମଣ କରିବେ ମାତ୍ର ମୁ ସଦାପ୍ରଭୁଙ୍କର ଅନକ୍ସ୍ଟଗ୍ରହ ମାଗି ନାହିଁ। ତେଣୁ ମୁ ବାଧ୍ଯ ହାଇେ ହାମବେଳି ଉତ୍ସର୍ଗ କରିଛି।'
ହେ ସଦାପ୍ରଭୁ, ତୁମ୍ଭେ ମାେତେ ଏହାକୁ ବୁଝିବାକୁ ସକ୍ଷମ କରିଛ। ତୁମ୍ଭେ ବଳିଦାନ ଓ ଶସ୍ଯ ନବୈେଦ୍ଯରେ ସନ୍ତାଷେ ନାହିଁ, ତୁମ୍ଭେ ପ୍ରକୃତରେ ହାମବେଳି ଓ ପାପାର୍ଥକ ବଳି ଚାହଁ ନାହିଁ।
ମୁଁ ତୁମ୍ଭର ବଳିଦାନ ବିଷଯରେ ଅଭିଯୋଗ କରୁ ନାହିଁ। ତୁମ୍ଭେ ଇଶ୍ରାୟେଲର ଅଧିବାସୀଗଣ ପ୍ରତିଦିନ ମାେ ପାଇଁ ହାମବେଳି ଆଣୁଅଛ। ତୁମ୍ଭେ ତାହାକୁ ମାେତେ ପ୍ରତିଦିନ ଅର୍ପଣ କରୁଅଛ।
ତୁମ୍ଭେ ପ୍ରକୃତରେ ବଳିଦାନ ଚାହିଁ ନାହଁ ଏବଂ ତୁମ୍ଭେ ହାମବେଳିରେ ସନ୍ତୁଷ୍ଟ ନୁହଁ। ତା' ହେଲେ ମୁଁ ସଗେୁଡ଼ିକ ଦଇେଥାନ୍ତି।
ବଳିଦାନ ଅପେକ୍ଷା ନ୍ଯାଯ ଓ ସୁବିଚାର ସଦାପ୍ରଭୁଙ୍କ ପ୍ରିଯ ବିଷଯ।
ଯେତବେେଳେ ତୁମ୍ଭମାନେେ ପରମେଶ୍ବରଙ୍କୁ ଉପାସନା କରିବାକୁ ୟାଅ, ବହୁତ ସାବଧାନ ହୁଅ। ମୂର୍ଖମାନଙ୍କ ପରି ବଳିଦବୋ ଅପେକ୍ଷା ପରମେଶ୍ବରଙ୍କୁ ମାନିବା ଅଧିକ ଉତ୍ତମ। ମୂର୍ଖମାନେ ଜାଣନ୍ତି ମଧ୍ଯ ନାହିଁ, ଯେତବେେଳେ ସମାନେେ ମନ୍ଦକର୍ମ କରନ୍ତି।
ପରମେଶ୍ବର କୁହନ୍ତି, ମୁଁ ତୁମ୍ଭମାନଙ୍କର ଏହି ବଳିଦାନସବୁ କାହିଁକି ଦରକାର କରେ। ମୁଁ ମଷେର ଓ ହୃଷ୍ଟପୃଷ୍ଟ ଗୋରୁଗାଈର ମଦରେ ହାମବେଳି ପ୍ରତି ବିତୃଷ୍ଣା ହାଇେ ୟାଇଛି। ମୁଁ ଆଉ ଷଣ୍ଢ ମଷେ ଓ ଛାଗମାନଙ୍କର ରକ୍ତ ଚା ହେଁ ନାହିଁ।
ଯେଉଁଦିନ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଆମ୍ଭେ ମିଶରରୁ ବାହାର କରି ଆଣିଲୁ, ସଦେିନ ଆମ୍ଭେ ହାମେ କିଅବା ବଳିଦାନ ବିଷଯ ରେ ସମାନଙ୍କେୁ କିଛି କହି ନ ଥିଲୁ କିଅବା ଆଜ୍ଞା ଦଇେ ନ ଥିଲୁ।
ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିଶରରୁ ଯେତବେେଳେ ଆଣିଲୁ ତାହା ଏକ ଲୌହ ଅଗ୍ନିକୁଣ୍ଡ ସଦୃଶ ନାନା ଦୁଃଖ ଦୁର୍ବିପାକରେ ପୂର୍ଣ୍ଣ ଥିଲା, ସତେିକି ବେଳେ ସମାନଙ୍କେୁ ବାହାର କରି ଆଣି ଏହି ଆଦେଶ ଦଇେଥିଲୁ, ତୁମ୍ଭମାନେେ ଆମ୍ଭର ଆଜ୍ଞା ପାଳନ କର। ତାହା ହେଲେ ତୁମ୍ଭମାନେେ ଆମ୍ଭର ଲୋକ ହବେ ଓ ଆମ୍ଭେ ତୁମ୍ଭର ପରମେଶ୍ବର ହବୋ।
ମୁଁ ଯେଉଁଦିନଠାରୁ ତୁମ୍ଭ ପୂର୍ବପୁରୁଷମାନଙ୍କୁ ମିଶରରୁ ଆଣିଲି, ସବେଠାରୁେ ମୁଁ ବାରମ୍ବାର ସମାନଙ୍କେୁ ସାବଧାନ କରାଇଥିଲି ଏବଂ ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଛି ଶୁଣ।
ତେଣୁ ତୁମ୍ଭମାନେେ ନିଜ ନିଜ ଆଚରଣ ଓ କ୍ରିଯା ବଦଳାଅ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଆଜ୍ଞା ପାଳନ କର। ତାହା ହେଲେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ଯେଉଁ ଅମଙ୍ଗଳର କଥା କହିଛନ୍ତି, ତାହା କରିବାରୁ ସେ ନିବୃତ୍ତ ହବେେ।
କାହିଁକି? କାରଣ ଆମ୍ଭେ ବିଶ୍ବସ୍ତ ପ୍ ରମେ ଗ୍ଭହୁଁ, ବଳିଦାନ ନୁହେଁ। ଲୋକମାନେ ପରମେଶ୍ବରଙ୍କୁ ଜାଣନ୍ତୁ ବୋଲି ଆମ୍ଭେ ଗ୍ଭହୁଁ, କିନ୍ତୁ ହାମବେଳି ଆଣନ୍ତୁ ବୋଲି ନୁହେଁ।
ଇଶ୍ରାୟେଲୀୟମାନେ ବଳିଦାନକୁ ଭଲ ପାଆନ୍ତି। ସେ ମାଂସ ଅର୍ପଣ କରି ତାକୁ ଭକ୍ଷଣ କରନ୍ତି। ସଦାପ୍ରଭୁ ସମାନଙ୍କେର ବଳିଦାନକୁ ଗ୍ରହଣ କରନ୍ତି ନାହିଁ। ସେ ସମାନଙ୍କେର ପାପକୁ ମନେ ରଖନ୍ତି। ଏଥିପାଇଁ ସେ ସମାନଙ୍କେୁ ଦଣ୍ତ ଦବେେ ଏବଂ ସମାନେେ ବନ୍ଦୀ ଭାବରେ ମିଶରକୁ ପ୍ ରରେିତ ହବେେ।
ଆମ୍ଭେ ତୁମ୍ଭମାନଙ୍କର ପର୍ବ ଦିନକୁ ଘୃଣା କରୁ। ଆମ୍ଭେ ମଧ୍ଯ ତୁମ୍ଭମାନଙ୍କ ଧାର୍ମିକ ମହାସଭାକୁ ଗ୍ରହଣ କରୁ ନାହୁଁ।
ଏପରିକି ତୁମ୍ଭେ ହାମବେଳି ଓ ଭୈକ୍ଷ୍ଯ ନବୈେଦ୍ଯ ଅର୍ପଣ କଲେ ହେଁ ଆମ୍ଭେ ସଗେୁଡିକୁ ଗ୍ରହଣ କରିବା ନାହିଁ। ଆଉ ମଧ୍ଯ ମଙ୍ଗଳ ବିଧାନ ପାଇଁ ବଳି ଯୋଗ୍ଯ ପୁଷ୍ଟ ପଶୁଗଣ ପ୍ରତି ଆମ୍ଭେ ଦୃଷ୍ଟି ଦବୋ ନାହିଁ।
ଆମ୍ଭମାନେେ କ'ଣ ଆଣି ସଦାପ୍ରଭୁଙ୍କୁ ଭଟେିବା? କ'ଣ କରି ଆମ୍ଭେ ଉର୍ଦ୍ଧ୍ବସ୍ଥ ପରମେଶ୍ବରଙ୍କୁ ପ୍ରଣାମ କରିବା? କ'ଣ ହାମବେଳି ଓ ଏକବର୍ଷୀଯ ଗୋବତ୍ସ ନଇେ ଆମ୍ଭେ ସଦାପ୍ରଭୁଙ୍କୁ ଭଟେି ଦବୋ?
ତବେେ ତୁମ୍ଭର ନବୈେଦ୍ଯ ଦାନ ସହେିଠା ରେ ଛାଡି ଦଇେ ସହେି ଲୋକଟି ପାଖକୁ ଯାଅ ଏବଂ ତା ସହିତ ଶାନ୍ତି ସ୍ଥାପନ କିର, ତା'ପରେ ଆସି ତୁମ୍ଭର ନବୈେଦ୍ଯ ଦାନ ଅର୍ପଣ କର।
ମୁଁ ତୁମ୍ଭକୁ ଗୋଟିଏ କଥା କହିବି। ତୁମ୍ଭେ ଯାଇ ବୁଝ ଯେ ଏହି ଶାସ୍ତ୍ର ବାକ୍ଯର ଅର୍ଥ କ'ଣ: 'ମୁଁ ପଶୁବଧ ଚା ହେଁ ନାହିଁ। ମୁଁ ଲୋକମାନଙ୍କ ଭିତ ରେ ଦୟାଭାବ ଗ୍ଭ ହେଁ।' ମୁଁ ଧାର୍ମିକ ଲୋକଙ୍କୁ ଡାକିବାକୁ ଆସି ନାହିଁ। ମୁଁ ପାପୀ ଲୋକଙ୍କୁ ଡାକିବାକୁ ଆସିଛି।
ଶାସ୍ତ୍ର କ ହେ, 'ମୁଁ ଲୋକମାନଙ୍କ ମଧିଅରେ ଦୟା ଚା ହେଁ, କିନ୍ତୁ ପଶୁବଳି ଚା ହେଁନାହିଁ।' ତୁମ୍ଭେ ପ୍ରକୃତ ରେ ଏହାର ଅର୍ଥ ବୁଝିନାହଁ। ଯଦି ବୁଝି ଥାଆନ୍ତ, ତବେେ ଏହି ନିର୍ଦ୍ ଦୋଷ ଲୋକମାନଙ୍କୁ ନିନ୍ଦା କରନ୍ତନାହିଁ।
ରେ କପଟୀ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭ ପାଖ ରେ ଯାହା ଅଛି, ତାର ଦଶ ଭାଗରୁ ଏକ ଭାଗ, ଏପରିକି ନିଜର ପୋଦିନା, ପାନମଧୁରୀ ଓ ଜୀରାର ମଧ୍ଯ ଦଶ ଭାବରୁ ଏକ ଭାଗ ତୁମ୍ଭେ ପରମେଶ୍ବରଙ୍କୁ ଦେଉଛ, କିନ୍ତୁ ତୁମ୍ଭମାନେେ ନିୟମର ଅଧିକ ନ୍ଯାୟ, ଦୟା ଓ ବିଶ୍ବାସ ଭଳି ମହତ୍ତ୍ବପୂର୍ଣ୍ଣ ଉପଦେଶ ଗୁଡ଼ିକୁ ପାଳନ କରୁନାହଁ। ମାତ୍ର ଏଗୁଡ଼ିକ ତୁମ୍ଭର ପାଳନ କରିବା ଉଚ଼ିତ। ଅନ୍ୟ ଉପଦେଶଗୁଡ଼ିକୁ ମଧ୍ଯ ନିୟମିତ ରୂପରେ ତୁମ୍ଭର ପାଳନ କରିବା ଉଚ଼ିତ।
ପ୍ରକୃତ ରେ ଜଣେ ଲୋକକୁ ସମସ୍ତ ହୃଦୟ, ସମସ୍ତ ମନ ଓ ସମସ୍ତ ଶକ୍ତି ଦଇେ ପରମେଶ୍ବରଙ୍କୁ ପ୍ ରମେ କରିବାକୁ ହବେ। ସେ ଯେପରି ନିଜକୁ ଭଲ ପାଏ, ତାକୁ ଅନ୍ୟକୁ ମଧ୍ଯ ସପରେି ଭଲ ପାଇବାକୁ ହବେ। ଆମ୍ଭେ ପରମେଶ୍ବରଙ୍କୁ ଯେତେ ପଶୁ ବଳି ଓ ଉତ୍ସର୍ଗ ଦାନ ଅର୍ପଣ କରୁ, ସହେି ଗୁଡିକଠାରୁ ଏହି ଦୁଇଟି ଆଦେଶ ଅଧିକ ମହତ୍ବପୂର୍ଣ୍ଣ।
ଏହାର କାରଣ ହେଲା ଯେ, ବଳଦମାନଙ୍କ ଓ ଛଳେିମାନଙ୍କ ରକ୍ତ ପାପ ହରଣ କରିବା ପାଇଁ ସକ୍ଷମ ନୁହଁନ୍ତି।